ଭାରତୀୟ ସଂସଦୀୟ ପରମ୍ପରାର ଗରିମାମୟ ଐତିହ୍ୟକୁ ଅଧିକ ସୁଦୃଢ଼ କରାଯିବ: ବାଚସ୍ପତି

ଭୁବନେଶ୍ୱର: ବାଚସ୍ପତି ସୁରମା ପାଢ଼ୀ ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବା ପାଇଁ ଅକେଫାବର ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ବିଦେଶଗସ୍ତରେ ଯିବେ। ଏ ସଂପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ବାଚସ୍ପତି ଶ୍ରୀମତୀ ପାଢ଼ୀ କହିଛନ୍ତି ଯେ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘରେ ୫୬ଟି ଦେଶ ସଭ୍ୟ ଭାବେ ରହିଥିବାବେଳେ ଭାରତ ଏହା ମଧ୍ୟରୁ ଅନ୍ୟତମ ସର୍ବବୃହତ୍ତମ ରାଷ୍ଟ୍ର। ଲୋକସଭାର ବାଚସ୍ପତି ଓମ୍‌ ବିର୍ଲାଙ୍କ ନେତୃତ୍ୱରେ ରାଜ୍ୟସଭାର ଉପାଧ୍ୟକ୍ଷ…

‘ପୂର୍ବୋଦୟ’ ପରିକଳ୍ପନା କେନ୍ଦ୍ରରେ ଓଡ଼ିଶା ରହିଛି

ଝାରସୁଗୁଡା : ଝାରସୁଗୁଡ଼ାର ଏହି ବୀର ସୁରେନ୍ଦ୍ର ସାଏ ଏୟାରପୋର୍ଟ ଠିକ୍‌ ଆଠ ବର୍ଷ ପୂର୍ବେ, ସେପ୍ଟେମ୍ବର ୨୨ ତାରିଖରେ ଲୋକାର୍ପିତ ହୋଇଥିଲା। ଆଜି, ଏହି ଏୟାରପୋର୍ଟ, ଓଡ଼ିଶାକୁ ବିଶେଷକରି ପଶ୍ଚିମ ଓଡ଼ିଶାର ବିକାଶର ଗତିକୁ ତ୍ୱରାନ୍ୱିତ କରିଛି। କିଛିଦିନ ପୂର୍ବେ ସମଗ୍ର ଦେଶ, ହର୍ଷ-ଉଲ୍ଲାସର ସହିତ, ଆପଣଙ୍କର ଜନ୍ମଦିବସ ପାଳନ କରିଥିଲା। ଏହା କେବଳ ଏକ ଜନ୍ମଦିବସ ଉତ୍ସବ ନଥିଲା, ବରଂ ଏହା ଥିଲା ଦେଶ ପ୍ରତି ଆପଣଙ୍କର ପଚାଶ ବର୍ଷରୁ ଅଧିକ ସମୟଧରି, ଅତୁଟ…

ଜାତୀୟ ମଧ୍ୟସ୍ଥତା ସମ୍ମିଳନୀ : ଭାରତରେ ମଧ୍ୟସ୍ଥତା ବ୍ୟବସ୍ଥାକୁ ସୁଦୃଢ଼ କରିବା ସଂପର୍କରେ ଆଲୋଚନା

ଭୁବନେଶ୍ୱର: ଭୁବନେଶ୍ୱରରେ ଆୟୋଜିତ ୨-ଦିନିଆ ଜାତୀୟ ମଧ୍ୟସ୍ଥତା ସମ୍ମିଳନୀର ଦ୍ୱିତୀୟ ଦିନର  ଦ୍ୱିତୀୟ ଅଧିବେଶନରେ  “ଭାରତରେ ମଧ୍ୟସ୍ଥତା ବ୍ୟବସ୍ଥାକୁ  ସୁଦୃଢ଼ କରିବା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏହି ଅଧିବେଶନରେ କ୍ଷେତ୍ର-ନିର୍ଦ୍ଦିଷ୍ଟ ଭିତ୍ତିରେ ମଧ୍ୟସ୍ଥତା ଏବଂ  ଦକ୍ଷତା ଓ ଫଳାଫଳ ଆଧାରିତ ପ୍ରକ୍ରିୟା-କୈନ୍ଦ୍ରିକ  ମଧ୍ୟସ୍ଥତା  ବିଷୟରେ ଆଲୋଚନା କରାଯାଇଥିଲା।  ନ୍ୟାୟମୂର୍ତ୍ତି ବି.ଭି. ନାଗରତ୍ନା, ନ୍ୟାୟାଧୀଶ, ସୁପ୍ରିମ କୋର୍ଟ ଏହି ଅଧିବେଶନରେ  ଅଧ୍ୟକ୍ଷତା କରିଥିଲେ। ସହ-ଅଧ୍ୟକ୍ଷ ଭାବେ ନ୍ୟାୟମୂର୍ତ୍ତି ଏନ୍. କୋଟିଶ୍ୱର ସିଂହ, ନ୍ୟାୟାଧୀଶ, ସୁପ୍ରିମ କୋର୍ଟ  ଓ…

ଲଘୁଚାପ ଜନିତ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତି: ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳରେ ସତର୍କତା ମୂଳକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମରେ ଆଜି ଏକ ସମୀକ୍ଷା ବୈଠକ କରିଛନ୍ତି। ସୂଚନାଯୋଗ୍ୟ ଯେ ଭାରତୀୟ ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ ଲଘୁଚାପ ପ୍ରଭାବରେ ୩ଟି ଜିଲ୍ଲା ଯଥା- କୋରାପୁଟ,  ମାଲକାନଗିରି ଏବଂ କଳାହାଣ୍ଡି ବିଶେଷ ପ୍ରଭାବିତ ହେବାର ଆଶଙ୍କା ଥିବାବେଳେ ୧୪ଟି ଜିଲ୍ଲା ଯଥା- ନବରଙ୍ଗପୁର, ନୂଆପଡା, ବଲାଙ୍ଗିର, ରାୟଗଡା,…

ଜାତୀୟ ମେଡିଏସନ୍‌ କର୍ମଶାଳା : ବିଚାରପତି ଓ ଭିଆଇପିଙ୍କ ପ୍ରୋଟୋକଲ୍‌ ଉପରେ ଗୁରୁତ୍ୱ

ଭୁବନେଶ୍ୱର : ଅନେକ ବଡ଼ ବଡ଼ ଇଭେଣ୍ଟର ସଫଳ ପରିଚାଳନା କରିବାରେ ଓଡ଼ିଶା ଖୁବ୍‌ ଆଗରେ। ରାଜ୍ୟରେ କାର୍ଯ୍ୟରତ ଦକ୍ଷ ଅଧିକାରୀଙ୍କ ନିକଟରେ ଏଥିନେଇ ଅନେକ ଅଭିଜ୍ଞତା ରହିଛି। ତେଣୁ ନିଜର ଅଭିଜ୍ଞତାକୁ ଆଧାର କରି ଆସନ୍ତା ସେପେଫମ୍ବର ୨୮ରେ ହେବାକୁ ଥିବା ଜାତୀୟ ମେଡ଼ିଏସନ୍‌ କର୍ମଶାଳାକୁ ସଫଳ କରିବା ପାଇଁ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମତବ୍ୟକ୍ତ କରିଛନ୍ତି। ରାଜ୍ୟ ମୁଖ୍ୟ ଶାସନ ସଚିବ ମନୋଜ ଆହୂଜା, ଅତିରିକ୍ତ ମୁଖ୍ୟ ଶାସନ…

ନୂଆପଡା ଉପନିର୍ବାଚନ ପାଇଁ ଭୋଟିଂ ମେସିନ୍, ଇଭିଏମ୍ ଓ ଭିଭିପାଟର ପ୍ରଥମ ସ୍ତରୀୟ ତଦାରଖ ଆରମ୍ଭ

ନୂଆପଡା : ନୂଆପଡା ବିଧାନ ସଭା ନିର୍ବାଚନ ମଣ୍ଡଳୀ (Assembly Constituency) ୭୧ ର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଅସମୟ ଦେହାନ୍ତ ପରେ ଏଠାରେ ଉପ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛିl ଏହି କ୍ରମରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ଇଭିଏମ୍ ଓ ଭିଭିପାଟ ଗୋଦାମ ଗୃହରେ ସଂରକ୍ଷିତ ଥିବା ୟୁନିଟ ଗୁଡିକର ପ୍ରଥମ ସ୍ତରୀୟ ତଦାରଖ ଆରମ୍ଭ ହୋଇଛିl ଏଥିରେ ଜିଲ୍ଲାପାଳ ମଧୁସୂଦନ ଦାଶ ତଥା ଜିଲ୍ଲା ମୁଖ୍ୟ ନିର୍ବାଚନ ଅଧିକାରୀ, ଅତିରିକ୍ତ ଶାସନ…

ବିଶ୍ୱ ବ୍ୟାଙ୍କ ମିଶନ ଟିମର ଓଡ଼ିଶା ଗସ୍ତ

ଭୁବନେଶ୍ୱର: ରାଜ୍ୟ ପରିସଂଖ୍ୟାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ସଂପର୍କରେ ଓଡ଼ିଶା ରାଜ୍ୟ କ୍ଷମତା ଏବଂ ସ୍ଥିର ଅଭିବୃଦ୍ଧି କାର୍ଯ୍ୟକ୍ରମ  ଅଧୀନରେ  ବିଶ୍ୱ ବ୍ୟାଙ୍କ ସହାୟତା ପ୍ରକଳ୍ପ କାର୍ଯ୍ୟକାରିତା ନେଇ  ବିଶ୍ୱ ବ୍ୟାଙ୍କ ମିଶନ ଟିମ୍ ସହିତ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଯୋଜନା ଓ ସଂଯୋଜନ ବିଭାଗ ସମ୍ମିଳନୀ ପ୍ରକୋଷ୍ଠରେ ଅନୁଷ୍ଠିତ ଏହି ବୈଠକରେ  ରାଜ୍ୟ  ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାନନ ସଚିବ ଅନୁ ଗର୍ଗ ଅଧ୍ୟକ୍ଷତା କରିଥିଲେ।  ଅନୁଷ୍ଠିତ ଏହି ବୈଠକରେ  ବିଭାଗର…

ସ୍ଵାବଲମ୍ବନ, ସ୍ୱାଧୀନତା, ସ୍ୱାଭିମାନ ଓ ସମୃଦ୍ଧିର ପ୍ରତୀକ  ‘ଖଦି’

ଭୁବନେଶ୍ୱର: ଖଦି କେବଳ ବସ୍ତ୍ର ନୁହେଁ, ଏହା ସ୍ଵାବଲମ୍ବନ, ସ୍ୱାଧୀନତା, ସ୍ୱାଭିମାନ ଓ ସମୃଦ୍ଧିର ପ୍ରତୀକ। ଏହା ପରିବେଶ ଅନୁକୂଳ। ଗ୍ରାମୀଣ ରୋଜଗାରର ବଳିଷ୍ଠ ମାଧ୍ୟମ ଖଦି ବୋଲି କହିଛନ୍ତି ମତ୍ସ୍ୟ ଓ ପ୍ରାଣିସମ୍ପଦ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। କଟକ ଜିଲ୍ଲା ମାଣିଆବନ୍ଧ ବୁଦ୍ଧ ମଣ୍ଡପଠାରେ ୪୨ ଗୋଟି ଖଦି ସଂସ୍ଥାକୁ ଖଦି ସହାୟକ ଉପକରଣ ବଣ୍ଟନ ଅବସରରେ ସେ ଏହା କହିଛନ୍ତି। ପ୍ରତ୍ୟେକ ଖଦି ଅନୁଷ୍ଠାନକୁ ୪…

ବ୍ୟାପକ ଇଭି ବ୍ୟବହାର ଏବଂ ସବୁଜ ପଦକ୍ଷେପକୁ ଗୁରୁତ୍ୱ ଦେବା ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: ସାମ୍ପ୍ରତିକ ସମୟରେ ରାଜ୍ୟର ଦ୍ରୁତ ଗତିରେ ବଢୁଥିବା ସହରଗୁଡ଼ିକରେ ନାଗରିକମାନଙ୍କୁ ବିଦ୍ୟୁତ୍ ଯାନ (EV) ର ବ୍ୟାପକ ବ୍ୟବହାର ଏବଂ ଏହା ଦ୍ୱାରା ପ୍ରଦୂଷଣ ଏବଂ ଜୀବାଶ୍ମ ଇନ୍ଧନ ଉପରେ ନିର୍ଭରଶୀଳତା ହ୍ରାସ କରିବାରେ ସେମାନଙ୍କର ଭୂମିକା ଉପରେ ରାଜ୍ୟପାଳ ଗୁରୁତ୍ୱାରୋପ କରିଛନ୍ତିI ସୋମବାର ଭୁବନେଶ୍ୱରଠାରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ର ୪୨ତମ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ଏହା କହିଛନ୍ତିI ଏହି ସମାରୋହରେ ରାଜ୍ୟପାଳ ଉଦବୋଧନ ଦେଇ…

ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବୈଠକ

ଭୁବନେଶ୍ୱର: ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାନୁସାରେ ୦୧.୦୭.୨୦୨୫କୁ ଯୋଗ୍ୟତା ତାରିଖ ରଖି, ଓଡ଼ିଶାର ୭୧-ନୂଆପଡ଼ା ବିଧାନସଭା ମଣ୍ଡଳୀର ଆସନ୍ନ ଉପ-ନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ସମ୍ପର୍କରେ ଭୁବନେଶ୍ୱରରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ ଦଳଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ନିର୍ବାଚନ ଅଧିକାରୀ ଆର. ଏସ. ଗୋପାଳନ ସ୍ୱୀକୃତିପ୍ରାପ୍ତ ସମସ୍ତ ରାଜନୈତିକ ଦଳମାନେ ଯେତେ ଶୀଘ୍ର ସମ୍ଭବ ସେତେ ଶୀଘ୍ର ବୁଥ ସ୍ତରୀୟ ଏଜେଣ୍ଟ ନିଯୁକ୍ତ କରି…