‘ଓଡିଶାର ଅଭିବୃଦ୍ଧି ଇଞ୍ଜିନକୁ ସଶକ୍ତ କରିବା’ଉପରେ  ଆଲୋଚନାଚକ୍ର ଆୟୋଜିତ

ଭୁବନେଶ୍ବର: ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ (ଆଇସିସି)  ଓ  ଲଘୁ ଉଦ୍ୟୋଗ ଭାରତୀ ପକ୍ଷରୁ ବିକଶିତ ଓଡ଼ିଶା ‘ଓଡିଶାର ଅଭିବୃଦ୍ଧି ଇଞ୍ଜିନକୁ ସଶକ୍ତ କରିବା’ ଉପରେ ଏକ ଆଲୋଚନାଚକ୍ରର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ କହିଛନ୍ତି ଯେ ଦେଶର ସର୍ବଶ୍ରେଷ୍ଠ ପାଞ୍ଚଟି ବିକଶିତ ରାଜ୍ୟ ଭିତରେ ଓଡିଶାକୁ ସ୍ଥାନ ଦେବା ଆମ ସରକାରଙ୍କ ପ୍ରଥମ ଏବଂ ଏକମାତ୍ର ଲକ୍ଷ୍ୟ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ମାସରେ ହେବାକୁ ଥିବା GST…

କର୍ଣ୍ଣାଟକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଅନୁଧ୍ୟାନ କଲେ ଓଡ଼ିଶାର ଦକ୍ଷତା ବିକାଶ କାର୍ଯ୍ୟକ୍ରମ

ଭୁବନେଶ୍ୱର: କର୍ଣ୍ଣାଟକ ସରକାରଙ୍କର ଏକ ୨୨ ଜଣିଆ ପ୍ରତିନିଧି ଦଳ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ବିଶ୍ୱ ଦକ୍ଷତା କେନ୍ଦ୍ର ଓ ରାଜ୍ୟରେ ଶିଳ୍ପ କ୍ଷେତ୍ରରେ ଉତ୍କର୍ଷ ପାଇଁ ପ୍ରଦାନ କରାଯାଉଥିବା ବିଭିନ୍ନ ତାଲିମ କାର୍ଯ୍ୟକ୍ରମ ବୁଲି ଦେଖିବା ସହ ଏହାର ଭୂୟସୀ ପ୍ରଶଂସା କରିଛନ୍ତି। ଓଡ଼ିଶା ସରକାରଙ୍କର ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ସହ ଖାରବେଳ ଭବନଠାରେ କର୍ଣ୍ଣାଟକ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଓଡ଼ିଶାରେ…

୩୦୦୦ରୁ ଅଧିକ ସ୍ମାରକ ସଂରକ୍ଷଣ ପାଇଁ ଗଠିତ ହେବ ଟାସ୍କଫୋର୍ସ

ଭୁବନେଶ୍ୱର:  ଓଡ଼ିଶାର ଐତିହ୍ୟ ଓ ସଂସ୍କୃତି ବହୁ ପୁରାତନ। ଐର ଖାରବେଳଙ୍କ ସମୟରୁ ଆରମ୍ଭ କରି ପାଇକ ବିଦ୍ରୋହ ପର୍ଯ୍ୟନ୍ତ ଅନେକ କୀତ୍ତିରାଜି ଆଜିବି ଲୋକଲୋଚନ ଆଢ଼ୁଆଳରେ ରହିଯାଇଛି। ଏହି ଐତିହ୍ୟ କୀର୍ତ୍ତିରାଜିକୁ ଖୋଜି ବାହାର କରିବା ସହ ସେସବୁର ଡାଟାବେସ୍‌ ପ୍ରସ୍ତୁତ କରିବା ସହ ସଂରକ୍ଷଣ ଓ ସୌନ୍ଦର୍ଯ୍ୟକରଣ ଉପରେ ଗୁରୁତ୍ୱ ଦେଇ ପର୍ଯ୍ୟଟନ ସ୍ଥଳୀ ଭାବେ ପରିଚିତ କରାଇବାର ଆବଶ୍ୟକତା ରହିଛି ବୋଲି ଲୋକସେବା ଭବନରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ମତ ପ୍ରକାଶ ପାଇଛି।…

ଦାଦନ ଶ୍ରମିକ ହ୍ରାସ ନେଇ ଉଚ୍ଚସ୍ତରୀୟ ଟାସ୍କଫୋର୍ସର ତୃତୀୟ ବୈଠକ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଦାଦନ ଶ୍ରମିକ ହ୍ରାସ ନେଇ ଗଠିତ ଉଚ୍ଚସ୍ତରୀୟ ଟାସ୍କଫୋର୍ସର ତୃତୀୟ ବୈଠକ ଅନୁଷ୍ଠିତ ହୋଇଛି। ପୂର୍ବ ବୈଠକରେ ଦାଦନ ପାଇଁ ପ୍ରବାସ ଯାଉଥିବା ପଛର କାରଣ ଏବଂ ସମାଧାନ ଅଧ୍ୟୟନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏହି ସର୍ଭେ କରିବା ପାଇଁ ଦି ନଜ୍ ଫାଉଣ୍ଡେସନ୍ କୁ ଦାୟିତ୍ୱ ଦିଆଯାଇଥିଲା। ସର୍ଭେ ଏବଂ ସରକାରଙ୍କ ପାଖରେ ଉପଲବ୍ଧ…

ସ୍କୁଲ, କଲେଜ୍ କ୍ୟାମ୍ପସକୁ ଡ୍ରଗ୍ସ ଫ୍ରି କରିବାକୁ ସମ୍ମିଳିତ ପଦକ୍ଷେପ ଓ ସଚେତନତା ସୃଷ୍ଟି ପାଇଁ ନିର୍ଦ୍ଦେଶ  

ଭୁବନେଶ୍ୱର: ବେଆଇନ୍‌ ମାଦକ ଦ୍ରବ୍ୟ ଚୋରା ଚାଲାଣ ଏବଂ ନିଶାଦ୍ରବ୍ୟ ରୋକିବା ସଂପର୍କରେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି। ଏ ସଂପର୍କରେ ମୁଖ୍ୟ ଶାସନ ସଚିବ ଲୋକ ସେବା ଭବନରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର ସ୍ଥିତି ଅନୁଧ୍ୟାନ କରିଥିଲେ। ବୈଠକରେ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ଭାସ୍କରଜ୍ୟୋତି ଶର୍ମା ୨୦୨୫ ବର୍ଷ ଜୁଲାଇ ମାସ ଶେଷ ସୁଦ୍ଧା ତଥା ଅଦ୍ୟାବଧି ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସଂପର୍କରେ…

ପିଏମଜିଏସ୍‌ୱାଇ ରାସ୍ତା ନିର୍ମାଣ କ୍ଷେତ୍ରରେ ଓଡିଶା ଦେଶରେ ଚତୁର୍ଥ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଭିନ୍ନ ସଡକ ଓ ସେତୁ ନିର୍ମାଣ ଜରିଆରେ ରାଜ୍ୟର ସମସ୍ତ ଗ୍ରାମାଞ୍ଚଳକୁ ସବୁଦିନିଆ ରାସ୍ତା ସଂଯୋଗୀ କରଣର ଗୁରୁଦାୟିତ୍ୱ ଏହି ବିଭାଗ ଉପରେ ନ୍ୟସ୍ତ ରହିଛି। ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ  ଧାର୍ଯ୍ୟ ରହିଛି। ବିଭିନ୍ନ ସ୍କିମ୍…

ଜନଜାତି ପାଇଁ ଉଦ୍ଦିଷ୍ଟ ଯୋଜନାର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ: ରାଜ୍ୟପାଳ

ଭୁବନେଶ୍ୱର: ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନାଗୁଡିକର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ନିର୍ଦ୍ଦେଶ ଦେଇଛନ୍ତିI ଚଳିତ ଅଗଷ୍ଟ ୨୩ ତାରିଖ ଦିନ ରାଜଭବନର ନ୍ୟୁ ଅଭିଷେକ ହଲଠାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର…

ଅଗ୍ନିଶମ ବାହିନୀରେ ସାମିଲ ହେଲେ ୯୧୧ ଅଗ୍ନିଯୋଦ୍ଧା

ଭୁବନେଶ୍ୱର: ବିପଦରେ ପଡ଼ିଥିବା ଲୋକଙ୍କ ପାଇଁ ସରକାରଙ୍କ ପକ୍ଷରୁ ସହାୟତା ଦେବା ପାଇଁ ପ୍ରଥମେ ପହଞ୍ଚିଥାନ୍ତି ଆମ ଅଗ୍ନିଯୋଦ୍ଧାମାନେ। ସେମାନେ ହେଉଛନ୍ତି ପ୍ରଥମ ରେସ୍୍ପଣ୍ଡର। ବିପନ୍ନ ଲୋକଙ୍କ ପାଖରେ ସେମାନେ ସରକାରଙ୍କ ଚେହେରା ବୋଲି ଭୁବନେଶ୍ବର ବରମୁଣ୍ଡା ଅଗ୍ନିଶମ ପ୍ରଶିକ୍ଷଣ କେନ୍ଦ୍ରରେ ଆୟୋଜିତ ୬୧ ତମ  ଅଗ୍ନିଯୋଦ୍ଧା ଦୀକ୍ଷାନ୍ତ ସମାରୋହରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ସୂଚନାଯୋଗ୍ୟ ଯେ, ସମୁଦାୟ ୯୧୧ ଜଣ ଅଗ୍ନିଯୋଦ୍ଧା ପାସିଙ୍ଗ ଆଉଟ ପରେଡରେ ଯୋଗ ଦେଇ ଅଗ୍ନିଶମ ବାହିନୀରେ…

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଛାତ୍ରାବାସ ୱାର୍ଡେନଙ୍କ ନିମନ୍ତେ ଦକ୍ଷତା ବିକାଶ କର୍ମଶାଳା

ଭୁବନେଶ୍ୱର: ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଛାତ୍ରାବାସର ୱାର୍ଡେନଙ୍କ ନିମନ୍ତେ ଦକ୍ଷତା କର୍ମଶାଳାର ଆୟୋଜନ କରିଛି ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଅଧିନସ୍ଥ ଓଡ଼ିଶା ମଡେଲ୍ ଟ୍ରାଇବାଲ୍ ଏଜୁକେସନ୍ ସୋସାଇଟି (OMTES)।  ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଅଧୀନରେ ନ୍ୟାସନାଲ ଏଜୁକେସନ୍ ସୋସାଇଟି ଫର୍ ଟ୍ରାଇବାଲ୍ ଷ୍ଟୁଡେଣ୍ଟସ (NESTS) ସହଯୋଗରେ ସମଗ୍ର ଓଡ଼ିଶାରେ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ (EMRS)ର ଛାତ୍ରାବାସ ୱାର୍ଡେନଙ୍କ ପାଇଁ…

ମେଡିକାଲ କଲେଜରେ ପ୍ରଫେସର ପଦବୀ ଖୁବଶୀଘ୍ର ପୂରଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟର ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା ବିଷୟରେ ଆଲୋଚନା କରି ରାଜ୍ୟରେ ଖାଲି ପଡିଥିବା ବିଭିନ୍ନ ଡାକ୍ତର ପଦବୀ ଓ ପ୍ରଫେସର ପଦବୀ ପୂରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ବୈଠକର ଆଲୋଚନାରୁ ଜଣା ଯାଇଛିଯେ, ଖୁବ ଶୀଘ୍ର ରାଜ୍ୟରେ ୧୮୪୦ ଡାକ୍ତର ତଥା ମେଡିକାଲ…