ପୁସ୍ତକଟିଏ କିଣି ଉପହାର ସ୍ୱରୂପରେ ପ୍ରଦାନ କରିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଓଡ଼ିଆ ଭାଷା ଭାରତବର୍ଷର ଅନ୍ୟତମ ପୁରାତନ ଭାଷା। ଖ୍ରୀଷ୍ଟପୂର୍ବ ପ୍ରଥମ ଶତାବ୍ଦୀର ହାତୀଗୁମ୍ଫା ଶିଳାଲିପି, ତୃତୀୟ ଶତାବ୍ଦୀର ଧଉଳୀ ଓ ଜଉଗଡର ପ୍ରାଚୀନ ଅଭିଲେଖ, ପୁରୁଣା ପୋଥି, ତାମ୍ରଫଳକ ଓ ତାଳପତ୍ର ପୋଥିରୁ ଆମ ଓଡ଼ିଆ ଭାଷା କେତେ ପ୍ରାଚୀନ ତାହା ପ୍ରମାଣିତ ହୋଇଛି। ଆମର ଏହି ପ୍ରାଚୀନ ଭାଷା ସାହିତ୍ୟକୁ ବିକାଶ ଓ ରୁଦ୍ଧିମନ୍ତ କରିବା ଦାୟିତ୍ୱ ଆମର ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ-…


