ନିର୍ଦ୍ଧାରିତ ସମୟ ମଧ୍ୟରେ ପାନୀୟ ଜଳ ଯୋଗାଇବା କାର୍ୟ୍ୟ ସମାପ୍ତ କରିବାକୁ ମନ୍ତ୍ରୀଙ୍କ ତାଗିଦ
ଭୁବନେଶ୍ୱର: ସମଗ୍ର ଓଡ଼ିଶାବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଇବା ପାଇଁ ସରକାର ସଙ୍କଳ୍ପବଦ୍ଧ ଅଛନ୍ତି। ରାଜ୍ୟରେ ଗ୍ରାମାଞ୍ଚଳରେ ଏହି କାର୍ୟ୍ୟକୁ ଉଚିତ ଭାବରେ କାର୍ୟ୍ୟକାରୀ କରି ସମସ୍ତ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ବୃହତ ପାନୀୟ ଜଳ ପ୍ରକଳ୍ପଗୁଡ଼ିକର ସମୀକ୍ଷା କରି ମନ୍ତ୍ରୀ ରବିନାରାୟଣ ନାଏକ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ, ଭୁବନେଶ୍ବରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅଧ୍ୟକ୍ଷତା କରି ପଞ୍ଚାୟତିରାଜ…


