ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା
ଭୁବନେଶ୍ବର : ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କରିଛନ୍ତି। କୌଣସି କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ସଠିକ୍ ଯୋଜନା, ନୂତନ ତଥା ଉନ୍ନତ ଚିନ୍ତାଧାରାର ବିଶ୍ଳେଷଣ ଏବଂ ସର୍ବୋପରି ପ୍ରତ୍ୟେକ ସ୍ତରର କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ସଠିକ୍ ସମନ୍ଵୟ ନିତାନ୍ତ ଆବଶ୍ୟକ ଉପରେ ସେ ଗୁରୁତ୍ବ ଦେଇଛନ୍ତି। ଶ୍ରୀମତୀ ପାଢ଼ୀ ଦୁଇ…
