ଉପନିର୍ବାଚନରେ ନିର୍ବାଚନ ଆୟୋଗ ଅନେକ ପ୍ରଥମ ସଫଳତା ହାସଲ କରିଛି
ଭୁବନେଶ୍ବର: ଭାରତ ନିର୍ବାଚନ ଆୟୋଗ ଦ୍ୱାରା ପାଞ୍ଚଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଉପ-ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ସହ ନିର୍ବାଚନ କମିଶନର ଡକ୍ଟର ସୁଖବୀର ସିଂହ ସାନ୍ଧୁ ଏବଂ ଡକ୍ଟର ବିବେକ ଜୋଶୀଙ୍କ ଦ୍ୱାରା ଗତ ଚାରି ମାସ ମଧ୍ୟରେ ପରିକଳ୍ପିତ ଅନେକ ପ୍ରମୁଖ ନୂତନ ପଦକ୍ଷେପର ସଫଳ ରୂପାୟନ ଦେଖାଯାଇଥିଲା। ଗୁଜରାଟର ୨୪-କାଡ଼ି (ଝଉ) ଏବଂ ୮୭-ବିସାବାଦର, କେରଳର ୩୫-ନିଲାମ୍ବୁର, ପଞ୍ଜାବର ୬୪-ଲୁଧିଆନା ପଶ୍ଚିମ ଏବଂ ପଶ୍ଚିମବଙ୍ଗର ୮୦-କାଳିଗଞ୍ଜର…


