ବନ୍ୟା ପରିସ୍ଥିତିର ସ୍ଥାୟୀ ପ୍ରତିକାର ନିମନ୍ତେ ରାଜସ୍ୱ ମନ୍ତ୍ରୀଙ୍କ ଗୁରୁତ୍ଵାରୋପ

ଭୁବନେଶ୍ୱର: ଓଡ଼ିଶାରେ ବନ୍ୟା ପରିସ୍ଥିତି ଜାରି ରହିଥିବା ବେଳେ ପ୍ରଭାବିତ ଅଞ୍ଚଳଗୁଡ଼ିକରେ ରିଲିଫ୍, ଉଦ୍ଧାର, ପୁନରୁଦ୍ଧାର ଏବଂ ଅତ୍ୟାବଶ୍ୟକ ସେବା କାର୍ଯ୍ୟ ନିରନ୍ତର ଭାବେ ଜାରି ରହିଛି। ସ୍ପେଶାଲ୍ ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରେ ବନ୍ୟା ପରିସ୍ଥିତିର ସମୀକ୍ଷା କରି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ଜନସାଧାରଣଙ୍କ ଧନ, ଜୀବନର ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ରାଜ୍ୟସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ସହ ଆଗାମୀ ଦିନରେ ବନ୍ୟା ପରିସ୍ଥିତିର ସ୍ଥାୟୀ ପ୍ରତିକାର ବ୍ୟବସ୍ଥା…

ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ମଧ୍ୟ ପାଠ୍ୟପୁସ୍ତକ ପ୍ରଦାନ କରାଯିବ

ଭୁବନେଶ୍ୱର: ୮୦ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ରାଜଧାନୀ ଭୁବନେଶ୍ୱରର ମହାତ୍ମା ଗାନ୍ଧୀ ମାର୍ଗରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଅନ୍ୟତମ ଅତିଥି ରୂପେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ପୁଲିସ ଡିଜି ୱାଇ ବି ଖୁରାନିଆ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ହେମନ୍ତ ଶର୍ମା, ଏନ୍‌ସିସି…

ଟୋକେଇବାଲା ଓ ରାଗ୍ ପିକର୍‌ମାନଙ୍କୁ ଆନୁଷ୍ଠାନିକ ବର୍ଜ୍ୟ ପରିଚାଳନା ବ୍ୟବସ୍ଥାରେ ସାମିଲ କରିବାକୁ ୟୁଏଲବିଗୁଡ଼ିକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ କଠିନ ବର୍ଜ୍ୟବସ୍ତୁ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼, ବୈଜ୍ଞାନିକ ଓ ଉତ୍ତରଦାୟୀ କରିବା ଉପରେ ଓଡ଼ିଶା ସରକାର ଗୁରୁତ୍ୱାରୋପ କରିଛନ୍ତି। ଉତ୍ସରୁ ବର୍ଜ୍ୟ ପୃଥକୀକରଣ, ବୈଜ୍ଞାନିକ ପ୍ରକ୍ରିୟାକରଣ, ନିୟାମକ ଅନୁପାଳନର କଡ଼ାକଡ଼ି ପ୍ରବର୍ତ୍ତନ, ବଲ୍କ ୱେଷ୍ଟ ଜେନେରେଟରମାନଙ୍କ ଉତ୍ତରଦାୟିତ୍ୱ ଏବଂ ଅଣଆନୁଷ୍ଠାନିକ ବର୍ଜ୍ୟ ସଂଗ୍ରହକାରୀଙ୍କୁ ଆନୁଷ୍ଠାନିକ ବ୍ୟବସ୍ଥାରେ ସାମିଲ କରିବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଏ ସମ୍ପର୍କରେ ‘କଠିନ ବର୍ଜ୍ୟବସ୍ତୁ ପରିଚାଳନା ନିୟମ, ୨୦୨୬’ତଥା ଅନ୍ୟାନ୍ୟ ନିୟାମକ ବ୍ୟବସ୍ଥାର ପ୍ରଭାବୀ କାର୍ଯ୍ୟାନ୍ୱୟନ ନେଇ…

‘ବିଶ୍ୱବିଦ୍ୟାଳୟଗୁଡିକ ନିଜ ଅଞ୍ଚଳରେ ଆବଶ୍ୟକତା ଭିତ୍ତିକ ପ୍ରଶିକ୍ଷଣ ଓ ଔଦ୍ୟୋଗିକ ସୁଯୋଗ ସୃଷ୍ଟି କରନ୍ତୁ’

ଭୁବନେଶ୍ୱର: ବିଶ୍ୱବିଦ୍ୟାଳୟଗୁଡିକ ନିଜ ଅଞ୍ଚଳର ଅନ୍ତତ ଗୋଟିଏ ଗ୍ରାମକୁ ପୋଷ୍ୟ ଗ୍ରାମ ଭାବେ ଗ୍ରହଣ କରି ସ୍ଥାନୀୟ ଲୋକଙ୍କ ଦକ୍ଷତା ଓ ସମ୍ଭାବନା ଚିହ୍ନଟ କରିବା ସହ ଆବଶ୍ୟକତା ଭିତ୍ତିକ ପ୍ରଶିକ୍ଷଣ ଓ ଔଦ୍ୟୋଗିକ ସୁଯୋଗ ସୃଷ୍ଟି କରନ୍ତୁ ବୋଲି ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତି। ଗୁରୁବାର ଦିନ ଖୋର୍ଦ୍ଧା ଜିଲ୍ଲାର ଜଟଣୀସ୍ଥିତ ସେଞ୍ଚୁରିଆନ ବିଶ୍ୱବିଦ୍ୟାଳୟରେ ସରକାରୀ ଓ ବେସରକାରୀ ବିଶ୍ୱବିଦ୍ୟାଳୟମାନଙ୍କର କୁଳପତିମାନଙ୍କ ପାଇଁ ଆୟୋଜିତ ଏକ ଦିନିକିଆ ଅଭିଜ୍ଞତା ବିନିମୟ…

ଓଡ଼ିଶାକୁ ପ୍ରମୁଖ ଟେକ୍ନୋଲୋଜି ଓ ନବସୃଜନ ହବ୍ କରିବା ପାଇଁ ନିରନ୍ତର ପ୍ରୟାସ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ NITKAL ଏଣ୍ଟରପ୍ରାଇଜ୍ ସର୍ଭିସେସ୍‌ର କ୍ୟାମ୍ପସରେ ଜାପାନୀଜ୍ SAP ସଫ୍ଟୱେର ଗ୍ଲୋବାଲ୍ କ୍ୟାପାବିଲିଟି ସେଣ୍ଟର (GCC) ସହିତ AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍ ଏକ୍ସିଲେନ୍ସର ଉଦ୍‌ଘାଟନ ହୋଇଛି। ଏହି ଅବସର ଓଡ଼ିଶାରେ ଆଧୁନିକ ପ୍ରଯୁକ୍ତି, ନବସୃଜନ ଓ ଶିଳ୍ପଭିତ୍ତିକ ଦକ୍ଷତା ବିକାଶ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟର ଶୁଭାରମ୍ଭ କରିଛି। ଏହି ନୂତନ ପଦକ୍ଷେପ ଓଡ଼ିଶାର ବଢ଼ୁଥିବା ପ୍ରଯୁକ୍ତିଗତ ସାମର୍ଥ୍ୟ ଓ ନିବେଶ ପାଇଁ ରାଜ୍ୟର ଅନୁକୂଳ ପରିବେଶକୁ ପ୍ରତିଫଳିତ କରୁଛି। କୃତ୍ରିମ…

‘ଗୋବର୍ଦ୍ଧନ ପୀଠର ଐତିହ୍ୟ ରକ୍ଷା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ’

ଭୁବନେଶ୍ୱର: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀର ଆଧ୍ୟାତ୍ମିକ ଗରିମାକୁ ବଢ଼ାଇବା ସହ ପୀଠର ସମ୍ପତ୍ତିର ସୁରକ୍ଷା ପାଇଁ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ପୀଠର ପ୍ରତିନିଧିମାନଙ୍କ ସହ ଆଲୋଚନା କରିଥିଲେ। ବୈଠକରେ ମୁଖ୍ୟମନ୍ତ୍ରୀ ପୁରୀ ସ୍ୱର୍ଗଦ୍ୱାର ସମ୍ମୁଖ ବେଳାଭୂମିରେ ପ୍ରତିଦିନ ଅନୁଷ୍ଠିତ ହେଉଥିବା ପବିତ୍ର ‘ସନ୍ଧ୍ୟା ମହୋଦଧି ଆରତୀ’ଉପରେ…

ଓଡ଼ିଶା ସରକାର ଏବଂ ବିଆଇଏସଙ୍କ ସମ୍ମିଳିତ ପ୍ରୟାସରେ ବିଭିନ୍ନ କ୍ଷେତ୍ରରେ ଗୁଣବତ୍ତା ସୁନିଶ୍ଚିତ କରାଯିବ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ମାନକୀକରଣ ଉପରେଓଡ଼ିଶା ରାଜ୍ୟସ୍ତରୀୟ କମିଟି (ଏସଏସସି)ର ୩ୟ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଓଡ଼ିଶା ସରକାର ଏବଂ ଭାରତୀୟ ମାନକ ବ୍ୟୁରୋ(ବିଆଇଏସ)ଙ୍କ ସମ୍ମିଳିତ ପ୍ରୟାସରେ ରାଜ୍ୟର ବିଭିନ୍ନ କ୍ଷେତ୍ରରେ ମାନକୀକରଣ, ଗୁଣବତ୍ତା ସୁନିଶ୍ଚିତ କରିବା ଏବଂ ଉପଭୋକ୍ତା ସୁରକ୍ଷାକୁ ସୁଦୃଢ଼ କରିବା ନିମନ୍ତେ ଗ୍ରହଣ କରାଯାଉଥିବା ବିଭିନ୍ନ ପ୍ରମୁଖ ପଦକ୍ଷେପ ସଂପର୍କରେ ସମୀକ୍ଷା ଓ ଆଲୋଚନା କରାଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ…

ଅର୍ଥ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଅର୍ଥ ବିଭାଗର ସମୀକ୍ଷା କରି ରାଜସ୍ୱ ଆଦାୟ ବ୍ୟବସ୍ଥାକୁ ଆହୁରି ଦକ୍ଷ କରିବା ସହିତ ପୁଞ୍ଜି ଓ କାର୍ଯ୍ୟକ୍ରମ ବ୍ୟୟକୁ ଆହୁରି ବୃଦ୍ଧି କରିବା ନିମନ୍ତେ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସାମଗ୍ରିକ ବିକାଶ ପାଇଁ ଏକ ଦକ୍ଷ ରାଜସ୍ୱ ଆଦାୟ ବ୍ୟବସ୍ଥାର ଆବଶ୍ୟକତା ଥିବା ବେଳେ ପୁଞ୍ଜି ଓ କାର୍ଯ୍ୟକ୍ରମ ଖର୍ଚ୍ଚକୁ ମଧ୍ୟ ବ୍ୟାପକ କରିବାର ଆବଶ୍ୟକତା ରହିଛି । ଏହାଦ୍ୱାରା ରାଜ୍ୟର…

କ୍ରୁଟ୍ ପକ୍ଷରୁ ପୁନଃପ୍ରଶିକ୍ଷଣକୁ ବ୍ୟାପକ କରାଯାଉଛି

ଭୁବନେଶ୍ୱର: କମ୍ପ୍ରିହେନ୍ସିଭ୍ ରିଜିଓନାଲ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍)ର କାର୍ଯ୍ୟକଳାପ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ ବୈଠକରେ ଅଧ୍ୟକ୍ଷତା କରି ‘ଆମ ବସ୍’ସେବାର ଗୁଣବତ୍ତା, ସୁରକ୍ଷା ଓ ବିଶ୍ୱସନୀୟତାକୁ ଆହୁରି ସୁଦୃଢ଼ କରିବା ପାଇଁ ସମନ୍ୱିତ ଓ ସମୟବଦ୍ଧ ପଦକ୍ଷେପ ନେବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ କ୍ରୁଟ୍‌ର ପରିଚାଳନା ନିର୍ଦ୍ଦେଶକ ମହମ୍ମଦ ସାଦିକ୍ ଆଲମ୍, ଅତିରିକ୍ତ ସଚିବ- ତଥା…

ଯୁବପିଢ଼ି ଜଳବାୟୁ ସହନଶୀଳତା ଓ ସବୁଜ ବିକାଶର ନେତୃତ୍ୱ ନିଅନ୍ତୁ: ରାଜ୍ୟପାଳ

ଭୁବନେଶ୍ୱର: ଓଡ଼ିଶାର ଯୁବପିଢ଼ି ଜଳବାୟୁ ସହନଶୀଳତା ଓ ସବୁଜ ବିକାଶର ନେତୃତ୍ୱ ନେବାକୁ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତିI ଏତତବ୍ୟତୀତ ବର୍ଜ୍ୟବସ୍ତୁକୁ ସମ୍ପଦରେ ପରିଣତ କରିବା, ଅକ୍ଷୟ ଶକ୍ତିର ପ୍ରସାର, ସ୍ଥାୟୀ କୃଷି ଓ ରୋଜଗାର ସୃଷ୍ଟି ଦିଗରେ ଯୁବପିଢ଼ି କାର୍ଯ୍ୟ କରିବା ଆବଶ୍ୟକ ବୋଲି ରାଜ୍ୟପାଳ କହିଛନ୍ତି। ସୋମବାର ଦିନ ଜଟଣୀସ୍ଥିତ ଏକ୍ସଆଇଏମ ବିଶ୍ୱବିଦ୍ୟାଳୟରେ ଆୟୋଜିତ ଓଡ଼ିଶା କନଫରେନ୍ସ ଅଫ ୟୁଥ (OCOY) ୪.୦ କୁ ମୁଖ୍ୟ ଅତିଥି…