ପୁରୁଷ ବନ୍ଧ୍ୟାକରଣ ପକ୍ଷ-୨୦୨୫ ପାଳନ
ଭୁବନେଶ୍ୱର : ପୁରୁଷ ବନ୍ଧ୍ୟାକରଣ ପକ୍ଷ-୨୦୨୫ ପରିବାର କଲ୍ଯାଣ ନିର୍ଦେଶାଳୟ ତରଫରୁ ଗୀତଗୋବିନ୍ଦ ସଦନରେ ପାଳନ ହୋଇଛି| ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ| ମନ୍ତ୍ରୀ ଡକ୍ତର ମହାଲିଙ୍ଗ କହିଲେ ଯେ , “ପୁରୁଷ ବନ୍ଧ୍ୟାକରଣରେ କୌଣସି ପୁରୁଷର ପୁରୁଷତ୍ତ୍ଵ ନଷ୍ଟ ହୁଏ ନାହିଁ| ଲୋକଙ୍କୁ ସଚେତନ କରି ରାଜ୍ୟରେ ଏହି କାର୍ଯ୍ୟକ୍ରମକୁ ସଫଳ କରିଥିବା ସମସ୍ତ ଆଶା ଦିଦି ଓ ସ୍ବାସ୍ଥ୍ୟ ବିଭାଗର ସମସ୍ତ…


