ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଦିନକରେ ମିଳିଲା ଦିବ୍ୟଙ୍ଗ ପ୍ରମାଣପତ୍ର
ଭୁବନେଶ୍ଵର: ରାଜ୍ୟ ସରକାର ଦିବ୍ୟଙ୍ଗଙ୍କ ହିତପ୍ରତି ପ୍ରାଧାନ୍ୟ ଦେଇ ସଦା ସର୍ବଦା ସମର୍ପିତ ରହି କାର୍ଯ୍ୟ କରୁଛନ୍ତି l ସେହି କ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗଙ୍କ ନିର୍ଦ୍ଦେଶରେ ଜଣେ ଦିବ୍ୟଙ୍ଗ ହିତାଧିକାରୀଙ୍କୁ ତାଙ୍କ ଦିବ୍ୟଙ୍ଗ ପ୍ରମାଣପତ୍ର ପ୍ରଦାନ କରାଯାଇ ପାରିଛି l ସୂଚନାଯୋଗ୍ୟ ଯେ ଯାଜପୁର ଜିଲ୍ଲାର ପ୍ରଫୁଲ୍ଲ ଦାସ ଯିଏକି ଦୃଷ୍ଟିବାଧିତ ଅଟନ୍ତି ତାଙ୍କର ଦିବ୍ୟଙ୍ଗ ପ୍ରମାଣପତ୍ର ନଥିଲା l ସେଥିପାଇଁ ସେ ପ୍ରମାଣପତ୍ର ପାଇବା ନେଇ…


