ପଞ୍ଚସଖା ଶିକ୍ଷା ସେତୁ ପାଇଁ ୨୩ ଜିଲ୍ଲାରେ ୭.୨୯ କୋଟି ଟଙ୍କାରେ ୬୦୯ଟି ପ୍ରକଳ୍ପ ମଞ୍ଜୁର
ଭୁବନେଶ୍ୱର: ପଞ୍ଚସଖା ଶିକ୍ଷା ସେତୁ ସଂଗଠନର ଚତୁର୍ଥ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟର ୨୩ଟି ଜିଲ୍ଲାର ବିଭିନ୍ନ ସ୍କୁଲରେ ଭିତ୍ତିଭୂମିର ବିକାଶ ପାଇଁ ୭.୨୯ କୋଟି ଟଙ୍କା ବିଭିନ୍ନ ପ୍ରକଳ୍ପ ନିମନ୍ତେ ମଞ୍ଜୁର ଦିଆଯାଇଛି। ପ୍ରାୟ ସାଢେ ୪ ହଜାରରୁ ଅଧିକ ପୁରାତନ ଛାତ୍ରଛାତ୍ରୀ, ବୁଦ୍ଧୀଜୀବୀ ଓ ଅନୁଷ୍ଠାନ ବିଦ୍ୟାଳୟର ଉନ୍ନତି ନିମନ୍ତେ ଏହି ଅର୍ଥ ଅବଦାନ ଦେଇଛନ୍ତି। ପରିଷଦର ଅଧ୍ୟକ୍ଷ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଡ….


