ଫାଇଲେରିଆ ନିରାକରଣ ପାଇଁ ଛାତ୍ରଛାତ୍ରୀଙ୍କୁ କରାଗଲା ସଚେତନ
ଭୁବନେଶ୍ୱର: ରାଜ୍ୟରେ ଲିମ୍ଫାଟିକ୍ ଫାଇଲେରିଆସିସ୍ ରୋଗର ଦୂରୀକରଣ ନିମନ୍ତେ ମାସ୍ ଡ୍ରଗ୍ ଆଡମିନିଷ୍ଟ୍ରେସନ୍ (ଏମଡିଏ) କାର୍ଯ୍ୟକ୍ରମ ୧୨ ଜିଲ୍ଲାର ନିର୍ଦ୍ଧିଷ୍ଟ ବ୍ଲକରେ ପରିଚାଳିତ ହେବ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସହଯୋଗରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଅଧିନ ୪୭ଟି ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଏକ ସ୍ବତନ୍ତ୍ର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୫୬୦୦ ଛାତ୍ରଛାତ୍ରୀ, ଅଧ୍ୟକ୍ଷ,…


