ମହିଳା ନେତୃତ୍ୱାଧୀନ ଉଦ୍ୟମିତା ହେଉଛି ସମୟର ଆହ୍ଵାନ: ମନ୍ତ୍ରୀ

ଭୁବନେଶ୍ଵର: ଜିଲ୍ଲା ଶିଳ୍ପ କେନ୍ଦ୍ର ସାଧାରଣ ପରିଚାଳକଙ୍କର ଯୋଜନା କାର୍ଯ୍ୟାନ୍ୱୟନ ଓ ରୂପାୟନ ସମ୍ପର୍କରେ ଏକ ସମୀକ୍ଷା ବୈଠକ ସ୍ଥାନୀୟ ଓ-ହବ୍ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ତଥା ମତ୍ସ୍ୟ ଏବଂ ପ୍ରାଣିସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସବିଶେଷ ସମୀକ୍ଷା କରିଥିଲେ। ଏହି ଅବସରରେ ଉଦ୍ୟମିତା କ୍ଷେତ୍ରରେ ଅଧିକରୁ ଅଧିକ ମହିଳାଙ୍କୁ ସାମିଲ କରିବା ପାଇଁ ବିଶେଷ ପ୍ରଚେଷ୍ଟା କରିବା ପାଇଁ ଅଧିକାରୀଙ୍କୁ କହିଥିଲେ।…

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ଗଞ୍ଜାମ ଓ କେନ୍ଦ୍ରାପଡ଼ା ଜିଲ୍ଲାର ୫ଟି ପ୍ରବାସ ପ୍ରବଣ ବ୍ଲକରେ ସଚେତନତା ସୃଷ୍ଟି କରିବ

ଭୁବନେଶ୍ଵର: କୃଷି ଭବନ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କରିଛନ୍ତି l ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଖାଦ୍ୟ ଓ କୃଷି ସଂଗଠନ (ଏଫଏଓ) ଓ ଅନ୍ତର୍ଜାତୀୟ ପ୍ରବାସ ସଂଗଠନ (International Organization for  Migration)ର ମିଳିତ ସହଯୋଗ ଓ ଜାତିସଂଘ ପ୍ରବାସୀ ମଲ୍ଟି-ପାର୍ଟନର ଟ୍ରଷ୍ଟ ଫଣ୍ଡର ସମର୍ଥନରେ ଓଡ଼ିଶାର ପ୍ରଥମ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଆରମ୍ଭ…

ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣର ସହ ସେବା କରନ୍ତୁ – ରାଜ୍ୟପାଳ

ଭୁବନେଶ୍ୱର: ରାଜସ୍ୱ ସେବା ହେଉଛି ଶାସନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସେବା ମଧ୍ୟରୁ ଅନ୍ୟତମ, ଯାହା ଜନସାଧାରଣଙ୍କ ସହ ପ୍ରତ୍ୟେକ୍ଷ ଭାବେ ଜଡିତ ହୋଇ ରହିଥାଏ। ଏଣୁ ଓଡ଼ିଶା ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣ ସହ ସେବା ଯୋଗାଇବାକୁ ରାଜ୍ୟପାଳ  ଡ. ହରି ବାବୁ କମ୍ଭମ୍ପାଟି ଆହ୍ୱାନ ଜଣାଇଛନ୍ତି। ରାଜଭବନର ନୁ୍ୟ ଅଭିଷେକ ହଲ୍ଠାରେ ରେଭେନୁ୍ୟ ଅଫିସର୍ସ ଟ୍ରେନିଂ ଇନଷ୍ଟିଚୁ୍ୟଟ୍ରେ ତାଲିମ୍ ନେଉଥିବା ୨୦୨୨ ବ୍ୟାଚ୍ର ଓଡ଼ିଶା ରାଜସ୍ୱ ସେବାର ଅଧିକାରୀମାନଙ୍କ ସହ ବାର୍ତ୍ତାଳାପ ଅବସରରେ…

ପୋଶ୍‌ ଆଇନ, ୨୦୧୩ ସମ୍ବନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ଷମ

ଭୁବନେଶ୍ୱର: କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ (ସୁରକ୍ଷା, ନିଷେଧ ଓ ନିବାରଣ) ଆଇନ୍‌-୨୦୧୩ ସମ୍ବନ୍ଧୀୟ ଏକ କର୍ମଶାଳା ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କାର୍ଯ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ଅଧ୍ୟକ୍ଷା ଯୁଗ୍ମ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସ୍ନିUା ଚମ୍ପତିରାୟ ଅଧ୍ୟକ୍ଷତା କରିଥିଲେ। କମିଟିର ସଦସ୍ୟମାନେ ସମସ୍ତ ସରକାରୀ କର୍ମକ୍ଷେତ୍ରରେ ମହିଳାଙ୍କୁ ସୁସ୍ଥ ଏବଂ ନିରାପଦ ପରିବେଶ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଥିଲେ। କମିଟିର ଲକ୍ଷ୍ୟ, ଆଭିମୁଖ୍ୟ ଓ ପୋଶ୍‌ ଆଇନ୍‌,…

ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା

ଭୁବନେଶ୍ବର : ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ  ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କରିଛନ୍ତି। କୌଣସି କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ସଠିକ୍ ଯୋଜନା, ନୂତନ ତଥା ଉନ୍ନତ ଚିନ୍ତାଧାରାର ବିଶ୍ଳେଷଣ ଏବଂ ସର୍ବୋପରି ପ୍ରତ୍ୟେକ ସ୍ତରର କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ସଠିକ୍ ସମନ୍ଵୟ ନିତାନ୍ତ ଆବଶ୍ୟକ ଉପରେ ସେ ଗୁରୁତ୍ବ ଦେଇଛନ୍ତି। ଶ୍ରୀମତୀ ପାଢ଼ୀ ଦୁଇ…

ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ୩ ଦିନିଆ ତାଲିମ ଉଦଯାପିତ

ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩  ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦଯାପିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ତ। ୨୯.୦୭.୨୦୨୫ରିଖରେ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ଉଦଘାଟନ କରିଥିଲେ। ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ନିର୍ଦେଶକ, ରାଜ୍ୟ ଶ୍ରମ ସଂସ୍ଥାନ ନୀତି ରଞ୍ଜନ ଶେନ ଉଦ୍ଘାଟନୀ କାର୍ଯକ୍ରମକୁ ସଂଚାଳନା କରିଥିଲେ। ବିଘ୍ନଜିତ ମହନ୍ତ…

ଅଗଷ୍ଟ ୧ରୁ ୧୫ ଯାଏଁ “ଆସ ଯିବା ଅଙ୍ଗନବାଡି”ଅଭିଯାନ

ଭୁବନେଶ୍ୱର: ତୃଣମୂଳସ୍ତରରେ ସିଡିପିଓମାନଙ୍କ ଦକ୍ଷତା ହିଁ ଆମର ଶକ୍ତି। ବିକଶିତ ଓଡ଼ିଶା ୨୦୩୬ରେ ଓଡ଼ିଶାକୁ ଏକ ଅପପୁଷ୍ଟି ମୁକ୍ତ ରାଜ୍ୟରେ ପରିଣିତ କରିବା ହେଉଛି ଆମର ଲକ୍ଷ୍ୟ। ଏହି ଲକ୍ଷ୍ୟ ପୂରଣ ଦିଗରେ ଶିଶୁ ପ୍ରକଳ୍ପ ଅଧିକାରୀମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତବ୍ୟକ୍ତ କରିଛନ୍ତି। ଲୋକସେବା ଭବନ ସମ୍ମେଳନ କକ୍ଷରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ(ସିଡିପିଓ)ମାନଙ୍କ ନିମନ୍ତେ ଏକଦିବସୀୟ ଦକ୍ଷତା ବିକାଶ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଉଦଘାଟନ ଅବସରରେ…

ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ୩ ଦିନିଆ ତାଲିମ

ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩  ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦ୍ଘାଟିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ଉଦଘାଟନ କରିଥିଲେ। ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ନିର୍ଦେଶକ, ରାଜ୍ୟ ଶ୍ରମ ସଂସ୍ଥାନ ନୀତି ରଞ୍ଜନ ଶେନ ଉଦ୍ଘାଟନୀ କାର୍ଯକ୍ରମକୁ ସଂଚାଳନା କରିଥିଲେ।  ଅନ୍ୟାନ୍ୟ ଅତିଥି ଭାବେ ନରେଶ…

ପୋଶ ଆଇନ ପ୍ରଶିକ୍ଷଣରେ ଭାଗନେଲେ ରାଜ୍ୟ ସରକାରଙ୍କ ବିଭାଗୀୟ ଓ କ୍ଷେତ୍ର ଅଧିକାରୀବୃନ୍ଦ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗ ଓ ମିଳିତ ଜାତିସଂଘ ଜନସଂଖ୍ୟା ପାଣ୍ଠିର ସହଭାଗିତାରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ (ନିବାରଣ, ନିଷେଧ ଓ ପ୍ରତିକାର) ଆଇନ, ୨୦୧୩ ସମ୍ବନ୍ଧରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଓ କ୍ଷେତ୍ରର ଆଭ୍ୟନ୍ତରୀଣ ସମିତି(ଇଣ୍ଟରନାଲ କମିଟି)  ସଦସ୍ୟମାନଙ୍କ ପାଇଁ ଏକ ଆଭାଷୀ ପ୍ରଶିକ୍ଷଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଏହି ପ୍ରଶିକ୍ଷଣ ବୈଠକ ଆୟୋଜିତ ହୋଇଥିଲା। ଏଥିରେ ରାଜ୍ୟର…

କର୍ମ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା ନିବାରଣ ଆଇନ ସଂପର୍କିତ ସଚେତନତା ଶିବିର

ଭୁବନେଶ୍ୱର: ଚଳିତ ଜୁଲାଇ ୨୯ ତାରିଖ ଦିନ ରାଜଭବନର  ନୁ୍ୟ ଅଭିଷେକ ହଲ୍ଠାରେ “କର୍ମ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା (ସୁରକ୍ଷା, ନିବାରଣ ଏବଂ ପ୍ରତିକାର) ଆଇନ – ୨୦୧୩”ସଂପର୍କିତ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ରୂପା ରୋଶନ ସାହୁ ଉଦ୍ବୋଧନ ଦେଇ ସଚେତନତା ଶିବିର ଆୟୋଜନର ଉଦେ୍ଦଶ୍ୟ ସଂପର୍କରେ ଆଲୋକପାତ କରିବା ସହ କର୍ମ କ୍ଷେତ୍ରରେ ସଚ୍ଚୋଟତା, ସମ୍ମାନ ଓ ବୃତ୍ତିଗତ ଚିନ୍ତାଧାର ବଜାୟ ରଖିବା ଏବଂ କର୍ମକ୍ଷେତ୍ରକୁ ଏକ ନିରାପଦ…