” ସୁରକ୍ଷା ସମିତିର ଭୂମିକା ଓ ଦାୟିତ୍ୱ”ସମ୍ବନ୍ଧୀୟ ପ୍ରଶିକ୍ଷଣ
ଭୁବନେଶ୍ବର : ରାଜ୍ୟରେ କାରଖାନାମାନଙ୍କର ସୁରକ୍ଷିତ କାର୍ଯ୍ୟସ୍ଥଳୀ ଏବଂ ଶ୍ରମିକ ସୁରକ୍ଷାକୁ ସରକାର ପ୍ରାଥମିକତା ଦେଇଆସୁଥିବାରୁ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ଅନୁମୋଦନକ୍ରମେ କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶାଳୟ ପକ୍ଷରୁ ସୁରକ୍ଷା ଅଧିକାରୀମାନଙ୍କ ନିମନ୍ତେ ବିଭିନ୍ନ ସୁରକ୍ଷା ବିଷୟକ ତାଲିମ କାର୍ଯ୍ୟକ୍ରମ ସଂଗଠିତ ହେଉଛି, ଯାହା ଦୁର୍ଘଟନା ପ୍ରତିରୋଧକୁ ସୁଦୃଢ଼ କରୁଛି। ଏହି କ୍ରମରେ ରାଜ୍ୟ ଶ୍ରମ ପ୍ରତିଷ୍ଠାନର ସହଯୋଗରେ, ସେହି ପ୍ରତିଷ୍ଠାନର ସମ୍ମିଳନୀ କକ୍ଷରେ “ସୁରକ୍ଷା ସମିତିର ଭୂମିକା ଓ ଦାୟିତ୍ୱ”ସମ୍ବନ୍ଧୀୟ ପ୍ରଶିକ୍ଷଣ,…


