ପିଏମ୍ ସ୍ୱନିଧି ଯୋଜନା : ରାଜ୍ୟର ପ୍ରାୟ 60000ରୁ ଉର୍ଦ୍ଧ ଉଠାଦୋକନୀ ଉପକୃତ ହେବେ
ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ଏକ ଲକ୍ଷ ହିତାଧିକରୀଙ୍କ ପାଇଁ ‘ପିଏମ୍-ସ୍ୱନିଧି’ ଋଣ ପ୍ରଦାନ ଏବଂ ପିଏମ୍-ସ୍ୱନିଧି ହିତାଧିକାରୀଙ୍କ ପାଇଁ କ୍ରେଡିଟ୍ କାର୍ଡର ଶୁଭାରମ୍ଭ କରିଛନ୍ତି। କେରଳର ତିରୁବନନ୍ତପୁରମଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଏହି ଯୋଜନାର ଶୁଭାରମ୍ଭ କରିଥିବାବେଳେ ଭୁବନେଶ୍ବରସ୍ଥିତ କୃଷି ଭବନରେ ଏହାର ଆୟୋଜନ କରାଯାଇଥିଲା। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା କୃଷ୍ଣ ଚନ୍ଦ୍ର ମହାପାତ୍ର ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଓଡିଶାର 10ଜଣ ଙ୍କୁ ଲୋନ, 4ଜଣଙ୍କୁ କ୍ରେଡିଟ କାର୍ଡ…


