‘ପୋଲିସ ବାହିନୀରେ କ୍ରୀଡ଼ା ଦୈନନ୍ଦିନ କର୍ତ୍ତବ୍ୟ ସମ୍ପାଦନରେ ଶୃଙ୍ଖଳା ଓ ସାହସର ମୂଳଦୁଆ ପକାଇଥାଏ’
ଭୁବନେଶ୍ୱର: ସମ୍ବଲପୁର ପୋଲିସ ପକ୍ଷରୁ ଆୟୋଜିତ ୩ୟ ରାଜ୍ୟସ୍ତରୀୟ ପୋଲିସ ସନ୍ତରଣ ଏବଂ କ୍ରସ୍ କଣ୍ଟ୍ରି ଚାମ୍ପିୟନସିପ୍-୨୦୨୬ ସଫଳତାର ସହ ଉଦଯାପିତ ହୋଇଯାଇଛି। ଏହି ଉଦଯାପନୀ ସମାରୋହରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତୀ କ୍ରୀଡ଼ାବିତମାନଙ୍କୁ ପୁରସ୍କୃତ କରିବା ସହ ସେମାନଙ୍କ ଉଚ୍ଚକୋଟୀର କ୍ରୀଡ଼ା ନୈପୁଣ୍ୟକୁ ପ୍ରଶଂସା କରିଥିଲେ । ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ପ୍ରତ୍ୟେକ କ୍ରୀଡ଼ାବିତଙ୍କୁ ଆର୍ଥିକ ପ୍ରୋତ୍ସାହନ ରାଶି…


