କ୍ରୁଟ୍ ସାର୍ବଜନୀନ ପରିବହନ ନେଟୱର୍କକୁ ସମ୍ପ୍ରସାରିତ କରିଛି

ଭୁବନେଶ୍ୱର: କମ୍ପ୍ରିହେନ୍‌ସିଭ୍ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍) ଏକ ସ୍ଥାୟୀ ଏବଂ ନାଗରିକ-କେନ୍ଦ୍ରିକ ସାର୍ବଜନୀନ ପରିବହନ ବ୍ୟବସ୍ଥା ଭାବେ ଜାତୀୟ ସ୍ତରରେ ଏକ ମାପଦଣ୍ଡ ସାଜିଛି। ବୈଦ୍ୟୁତିକ ଗତିଶୀଳତାର ଦ୍ରୁତ ସମ୍ପ୍ରସାରଣ, ପ୍ରଯୁକ୍ତିବିଦ୍ୟା-ଆଧାରିତ ଯାତ୍ରୀ ସେବା, ଉନ୍ନତ ସୁରକ୍ଷା ବ୍ୟବସ୍ଥା ଏବଂ ଅନ୍ତର୍ଭୁକ୍ତୀକରଣ କର୍ମଚାରୀ ବିକାଶ ମାଧ୍ୟମରେ ଏହା ସମଗ୍ର ଓଡ଼ିଶାରେ ସହରାଞ୍ଚଳ ପରିବହନ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିଛି। ୨୦୨୪ରୁ ଏପ୍ରିଲ ୨୦୨୬ ମଧ୍ୟରେ  କ୍ରୁଟ୍  ନିଜର ସାର୍ବଜନୀନ ପରିବହନ ନେଟୱର୍କକୁ ଯଥେଷ୍ଟ ସମ୍ପ୍ରସାରିତ କରିଛି,…

“ଲୋକଙ୍କ ସରକାର, ଲୋକଙ୍କ ସାଥେ  ରାଜସ୍ୱ ସେବା, ଏବେ ସବୁରି ହାତେ”

ଭୁବନେଶ୍ୱର: ଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ କରକମଳରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଦୁଇ ବର୍ଷର ସଫଳତା ପୁସ୍ତିକା ଏବଂ ଭିଡ଼ିଓର ଉନ୍ମୋଚନ ତଥା ଲୋକାର୍ପଣ ହୋଇଯାଇଛି l ଏହି ଅବସରରେ ପୁସ୍ତିକା ଉନ୍ମୋଚନ କରି ମାନ୍ୟବର ମନ୍ତ୍ରୀ ଶ୍ରୀ ପୂଜାରୀ ତହସିଲରୁ ନେଇ ରାଜ୍ୟ ପର୍ଯ୍ୟନ୍ତ ବିଭାଗର ପ୍ରତ୍ୟେକ ଅଧିକାରୀ ଏବଂ କର୍ମଚାରୀଙ୍କ କର୍ତ୍ତବ୍ୟନିଷ୍ଠା ତଥା ନିରବଚ୍ଛିନ୍ନ ପ୍ରୟାସକୁ ସାଧୁବାଦ ଜଣାଇବା ସହ ବିଗତ ଦୁଇ…

ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସମାପ୍ତ କରିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ତ୍ୱାରୋପ

ଭୁବନେଶ୍ୱର: ଓଡିଶା ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ୱମପାଟି ଶନିବାର ପୁରୀ ରେଳ ଷ୍ଟେସନ ବିକାଶ ପ୍ରକଳ୍ପ ସ୍ଥଳ ପରିଦର୍ଶନ କରିଥିଲେ ଏବଂ ଷ୍ଟେସନକୁ ଏକ ଆଧୁନିକ, ଯାତ୍ରୀ-ଅନୁକୂଳ ପରିବହନ ହବ୍ ରେ ପରିଣତ କରିବା ପାଇଁ ହାତକୁ ନିଆଯାଇଥିବା ବିଭିନ୍ନ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ। ରାଜ୍ୟପାଳ ପ୍ରାୟ ପୂର୍ବାହ୍ନ 11:00ଙ୍ଘଟିକା ସମୟରେ ପ୍ରକଳ୍ପ ସ୍ଥଳରେ ପହଞ୍ଚିଥିଲେ।  ସେଠାରେ ରାଜ୍ୟପାଳଙ୍କୁ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫଙ୍କୱାଲ, ପୁରୀ ଜିଲାପାଳ ଏବ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ…

ଗ୍ରାମୀଣ ମହିଳା ଉଦ୍ୟୋଗୀଙ୍କୁ ଆଧୁନିକ ବ୍ୟବସାୟିକ ସହାୟତା ମିଳିବ

ଭୁବନେଶ୍ୱର: ଗ୍ରାମୀଣ ମହିଳା ଉଦ୍ୟୋଗୀଙ୍କୁ ଉନ୍ନତ ବ୍ୟବସାୟିକ ପରାମର୍ଶ, ପ୍ରାଯୁକ୍ତିକ ସହାୟତା ଏବଂ ବଜାର ସଂଯୋଗ ପ୍ରଦାନ କରିବା ଉଦ୍ଦେଶ୍ୟରେ ଓଡ଼ିଶା ଜୀବିକା ମିଶନ ଏବଂ ଆଇ.ଆଇ.ଟି ଭୁବନେଶ୍ୱର ମଧ୍ୟରେ ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନଠାରେ ବୁଝାମଣାପତ୍ର ବିନିମୟ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ବିଭାଗର ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ…

କ୍ରୀଡ଼ା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତ ହେବ ରୋଡମ୍ୟାପ୍

ଭୁବନେଶ୍ୱର: କ୍ରୀଡ଼ା କେବଳ, ମେଡାଲ, ରେକର୍ଡ କିମ୍ବା ଜୟ-ପରାଜୟ ମଧ୍ୟରେ ସୀମିତ ନୁହେଁ, ବରଂ ଏହା ଜୀବନରେ ଅନୁଶାସନ, ଟିମ୍ ୱାର୍କ ଏବଂ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିବାକୁ ଧୈର୍ଯ୍ୟ ଶିଖାଇଥାଏ ବୋଲି କ୍ରୀଡ଼ା ଓ ଯୁବସେବା ବିଭାଗ ଦ୍ୱାରା ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିରର  ଉଦ୍‌ଯାପନ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି। ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିବା ଏହି କାର୍ଯ୍ୟକ୍ରମ ଆଗାମୀ ଦିନରେ କ୍ରୀଡ଼ାର…

ଓଡ଼ିଶାକୁ ମିଳିଲା ‘ପିଏମ୍ ସୂର୍ଯ୍ୟ ଘର’ ଜାତୀୟ ପୁରସ୍କାର

ଭୁବନେଶ୍ୱର: ସୌର ଶକ୍ତି କ୍ଷେତ୍ରରେ ଓଡ଼ିଶା ଦେଶରେ ଏକ ବଡ଼ ସଫଳତା ହାସଲ କରିଛି। କେନ୍ଦ୍ର ସରକାରଙ୍କ ‘ପିଏମ୍ ସୂର୍ଯ୍ୟ ଘର: ମୁଫ୍ତ ବିଜୁଳି ଯୋଜନା’ ଅଧୀନରେ ଓଡ଼ିଶାକୁ ଜାତୀୟ ସ୍ତରରେ ଶ୍ରେଷ୍ଠ ପୁରସ୍କାର ମିଳିଛି। କେନ୍ଦ୍ର ନୂତନ ଓ ନବୀକରଣୀୟ ଶକ୍ତି ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ ବିଶେଷ ଅଭିଯାନରେ ଓଡ଼ିଶା ଦେଶର ଅନ୍ୟ ସମସ୍ତ ରାଜ୍ୟକୁ ପଛରେ ପକାଇ ଦେଇଛି। ଘର ଛାତ ଉପରେ ସୌର ପ୍ରକଳ୍ପ (Rooftop Solar) ଲଗାଇବା କ୍ଷେତ୍ରରେ ଓଡ଼ିଶା, ସର୍ବାଧିକ…

‘ସହରାଞ୍ଚଳକୁ ସମୃଦ୍ଧ ଓ ସୁବ୍ୟବସ୍ଥିତ କରିବା ପାଇଁ ମାନବ ସମ୍ବଳର ଦକ୍ଷତା ବୃଦ୍ଧି ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି’

ଭୁବନେଶ୍ୱର: ଓଡ଼ିଶାର ସହରାଞ୍ଚଳ ଶାସନ ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପିତ ହୋଇଛି। ଭୁବନେଶ୍ୱରର ବାସୁଆଘାଇଠାରେ ଓଡ଼ିଶା ଅର୍ବାନ ଏକାଡେମୀ (OUA)ର ଏକ ଅତ୍ୟାଧୁନିକ  ହଷ୍ଟେଲକୁ ଗୃହନିର୍ମାଣ , ନଗର ଉନ୍ନୟନ ଓ ସରକାରୀ ଉଦ୍ୟୋଗ ମନ୍ତ୍ରୀ ଡ଼ କୃଷ୍ଣଚନ୍ଦ୍ର ମହାପାତ୍ର ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଶ୍ରୀ ମହାପାତ୍ର କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଦୂରଦୃଷ୍ଟିସମ୍ପନ୍ନ ଚିନ୍ତାଧାରା ଯୋଗୁଁ ଆଜି କେବଳ କୋଠାବାଡ଼ି ନିର୍ମାଣ ନୁହେଁ, ବରଂ…

ଗଞ୍ଜାମ ଜିଲ୍ଲାକୁ ତିନି ପ୍ରତିଷ୍ଠିତ ଜାତୀୟ ପୁରସ୍କାର

ଛତ୍ରପୁର: ପୁଣିଥରେ ଦିଲ୍ଲୀରେ ଚମକିଛି ଗଞ୍ଜାମ ଜିଲ୍ଲା। ଜିଲ୍ଲାକୁ ମିଳିଛି ୩ଟି ପ୍ରତିଷ୍ଠିତ ଜାତୀୟ ପୁରସ୍କାର। ଜିଲ୍ଲାର ୨ଟି ପଞ୍ଚାୟତ ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ ବିକାଶ ପୁରସ୍କାର ପାଇଥିବା ବେଳେ ଗଞ୍ଜାମ ଜିଲ୍ଲା ନାନାଜୀ ଦେଶମୁଖ ସର୍ବୋତ୍ତମ ପଞ୍ଚାୟତ ସତତ ବିକାଶ ପୁରସ୍କାର ପାଇବାର ଗୌରବ ହାସଲ କରିଛି। ସମଗ୍ର ରାଜ୍ୟରୁ ୪ଟି ପଞ୍ଚାୟତ ଏବଂ ଗୋଟିଏ ଜିଲ୍ଲା ଏହି ଜାତୀୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିବା ବେଳେ ସେଥିରୁ ୩ଟି ପୁରସ୍କାର ଏକାକୀ…

ଓଡ଼ିଶାର ସୁଦୃଢ଼ ପୂର୍ବ ସତର୍କୀକରଣ ଏବଂ ସଫଳ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାର ମଡେଲ୍ ପ୍ରଦର୍ଶିତ

ନୂଆଦିଲ୍ଲୀ/ପୁରୀ: ଭାରତର ବ୍ରିକ୍ସ୍ ୨୦୨୬ ଅଧ୍ୟକ୍ଷତା ଅଧୀନରେ ଭାରତ ସରକାରଙ୍କ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଏନ୍‌ଡିଏମ୍‌ଏ) ପକ୍ଷରୁ ଜୁନ୍ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ପୁରୀଠାରେ ବ୍ରିକ୍ସ୍ ୨୦୨୬ ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟଗୋଷ୍ଠୀ (ଡିଆର୍‌ଆର୍‌ଜି)ର ବୈଠକ ଆୟୋଜିତ ହେଉଛି।  “ପ୍ରତିରୋଧ କ୍ଷମତା, ନୂତନ ଜ୍ଞାନକୌଶଳ, ପାରସ୍ପରିକ ସହଯୋଗ ତଥା ସମନ୍ଵୟ ଏବଂ ନିରନ୍ତର ଧାରଣୀୟ ବିକାଶର ନିର୍ମାଣ”ଶୀର୍ଷକରେ ଆୟୋଜିତ ଏହି ବୈଠକରେ ବ୍ରିକ୍ସ୍ ସଦସ୍ୟ ରାଷ୍ଟ୍ର ବ୍ରାଜିଲ୍, ଚୀନ୍, ଇଜିପ୍ଟ, ଇଥିଓପିଆ,…

ସ୍ଵଚ୍ଛ, ଦୁର୍ନୀତିମୁକ୍ତ ଏବଂ ମଧ୍ଯସ୍ଥିମୁକ୍ତ ହେବ ରାଜସ୍ୱ ପ୍ରଶାସନ ତଥା ଜମିଜମା ପଞ୍ଜୀକରଣ ବ୍ୟବସ୍ଥା

ଭୁବନେଶ୍ୱର: ଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଆଇଜିଆର୍ ନିରୀକ୍ଷଣ ବ୍ୟବସ୍ଥା ସଂକ୍ରାନ୍ତରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛିl ବୈଠକରେ ଓଡ଼ିଶାର ସମସ୍ତ ପଞ୍ଜୀକରଣ କାର୍ଯ୍ୟାଳୟରେ ଉନ୍ନତ ସିସିଟିଭି କ୍ୟାମେରା ମାଧ୍ୟମରେ ସ୍ମାର୍ଟ ନିରୀକ୍ଷଣ ବ୍ୟବସ୍ଥା, ଏହାର ସୁପରିଚାଳନା ଏବଂ ରକ୍ଷଣାବେକ୍ଷଣ ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା l ସମନ୍ୱିତ ନିରୀକ୍ଷଣ ଏବଂ ମନିଟରିଂ ମାଧ୍ୟମରେ ରାଜ୍ୟର ସମସ୍ତ ପଞ୍ଜୀକରଣ କାର୍ଯ୍ୟାଳୟରେ ସୁରକ୍ଷା ଭିତ୍ତିଭୂମିକୁ ସୁଦୃଢ଼…