ଗ୍ରାମୀଣ ଡାକ ସେବକ କୃଷକ ପଞ୍ଜିକରଣ ଏବଂ କୃଷକ ଆଇଡି ପ୍ରସ୍ତୁତିରେ ସହାୟତା କରିବେ 

ଭୁବନେଶ୍ୱର: ଜ୍ୟର ଚାଷୀମାନଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କ ଆୟ ବୃଦ୍ଧି କରିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୬ଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ଡିଜିଟାଲ୍ କୃଷି, ଉନ୍ନତ ବିହନ, ଜଳବାୟୁ ସହନଶୀଳତା ଏବଂ ପୋଷଣ କ୍ଷେତ୍ରରେ ସୁଧାର ଆଣିବା ପାଇଁ ଡାକ ବିଭାଗ (ଓଡ଼ିଶା ସର୍କଲ), ଇକ୍ରିସାଟ୍ (ICRISAT) ଏବଂ ଏମ୍. ଏସ୍. ସ୍ୱାମୀନାଥନ୍ ରିସର୍ଚ୍ଚ ଫାଉଣ୍ଡେସନ୍ (MSSRF) ସହିତ ଏହି ବୁଝାମଣା ପତ୍ରଗୁଡ଼ିକ ସ୍ୱାକ୍ଷରିତ ହୋଇଛି। ଉପମୁଖ୍ୟମନ୍ତ୍ରୀ…

NWA, ICAR-IIWM ଓ OCCL ସହ ପତ୍ର ସ୍ୱାକ୍ଷର

ଭୁବନେଶ୍ୱର: ଓଡ଼ିଶାରେ ଜଳ ସମ୍ପଦ ପରିଚାଳନାକୁ ଅଧିକ ବୈଜ୍ଞାନିକ, ପ୍ରଯୁକ୍ତିଭିତ୍ତିକ ଓ ଦକ୍ଷ କରିବା ସହ ଜଳ ଓ ଭୂମି ପରିଚାଳନା ପ୍ରତିଷ୍ଠାନ (ବାଲ୍‌ମି)କୁ ଏକ ଆଧୁନିକ ସେଣ୍ଟର ଅଫ୍ ଏକ୍ସଲେନ୍ସ ଭାବେ ବିକଶିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଏହି ଉଦ୍ଦେଶ୍ୟରେ ବାଲ୍‌ମି ପକ୍ଷରୁ ଜାତୀୟ ଜଳ ଏକାଡେମୀ (ଏନଡବ୍ଲ୍ୟୁଏ), ପୁଣେ, ଆଇସିଏଆର୍–ଭାରତୀୟ ଜଳ ପରିଚାଳନା ପ୍ରତିଷ୍ଠାନ (ଆଇସିଏଆର୍-ଆଇଆଇଡବ୍ଲ୍ୟୁଏମ୍), ଭୁବନେଶ୍ୱର ଏବଂ ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍ ଲିମିଟେଡ୍ (ଓସିସିଏଲ୍)ଙ୍କ ସହ ୩ଟି ବୁଝାମଣାପତ୍ର…

ଶ୍ରୀମନ୍ଦିର ଶୃଙ୍ଖଳିତ ଧାଡ଼ି ଦର୍ଶନ ନେଇ ଖୁବ ଶୀଘ୍ର ପ୍ରସ୍ତୁତ ହେବ ପାଇଲଟ ମଡେଲ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ପୁରୀ ଶ୍ରୀମନ୍ଦିର ପ୍ରତି ସାରା ବିଶ୍ୱବାସୀଙ୍କ ଅହେତୁକ ଭକ୍ତି ଓ ଆଗ୍ରହ ରହିଛିI ତେଣୁ ପ୍ରତି ବର୍ଷ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛିI ବିଶେଷ କରି ଛୁଟି ଦିନ ମାନଙ୍କରେ ଏହି ସଂଖ୍ୟା ବହୁଗୁଣିତ ହେଉଛିI ଏହାକୁ ଦୃଷ୍ଟିରେ ରଖି ସବୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନକୁ ସୁନିଶ୍ଚିତ କରିବା ଲାଗି ଆଜି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ…

ରାଜ୍ୟରେ ଉପଗ୍ରହ ଉତ୍‌କ୍ଷେପଣ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବ

ଭୁବନେଶ୍ୱର : ରାଜ୍ୟରେ ବୈଜ୍ଞାନିକ ଗବେଷଣା ଓ ଏ ସଂକ୍ରାନ୍ତୀୟ ବିଭିନ୍ନ ପ୍ରକଳ୍ପ ଉପରେ ରାଜ୍ୟ ସରକାର ଯଥେଷ୍ଟ ଧ୍ୟାନ ଦେବା ସହ ଯୁବ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଜ୍ଞାନଭିତ୍ତିକ ଅନିସନ୍ଧିଚ୍ଛୁ ଜାଗ୍ରତ କରିବା ଉପରେ କାର୍ଯ୍ୟ କରୁଛନ୍ତି। ରାଜ୍ୟରୁ ଉତ୍ପାଦିତ ବିଭିନ୍ନ ସାମଗ୍ରୀ ଦେଶର ହିତରେ ଯେଭଳି ଲାଗିବ, ସେଥି ପ୍ରତି ସରକାର ଯତ୍ନବାନ ଅଛନ୍ତି ବୋଲି ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଓଡ଼ିଶା ମହାକାଶ ଉପଯୋଗ କେନ୍ଦ୍ରରେ…

ପୌରସଂସ୍ଥାଗୁଡ଼ିକର ସମୀକ୍ଷା; ଭିତ୍ତିଭୂମି ବିକାଶ, ସମୃଦ୍ଧ ସହରର ଯୋଜନା ଓ କାର୍ଯ୍ୟଦକ୍ଷତା ଉପରେ ଗୁରୁତ୍ୱ

ଭୁବନେଶ୍ୱର: ରାଜ୍ୟର ସହରାଞ୍ଚଳରେ ସୁଶାସନ, ଯୋଜନାବଦ୍ଧ ବିକାଶ ଓ ଉନ୍ନତ ନାଗରିକ ସେବାକୁ ଅଧିକ ଗତିଶୀଳ କରିବା ଲକ୍ଷ୍ୟରେ  ଭୁବନେଶ୍ୱର ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟର ଅଡିଟୋରିୟମୀରେ ‘ଓଡ଼ିଶା ଅର୍ବାନ୍ କନକ୍ଲେଭ-୨୦୨୬’ ଅନୁଷ୍ଠିତ ହୋଇଛି। ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଆୟୋଜିତ ଏହି ସମୀକ୍ଷା ଓ ଦିଗଦର୍ଶନ କାର୍ଯ୍ୟକ୍ରମରେ ରାଜ୍ୟର ସହରାଞ୍ଚଳ ସ୍ଥାନୀୟ ସଂସ୍ଥା  ଗୁଡ଼ିକର କାର୍ଯ୍ୟଧାରା ସମୀକ୍ଷା କରାଯିବା ସହ ଆଗାମୀ ଦିନର ପ୍ରାଥମିକତା ନେଇ ବିସ୍ତୃତ ଆଲୋଚନା ହୋଇଛି| ଗୃହ ନିର୍ମାଣ…

ପର୍ଯ୍ୟଟନର ଭୂମିକା ଉପରେ ଆଲୋକପାତ କଲେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

ବାରାଣାସୀ / ଭୁବନେଶ୍ୱର : ଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବାରାଣାସୀଠାରେ ଆୟୋଜିତ FHRAI ର ୫୬ତମ ବାର୍ଷିକ ସମ୍ମିଳନୀର ଉଦଘାଟନୀ ଉତ୍ସବରେ ଯୋଗଦେଇଛନ୍ତି। “ଅନନ୍ତ କାଶୀ: ଆଧ୍ୟାତ୍ମିକତା, ସଂସ୍କୃତି, ବ୍ୟଞ୍ଜନ ଏବଂ କଳା ମାଧ୍ୟମରେ ପର୍ଯ୍ୟଟନର ଭବିଷ୍ୟତ” ବିଷୟବସ୍ତୁ ଉପରେ ବକ୍ତବ୍ୟ ରଖି, ଉପମୁଖ୍ୟମନ୍ତ୍ରୀ ଓଡ଼ିଶା ଦୃଷ୍ଟିକୋଣରୁ ପର୍ଯ୍ୟଟନ, ହୋଟେଲ ଶିଳ୍ପ, ଗ୍ରାମୀଣ ଅର୍ଥନୀତି ଏବଂ ବିକାଶ ମଧ୍ୟରେ ଥିବା ସମ୍ପର୍କ ବିଷୟରେ ଆଲୋଚନା…

ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଖରିଫ ଧାନ ବିକ୍ରୟ ପାଇଁ ପଞ୍ଜିକରଣ

ଭୁବନେଶ୍ବର: ଖରିଫ ଧାନ ସଂଗ୍ରହ ବିପଣନ ଋତୁ ୨୦୨୬-୨୭ ପାଇଁ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୭ ଲକ୍ଷ ୧୮ ହଜାରରୁ ଅଧିକ ଚାଷୀ ନାମ ପଞ୍ଜିକରଣ କରିସାରିଲେଣି। ବିଶେଷ କରି ଗୋଟିଏ ଦିନରେ ୧ ଲକ୍ଷରୁ ଅଧିକ ଚାଷୀ ନିଜ ନାମ ପଞ୍ଜିକରଣ କରିଛନ୍ତି| ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଏହି ପ୍ରକ୍ରିୟା ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରାଥମିକ କୃଷି ସମବାୟ ସମିିତି(ପ୍ୟାକ୍ସ), ବୃହତ୍‌ ଆଦିବାସୀ…

ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର ଜିଲ୍ଲାରେ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ଵ

ଭୁବନେଶ୍ୱର: ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ପ୍ରଭାବିତ ଅଞ୍ଚଳରେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସ୍ଥିତିର ନିରନ୍ତର ତଦାରଖ ଓ ଆବଶ୍ୟକ ସହାୟତା ସୁନିଶ୍ଚିତ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ବିଭିନ୍ନ ବନ୍ୟାପ୍ରଭାବିତ ଜିଲ୍ଲାରେ ନିୟୋଜିତ କରାଯାଇଛି। ନିୟୋଜିତ ଅଧିକାରୀମାନେ ନିଜ ନିଜ ଦାୟିତ୍ୱପ୍ରାପ୍ତ ଜିଲ୍ଲା ଅଭିମୁଖେ ଯାତ୍ରା କରି ସେଠାରେ ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାର ସ୍ଥିତି ସମୀକ୍ଷା କରିବା ଆରମ୍ଭ କରିଛନ୍ତି। ଏଥିସହିତ, ବରିଷ୍ଠ ଅଧିକାରୀମାନେ ଜିଲ୍ଲା ପ୍ରଶାସନ ଓ…

ବିଶ୍ୱ ବିଦ୍ୟାଳୟରେ ଖାଲି ପଡ଼ିଥିବା ପଦବୀ ଗୁଡ଼ିକୁ ଯଥାଶୀଘ୍ର ପୂରଣ କରିବା ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର: ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ରାଜ୍ୟର ସମସ୍ତ ସରକାରୀ ବିଶ୍ୱ ବିଦ୍ୟାଳୟର କୁଳପତି, ରେଜିଷ୍ଟାର, ପିଜି କାଉନସିଲ ଅଧ୍ୟକ୍ଷମାନଙ୍କୁ ନେଇ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂରଜ ସମସ୍ତ ବିଶ୍ୱ ବିଦ୍ୟାଳୟର କାର୍ଯ୍ୟାବଳୀ ସମ୍ବନ୍ଧରେ ସମୀକ୍ଷା କରିଛନ୍ତି। ବିଶ୍ୱ ବିଦ୍ୟାଳୟରେ ଖାଲି ପଡ଼ିଥିବା ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ପଦବୀଗୁଡ଼ିକୁ ଖୁବଶୀଘ୍ର ପୂରଣ କରାଯିବା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ…

ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ସମାପ୍ତି ଉପରେ ପ୍ରମୁଖ ଶାସନ ସଚିବଙ୍କ ଗୁରୁତ୍ୱ

ଭୁବନେଶ୍ୱର: ସହାୟତାରେ ରାଜ୍ୟରେ ଚାଲିଥିବା ଆର୍‌.ଆଇ.ଡି.ଏଫ୍‌ (Rural Infrastructure Development Fund) ପ୍ରକଳ୍ପର କାର୍ଯ୍ୟକାରିତା ନେଇ ଏକ ସମୀକ୍ଷା ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ମୋଟ ୬୮ଟି ପ୍ରକଳ୍ପ ବିଷୟରେ ଆଲୋଚନା ହୋଇଥିଲା। ଅନୁମୋଦିତ ହୋଇଥିବା ମୋଟ ୧୯୨ଟି ଆର୍‌.ଆଇ.ଡି.ଏଫ୍‌ ପ୍ରକଳ୍ପ ମଧ୍ୟରୁ ୧୨୪ଟି ପ୍ରକଳ୍ପ ସମାପ୍ତି ହୋଇଥିବାବେଳେ ବାକିଥିବା ୬୮ଟି ପ୍ରକଳ୍ପର ସ୍ଥିତି ଓ…