‘ସେବା ସେତୁ’, ମେଗା ବୃକ୍ଷରୋପଣ ଓ ‘ସ୍ୱଚ୍ଛତା ହି ସେବା’ ପ୍ରସ୍ତୁତିର ସମୀକ୍ଷା

ଭୁବନେଶ୍ୱର: ‘ସେବା ସଂକଳ୍ପ’ ଅଭିଯାନର ପ୍ରସ୍ତୁତି ନେଇ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସମୀକ୍ଷା କରାଯାଇଥିଲା। ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବି ନାରାୟଣ ନାଏକ ସରକାରୀ ଯୋଜନା ଓ ସେବାର ସୁଫଳ ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ଉପରେ ଗୁରୁତ୍ୱ ଦେଇଥିଲେ। ବୈଠକରେ ‘ସେବା ସେତୁ’, ‘ଏକ ପେଡ୍‌ ମା’ କେ ନାମ’ ଅଧୀନରେ ମେଗା ବୃକ୍ଷରୋପଣ ଏବଂ ‘ସ୍ୱଚ୍ଛତା ହି ସେବା ୨୦୨୬’ ପାଇଁ ପ୍ରସ୍ତୁତି ସମୀକ୍ଷା କରାଯିବା ସହ ତୃଣମୂଳସ୍ତରରେ…

ସେପ୍ଟେମ୍ବର ୧୭ରେ ‘ଆଶୀର୍ବାଦର ଦୀପ’ ପ୍ରଜ୍ୱଳନ ପାଇଁ ଉପ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର: ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହ୍ୱାନ ଦେଇଛନ୍ତି। ସେବା, କୃତଜ୍ଞତା ଏବଂ ମହିଳା ସଶକ୍ତୀକରଣର ପ୍ରତୀକ ସ୍ୱରୂପ ଏହି ଦୀପ ପ୍ରଜ୍ୱଳନ କରାଯିବ ବୋଲି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ବାର୍ତ୍ତା  ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି ନିଷ୍ପତି ନିଆଯାଇଛି। ଏଥିରେ ରାଜ୍ୟର ସ୍ୱୟଂ ସହାୟକ…

ଆଗାମୀ ତିନି ମାସ ପାର୍ବଣର ଋତୁରେ ଅପରାଧ ଏବଂ ଅପରାଧୀଙ୍କ ପ୍ରତି ସଜାଗ ରହିବାକୁ ଡିଜିପି ଶ୍ରୀ ମିଶ୍ରଙ୍କ ପରାମର୍ଶ

ଭୁବନେଶ୍ୱର: କମିସନରେଟ ପୋଲିସର ସମ୍ମିଳନୀ କକ୍ଷରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମିସନରେଟ ପୋଲିସ ଅଞ୍ଚଳରେ ବିଗତ ଦିନର ଆଇନ-ଶୃଙ୍ଖଳା ପରିସ୍ଥିତି, ବିଧାନସଭା ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ, ଅପରାଧ ନିୟନ୍ତ୍ରଣ, ମହିଳା ଓ ଶିଶୁଙ୍କ ବିରୋଧରେ ଅପରାଧ, ଏନ୍‌ଡିପିଏସ୍‌ ଆଇନର କାର୍ଯ୍ୟକାରିତା, ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’, ଟ୍ରାଫିକ ସୁପରିଚାଳନା,…

ରାଜସ୍ୱ ମନ୍ତ୍ରୀଙ୍କ ଦ୍ଵାରା ରାଜସ୍ୱ ପର୍ଷଦର ନୂତନ ୱେବସାଇଟ୍ ଓ ତ୍ରୈମାସିକ ଜର୍ଣ୍ଣାଲର ଶୁଭାରମ୍ଭ

ଭୁବନେଶ୍ୱର: ରାଜସ୍ୱ ପ୍ରଶାସନକୁ ଅଧିକ ସ୍ଵଚ୍ଛ, ସୁଗମ, ସୁସଂଗଠିତ ଓ ନାଗରିକମୁଖୀ କରିବା ଦିଗରେ ଏକ ଉଲ୍ଲେଖନୀୟ ପଦକ୍ଷେପ ସ୍ଵରୁପ ରାଜସ୍ୱ ପର୍ଷଦ, ଓଡ଼ିଶାର ନୂତନ ୱେବସାଇଟ୍ ଏବଂ ତ୍ରୈମାସିକ ଜର୍ଣ୍ଣାଲର ଶୁଭାରମ୍ଭ କରାଯାଇଛିl ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏହି ନୂତନ ୱେବସାଇଟ୍ ଓ ଜର୍ଣ୍ଣାଲର ଶୁଭାରମ୍ଭ କରିଛନ୍ତିl ଏହି ଅବସରରେ ରାଜସ୍ୱ ପର୍ଷଦର ସଦସ୍ୟ ସତ୍ୟବ୍ରତ ସାହୁ, ରାଜସ୍ୱ ପର୍ଷଦର ସଚିବ ଲକ୍ଷ୍ମୀକାନ୍ତ ସେଠୀ ତଥା ରାଜସ୍ୱ ପ୍ରଶାସନର ବରିଷ୍ଠ ଅଧିକାରୀ, ବିଭିନ୍ନ ବିଭାଗର…

ଆଇଏଚସି  ଏବଂ ଅଦାନୀ ଗ୍ରୁପ୍‌ ସହିତ ନୂଆ ପ୍ରକଳ୍ପ ପାଇଁ  ବୁଝାମଣା ପତ୍ର ସ୍ୱାକ୍ଷର

ଆବୁଧାବି/ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶା ବିଦେଶୀ ନିବେଶ ଭାଗିଦାରୀକୁ ଆଗେଇ ନେଇଛି। ଏଥିରେ ଏକ ସମନ୍ୱିତ ଆଲୁମିନିୟମ ପ୍ରକଳ୍ପ, ୧୪ଟି ନୂଆ ପ୍ରକଳ୍ପ ପାଇଁ ଏମଓୟୁ ଏବଂ ସହଯୋଗ ଚୁକ୍ତି ବାଣିଜ୍ୟ ଓ ବନ୍ଦର ବିକାଶ ପାଇଁ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ସେପ୍ଟେମ୍ବର ୮ ରୁ ୧୨ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଗସ୍ତରେ ପ୍ରମୁଖ ବ୍ୟବସାୟୀ ଓ ନିବେଶକମାନେ ଏକାଠି ହୋଇଛନ୍ତି। ଆଇଏଚସି  ଏବଂ…

କଳାଜିରା ଧାନର ସ୍ୱାଭାବିକ ବାସ୍ନା ଓ ଗୁଣବତ୍ତା ବଜାୟ ରଖିବା ପାଇଁ ‘ଇରି’ବୈଷୟିକ ସହଯୋଗ ଯୋଗାଇଦେବ

ଭୁବନେଶ୍ୱର: ଲୋକସେବା ଭବନ ଠାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, କୃଷି ବିଭାଗ କମିଶନର-ତଥା-ଶାସନ ସଚିବ ସଚିନ ରାମଚନ୍ଦ୍ର ଜାଧବ ଏବଂ ଫିଲିପାଇନ୍ସସ୍ଥିତ ଅନ୍ତର୍ଜାତୀୟ ଧାନ ଗବେଷଣା ଅନୁଷ୍ଠାନ (IRRI)ର ମୁଖ୍ୟ ବୈଜ୍ଞାନିକ ଡ. ନେସେ ଶ୍ରୀନିବାସୁଲୁ ଓ ତାଙ୍କ ପ୍ରତିନିଧି ଦଳଙ୍କ ମଧ୍ୟରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଟିମ୍‌ରେ IRRI ଓଡ଼ିଶାର ମୁଖ୍ୟ ଡ. ମୁକୁନ୍ଦ, ବୈଜ୍ଞାନିକ ଡ. ହମିଦା, ପ୍ରକଳ୍ପ…

ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଆଗୁଆ ସୁରକ୍ଷା ପ୍ରସ୍ତୁତି ଉପରେ ଡିଜିପିଙ୍କ ଗୁରୁତ୍ୱାରୋପ

କଟକ: ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରାଞ୍ଚଳ ରେଞ୍ଜ ଅଧୀନସ୍ଥ ଜିଲ୍ଲାଗୁଡ଼ିକର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଜିଲ୍ଲାଗୁଡ଼ିକର ସାମଗ୍ରିକ ଆଇନ-ଶୃଙ୍ଖଳା ସ୍ଥିତି ସହ ହତ୍ୟା, ଚୋରି, ଡକାୟତି ଓ ଲୁଣ୍ଠନ ଭଳି ଗୁରୁତର ଅପରାଧର ନିୟନ୍ତ୍ରଣ, ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାର ହ୍ରାସ, ଅବକାରୀ ଅପରାଧ ଦମନ, ‘ନିଶାମୁକ୍ତ ଓଡ଼ିଶା’ଗଠନ ଦିଗରେ ପଦକ୍ଷେପ, ସାଇବର ଅପରାଧ,…

ପୁଞ୍ଜି ଆକର୍ଷଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ ବୃହତ୍ ନିବେଶକ ଓ ଶିଳ୍ପପତିଙ୍କ ସହିତ ଆଲୋଚନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ପ୍ରାଚ୍ୟ ରାଷ୍ଟ୍ର ସଂଯୁକ୍ତ ଆରବ ଏମିରେଟ୍ସକୁ ପାଞ୍ଚ ଦିନିଆ ଗସ୍ତରେ ଯାଉଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ପୁଞ୍ଜି ଆକର୍ଷଣ ପାଇଁ ବିଭିନ୍ନ ନିବେଶକ ଓ ଶିଳ୍ପପତିଙ୍କ ସହିତ ଆଲୋଚନା କରିବେ। ଏହାସହିତ ପ୍ରବାସୀ ଓଡ଼ିଆଙ୍କୁ ସମ୍ୱୋଧନ କରି ଓଡ଼ିଶାର ବିକାଶମୂଳକ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିବା ସହିତ ଓଡ଼ିଶା ଏବଂ UAE ମଧ୍ୟରେ ବାଣିଜ୍ୟିକ ଓ ସାଂସ୍କୃତିକ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଆହ୍ୱାନ ଦେବାର କାର୍ଯ୍ୟକ୍ରମ…

ଡିଗ୍ରୀ ଦ୍ୱାର ଖୋଲିବ, ନିଷ୍ପତ୍ତି ଜୀବନ ଗଢ଼ିବ: ରାଜ୍ୟପାଳ

ଭୁବନେଶ୍ୱର: ଜଣେ ଛାତ୍ରଙ୍କ ଜୀବନରେ ଡିଗ୍ରୀ ଦ୍ୱାର ଖୋଲିବ ଏବଂ ନିଷ୍ପତ୍ତି ଜୀବନ ଗଢ଼ିବ ବୋଲି ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି କହିଛନ୍ତିI ସୋମବାର ଦିନ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଇ ରାଜ୍ୟପାଳ ଏହା କହିଛନ୍ତି I ପରିବର୍ତ୍ତନଶୀଳ ବିଶ୍ୱରେ ନିଜକୁ ପ୍ରାସଙ୍ଗିକ ରଖିବା ପାଇଁ ନିରନ୍ତର ଶିକ୍ଷା, ପରିବର୍ତ୍ତନ ସହ ଖାପ ଖୁଆଇବା ସହ ପ୍ରଯୁକ୍ତି ଓ ଉଦ୍ୟୋଗୀ ଦକ୍ଷତା ହାସଲ କରିବାକୁ ସ୍ନାତକ ଛାତ୍ରଛାତ୍ରୀଙ୍କୁ ରାଜ୍ୟପାଳ ଆହ୍ୱାନ…

କ୍ୟାବିନେଟ୍ ବୈଠକରେ ୧୨ଟି ବିଭାଗର ୧୮ଟି ପ୍ରସ୍ତାବ ଆଲୋଚନା

ଭୁବନେଶ୍ୱର: ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୭ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛିl  ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ  କ୍ୟାବିନେଟ ବୈଠକର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେl ବୈଠକରେ ୧୨ ଟି ବିଭାଗର ୧୮ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛିl ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ୧ଟି, ଶିଳ୍ପ ବିଭାଗର ୧ଟି, ଅର୍ଥ ବିଭାଗର ୧ଟି,…