ରକ୍ତଦାନ, ଜୀବନ ଦାନ

ଭୁବନେଶ୍ୱର : ଅନ୍ତର୍ଜାତୀୟ ସ୍ଵେଚ୍ଛାକୃତ ରକ୍ତଦାନ ଦିବସ ଅବସରେ ଲୋଇସିଂହା ଠାରେ ଆୟୋଜିତ ‘ରକ୍ତଦାନ ଶିବିର’ରେ ନିଜେ ସ୍ୱାସ୍ଥ୍ୟ ମନ୍ତ୍ରୀ ରକ୍ତଦାନ କରି ଏହି ବିଶାଳ ଅଭିଯାନରେ ସାମିଲ ହୋଇଛନ୍ତି।  ଏହି ଦିନରେ ସମାଜର ହିତ ଏବଂ ଅନ୍ୟର ବହୁମୂଲ୍ୟ ଜୀବନ ବଞ୍ଚାଇବା ପାଇଁ ଆଗେଇ ଆସିଥିବା ସମସ୍ତ ରକ୍ତଦାତା ମାନଙ୍କୁ ସାଧୁବାଦ ଜଣାଇଛନ୍ତି ମନ୍ତ୍ରୀ। ଆଗାମୀ ଦିନରେ ଏହା ଆହୁରି ବିଶାଳ ରୂପ ନେଉ ଏବଂ ଅଧିକରୁ ଅଧିକ ବ୍ୟକ୍ତି ରକ୍ତଦାତା ଭାବେ ଆଗେଇ ଆସନ୍ତୁ…

ବେଆଇନ ନିଶା କବଳରୁ ଓଡ଼ିଶାକୁ ବଞ୍ଚାଇବା ପାଇଁ ସବୁ ବର୍ଗରୁ ଉଦ୍ୟମ ଆବଶ୍ୟକ: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର : ବେଆଇନ ନିଶା କାରବାର ଓ ସେବନ ଯୋଗୁଁ ଅନେକ ଧନ ଜୀବନ ହାନି ଘଟୁଛି I ଏଥିନେଇ ବିଗତ ଏକ ବର୍ଷ ମଧ୍ୟରେ ନିରନ୍ତର ଚଢ଼ାଉ ଅଭିଯାନ ଫଳରେ ବହୁ କୋଟି ମୂଲ୍ୟର ବେଆଇନ ସାମଗ୍ରୀ ଜବତ ହେବା ସହ ଏଥିରେ ସମ୍ପୃକ୍ତ ଅନେକ ଲୋକ ଗିରଫ ହୋଇଛନ୍ତି I ତେବେ ଏହି ଅଭିଯାନକୁ ଆହୁରି ଜୋରଦାର କରାଯିବା ସହ ଓଡ଼ିଶାକୁ ବେଆଇନ ନିଶା କବଳରୁ ମୁକ୍ତ କରିବା ପାଇଁ ଆମ ସମସ୍ତଙ୍କୁ ମିଳିତ…

ବିଧାନସଭାରେ ବାଚସ୍ପତିଙ୍କୁ ଭେଟିଲେ କର୍କଟ ଯୋଦ୍ଧା

ଭୁବନେଶ୍ୱର : ଗୋଲାପ ଫୁଲକୁ ସ୍ନେହ ଓ ପ୍ରେମର ପ୍ରତୀକ ଭାବେ ଧରାଯାଏ। କ୍ୟାନ୍ସର ପରି ଏକ ମାରାତ୍ମକ ବ୍ୟାଧି ସହ ଲଢ଼ୁଥିବା ରୋଗୀଙ୍କୁ ଗୋଲାପ ଫୁଲଟିଏ ଦେଇ ସେମାନଙ୍କ ମନୋବଳ ବୃଦ୍ଧି କରିବା ସହ ଜୀବନ ପ୍ରତି ନୂତନ ଆଶା ସଞ୍ଚାର କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ସେପେଫମ୍ବର ୨୨ ତାରିଖକୁ ‘ବିଶ୍ୱ ଗୋଲାପ ଦିବସ’ଭାବେ ପାଳନ କରାଯାଏ। କର୍କଟ ରୋଗ ସହ ସଂଘର୍ଷ କରୁଥିବା ଲୋକଙ୍କୁ ଜିଇଁବା ପାଇଁ ପ୍ରେରଣା ଦେବା ତଥା ତାଙ୍କ ଜୀବନରେ…

ସ୍ଥାୟୀ, ସୁସ୍ଥ ଏବଂ ପାରମ୍ପରିକ ଖାଦ୍ୟ ବ୍ୟବସ୍ଥାକୁ ପ୍ରାଥମିକତା ନିମନ୍ତେ ଦକ୍ଷିଣ ଏସୀୟ ଆଲୋଚନାଚକ୍ର

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ (IFPRI), ଭାରତୀୟ କୃଷି ଗବେଷଣା ପରିଷଦ (ICAR) ସହିତ ସହଭାଗୀତାରେ, ସେପ୍ଟେମ୍ବର ୧୬, ୨୦୨୫ ରେ ନୂଆଦିଲ୍ଲୀରେ “ପରିବର୍ତ୍ତନଶୀଳ ବିଶ୍ୱ ପାଇଁ ଖାଦ୍ୟ ନୀତି: ଦକ୍ଷିଣ ଏସିଆ ପାଇଁ ପ୍ରାଥମିକତା” ଶୀର୍ଷକ ଏକ ଉଚ୍ଚସ୍ତରୀୟ ଆଞ୍ଚଳିକ ନୀତି ଆଲୋଚନା ଅନୁଷ୍ଠିତ ହୋଇସାରିଛି। ଏହି କାର୍ଯ୍ୟକ୍ରମରେ IFPRI ୨୦୨୫ ବିଶ୍ୱ ଖାଦ୍ୟ ନୀତି ରିପୋର୍ଟ (GFPR)ର ଦକ୍ଷିଣ ଏସିଆ ଶୁଭାରମ୍ଭ ମଧ୍ୟ ହୋଇଥିଲା। ଜଳବାୟୁ ପରିବର୍ତ୍ତନ, କୁପୋଷଣ ଏବଂ ଜନସଂଖ୍ୟାଗତ…

ଜୀବନ ରକ୍ଷା ଏବଂ ସମାଜକୁ ଏକତ୍ର କରିବାରେ ରକ୍ତଦାନର ଭୂମିକା ଗୁରୁତ୍ୱପୂର୍ଣ୍ଣ :ରାଜ୍ୟପାଳ

ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ବୁଧବାର ରକ୍ତଦାନର ଜୀବନ ରକ୍ଷାକାରୀ ଏବଂ ଏକୀକରଣ ଶକ୍ତି ଉପରେ ଆଲୋକପାତ କରି କହିଛନ୍ତି ଯେ ଦିଆଯାଇଥିବା ରକ୍ତର ଏକ ବୁନ୍ଦା କେବଳ କାଲି ଜଣେ ଅପରିଚିତ ବ୍ୟକ୍ତିଙ୍କ ଜୀବନ ରକ୍ଷା କରିବାର କ୍ଷମତା ରଖେ ନାହିଁ ବରଂ ସମାଜର ବନ୍ଧନକୁ ମଧ୍ୟ ମଜବୁତ କରିଥାଏ। ଲୋକଙ୍କୁ ଗୋଟିଏ ପରିବାର ଭାବରେ ଏକାଠି କରିଥାଏ।ଭୁବନେଶ୍ୱରର ଅଖିଳ ଭାରତୀୟ ତେରାପନ୍ଥ ଯୁବକ ପରିଷଦ ଦ୍ୱାରା ଆୟୋଜିତ ପୁରୀର ଏସସିଏସ ସ୍ୱୟଂଶାସିତ…

ସେପ୍ଟେମ୍ବର ୧୭ରେ ଶୁଭାରମ୍ଭ ହେବ ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ

ଭୁବନେଶ୍ୱର: ଓଡ଼ିଶା ସମସ୍ତ ବୟସର ମହିଳା ଏବଂ ବାଳିକାମାନଙ୍କ ପାଇଁ ବ୍ୟାପକ ସ୍କ୍ରିନିଂ, ପୁଷ୍ଟିସାର ଏବଂ ସୁସ୍ଥତା ସେବା ଉପରେ ଧ୍ୟାନ କେନ୍ଦ୍ରିତ କରି ଏକ ପରିବର୍ତ୍ତନକାରୀ ସ୍ୱାସ୍ଥ୍ୟ ଅଭିଯାନ “ ସ୍ୱସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ” ଆସନ୍ତା ୧୭ ସେପ୍ଟେମ୍ବରରେ ମଧ୍ୟପ୍ରଦେଶର ଧାର ଜିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ନେତୃତ୍ୱରେ ଜାତୀୟ ପଦକ୍ଷେପ (National initiatives) ସମନ୍ୱିତ ଏହି ଅଭିଯାନ ୧୭ ସେପ୍ଟେମ୍ବରରୁ ୨ ଅକ୍ଟୋବର ୨୦୨୫…

ଗାଁ’ର ମହିଳାମାନଙ୍କର ମୋଟାପା ଦୂର କରିବା ଉପରେ ଫୋକସ

ଭୁବନେଶ୍ଵର: ଫିଟ୍ ରହିବା ପାଇଁ ସୁସ୍ଥ ଖାଦ୍ୟ ସହ ସୁସ୍ଥ ମନର ଆବଶ୍ୟକତା ରହିଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତ ପ୍ରକାଶ କରିଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗ ଓ ୟୁନିସେଫର ମିଳିତ ସହଭାଗିତାରେ ଭୁବନେଶ୍ୱରସ୍ଥିତ ଲେମନଟ୍ରି ପ୍ରିମିଅମରେ “ହେଲଦି ଡାଏଟ୍ ଅଭିଯାନ”ର ଶୁଭାରମ୍ଭ ହୋଇଯାଇଛି। କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଖାଦ୍ୟାଭ୍ୟାସ ଉପରେ ଚର୍ଚ୍ଚା କରିବା ସହ ଆଦିବାସୀ ମହିଳାମାନଙ୍କର ସୁସ୍ଥ ଶରୀରର କାରଣ…

କୃଷି ଜୈବ ବିବିଧତା ଓ ଐତିହ୍ୟରେ ମହିଳା କୃଷକଙ୍କ ଅବଦାନ ଚଳିତ ବର୍ଷ ମାଣ୍ଡିଆ ଦିବସ ୨୦୨୫ ପାଳନର ଥିମ୍

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ଏକମାତ୍ର ରାଜ୍ୟଭାବେ ମାଣ୍ଡିଆ ଦିବସ ପାଳନ କରୁଛି। ପ୍ରତିବର୍ଷ ନଭେମ୍ବର ମାସ ୧୦ ତାରିଖକୁ ମାଣ୍ଡିଆ ଦିବସ ରୂପେ ପାଳନ କରାଯାଉଅଛି। ଏହି  ବର୍ଷ ମଧ୍ୟ ଆସନ୍ତା ନଭେମ୍ବର ୧୦ ଓ ୧୧ ରେ ଦୁଇଦିନ ଧରି ଅନ୍ତର୍ଜାତୀୟ ପୁଷ୍ଟିଶସ୍ଯ ସମ୍ମିଳନୀ ଅନୁଷ୍ଠିତ…

ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ରାଜ୍ୟପାଳଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶାରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଦୁଗ୍ଧ ଚାଷୀମାନଙ୍କୁ ପିଏମ୍ଏମ୍ୱାଇ (ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା) ସହ ଅଧିକ ସଂଖ୍ୟାରେ ସଂଯୋଗ କରିବା ଉପରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଗୁରୁତ୍ୱାରୋପ କରିଛନ୍ତି। ଚଳିତ ସେପ୍ଟେମ୍ବର ୨ ତାରିଖ ଦିନ କଟକ ଜିଲ୍ଲାର ଗୋବିନ୍ଦପୁର, ଅରିଲୋସ୍ଥିତ ଓମ୍ଫେଡ୍ ମେଗା ଡାଇରୀ ପ୍ଲାଂଟ ପରିଦର୍ଶନ ସମୟରେ ରାଜ୍ୟପାଳ ଏପରି ଗୁରୁତ୍ୱାରୋପ କରିଛନ୍ତି। ଦୁଗ୍ଧ ଚାଷୀମାନେ ସେମାନଙ୍କ ଉଦ୍ୟମକୁ ବ୍ୟାପକ କରିବା ନିମନ୍ତେ ବ୍ୟାଙ୍କ ଋଣର ଆବଶ୍ୟକତା ରହିଛି।…

ଜନଜାତି ଅଂଚଳର ବିକାଶ ପାଇଁ ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ଶେଷ କରାଯିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିକାଶ ବିଭାଗର ଦୁଇଗୋଟି ବୈଠକରେ ଅଧ୍ୟକ୍ଷତା କରି ବିଭାଗ ଦ୍ୱାରା ଜନଜାତି ଅଂଚଳର ବିକାଶ ପରିପ୍ରେକ୍ଷୀରେ କାର୍ଯ୍ୟକାରୀ ହେଉଥିବା ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି। ପ୍ରଥମ ବୈଠକଟି ଜନଜାତି ଅଂଚଳର ବିକାଶ ପାଇଁ ସମ୍ବିଧାନର ୨୭୫(୧) ଅନୁଚ୍ଛେଦ ଅନୁସାରେ ରାଜ୍ୟକୁ ପ୍ରଦାନ କରାଯାଉଥିବା ଅର୍ଥର ବିନିଯୋଗ ପାଇଁ ପ୍ରକଳ୍ପ…