ସୁପୋଷିତ ଓଡ଼ିଶା ମିଶନ ଅନ୍ତର୍ଗତ ରାଜ୍ୟସ୍ତରୀୟ ଓରିଏଣ୍ଟେସନ-କମ୍-କାପାସିଟି ବିଲଡିଂ କର୍ମଶାଳା ଶୁଭାରମ୍ଭ
ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରଶିକ୍ଷଣ କେନ୍ଦ୍ର (SIWC) ପରିସରରେ ‘ପଞ୍ଚତତ୍ତ୍ୱ ପାର୍କ’ର ଉଦଘାଟନ, ‘ସୁଭଦ୍ରା ସାଧନ କେନ୍ଦ୍ର’ର ଭିତ୍ତିପ୍ରସ୍ତର ସ୍ଥାପନ ତଥା ସୁପୋଷିତ ଓଡ଼ିଶା ମିଶନ (SOM) ଅନ୍ତର୍ଗତ ରାଜ୍ୟସ୍ତରୀୟ ଓରିଏଣ୍ଟେସନ-କମ୍-କାପାସିଟି ବିଲଡିଂର ଦୁଇଦିନିଆ କର୍ମଶାଳାର ଶୁଭାରମ୍ଭ କରିବା ସହ ‘ମାଳତୀ ଦେବୀ ପ୍ରାକ୍ ବିଦ୍ୟାଳୟ ପରିଧାନ ଯୋଜନା’ ଅଧୀନରେ ଶିଶୁମାନଙ୍କ ପାଇଁ ପୋଷାକ ଓ ଶୀତବସ୍ତ୍ର ମୂଲ୍ୟରେ ସଂଶୋଧନ କରି ମହିଳା ଓ ଶିଶୁଙ୍କ କଲ୍ୟାଣ…


