- Administration
- Culture Tradition
- Development
- Economy
- Employment
- Enertainment
- Governance
- Heritage
- Local
- Tradition
ଓଡ଼ିଶାର କଳା ଓ କାରିଗରୀର ଜୀବନ୍ତ ପ୍ରତିଫଳନ ‘ମେହେରମୁଣ୍ଡା’ ଚଳଚ୍ଚିତ୍ର
ଭୁବନେଶ୍ୱର: GR Records ପ୍ରସ୍ତୁତ ‘ମେହେରମୁଣ୍ଡା’– ଓଡ଼ିଶାର ବୁଣାକାର ସମୁଦାୟଙ୍କୁ ସମର୍ପିତ ଏକ ଚଳଚ୍ଚିତ୍ରର ସ୍ୱତନ୍ତ୍ର ପ୍ରଦର୍ଶନ ଓଡିଶା ସରକାରଙ୍କ ହସ୍ତତନ୍ତ, ବୟନ, ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଓଡିଶା ଷ୍ଟେଟ କନଭେନସନ ସେଣ୍ଟର, ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଚଳଚ୍ଚିତ୍ରର ସ୍ୱତନ୍ତ୍ର ପ୍ରଦର୍ଶନୀ ସମୟରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ,ଶିଳ୍ପ, ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ , ହସ୍ତତନ୍ତ, ବୟନ, ହସ୍ତଶିଳ୍ପ ବିଭାଗର…


