‘ହିନ୍ଦୀ ଭାଷା ବିକଶିତ ହେବା ସହ ଯୁବ ପିଢ଼ିଙ୍କ ସହିତ ଯୋଡ଼ି ହେବା ଉଚିତ’

ଭୁବନେଶ୍ୱର: ଏକ ଭାଷା ସେତେବେଳେ ପ୍ରାଣବନ୍ତ ରହିଥାଏ ଯେତେବେଳେ ଏହା ସମୟ ସହିତ ବିକଶିତ ହୁଏ ଏବଂ ଯୁବ ପିଢ଼ିର ଆକାଂକ୍ଷା ସହିତ ଯୋଡ଼ି ହୁଏI ଏ ଦିଗରେ ହିନ୍ଦୀକୁ ଆଧୁନିକ ଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନର ଭାଷା କରିବାର ଆବଶ୍ୟକତା ଉପରେ ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଗୁରୁତ୍ୱାରୋପ କରିଛନ୍ତିI ଶୁକ୍ରବାର ଦିନ ଭୁବନେଶ୍ୱରସ୍ଥିତ CSIR-Institute of Minerals and Materials Technology (CSIR-IMMT) ଠାରେ ପ୍ରଥମ ଅନ୍ତର୍ଜାତୀୟ ସରକାରୀ ଭାଷା ବାର୍ଷିକ…

‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍’ ମିଟ୍ ରେ ୨୭ ଟି ଦେଶରୁ ମୋଟ ୧୮୮ ଜଣ ଆଥଲେଟ୍ ଅଂଶଗ୍ରହଣ କରିବେ

ଭୁବନେଶ୍ୱର: ୧୭ ଅଗଷ୍ଟ ୨୦୨୬: ଓଡ଼ିଶାର କ୍ରୀଡ଼ା ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଆସନ୍ତା ଅଗଷ୍ଟ ୨୨ ତାରିଖରେ ଭୁବନେଶ୍ୱରର ପ୍ରସିଦ୍ଧ କଳିଙ୍ଗ ଷ୍ଟାଡିୟମରେ ପ୍ରସିଦ୍ଧ ‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍’ ଅନୁଷ୍ଠିତ ହେବ। ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ, ଭାରତୀୟ ଆଥଲେଟିକ୍ସ ମହାସଂଘ (AFI) ଏବଂ ୱାର୍ଲ୍ଡ ଆଥଲେଟିକ୍ସର ମିଳିତ ସହଯୋଗରେ ଏହି ବିଶାଳ ପ୍ରତିଯୋଗିତା ଆୟୋଜିତ ହେଉଛି। ଗତବର୍ଷ ଏହା ବ୍ରୋଞ୍ଜ ସ୍ତରର ହୋଇଥିବା ବେଳେ,…

ଶିଶୁଙ୍କ ପୋଷଣ ମାପ ପାଇଁ ଆରମ୍ଭ ହେବ AI-ଭିତ୍ତିକ ସିଷ୍ଟମ୍

ଭୁବନେଶ୍ୱର: ରାଜ୍ୟ ମହିଳା ଓ ଶିଶୁ ବିକାଶ (WCD) ବିଭାଗ ପକ୍ଷରୁ ଭୁବନେଶ୍ୱରଠାରେ ରାଜ୍ୟସ୍ତରୀୟ ‘ବିଶ୍ୱ ସ୍ତନ୍ୟପାନ ସପ୍ତାହ ୨୦୨୬’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଛୋଟ ଶିଶୁ ଓ ସେମାନଙ୍କ ପିତାମାତା ଅଂଶଗ୍ରହଣ କରିଥିଲେ। ଏହି ସମାରୋହରେ ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର-ତଥା-ଶାସନ ସଚିବ ଡ. ମୃଣାଳିନୀ ଦର୍ଶୱାଲ ଅଧ୍ୟକ୍ଷତା କରିଥିବା ବେଳେ ବିଭାଗୀୟ ନିର୍ଦ୍ଦେଶିକା ମନୀଷା ବାନାର୍ଜୀ ସ୍ୱାଗତ ଭାଷଣ ଦେଇଥିଲେ। କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଡ. ଦର୍ଶୱାଲ ସ୍ତନ୍ୟପାନର ଗୁରୁତ୍ୱ…

ଓଡ଼ିଶାର ସମୃଦ୍ଧ ଇତିହାସ, ଐତିହ୍ୟ, ସ୍ଥାପତ୍ୟ, ସାହିତ୍ୟ, କଳା ଓ ସଂସ୍କୃତି ସମ୍ବନ୍ଧରେ ଚୀନ ଓ ଇରାନର ପ୍ରତିନିଧିମାନଙ୍କୁ ଅବଗତ କରାଇଲେ ସଂଗ୍ରହାଳୟ ଅଧୀକ୍ଷକ

ଭୁବନେଶ୍ୱର: ଭୁବନେଶ୍ୱରରେ ଆୟୋଜିତ ହେଉଥିବା ବ୍ରିକ୍ସ ଶିକ୍ଷା ସମ୍ମିଳନୀରେ ଯୋଗଦେଇଥିବା ଚୀନ ଓ ଇରାନ ଦେଶର ପ୍ରତିନିଧି ମଣ୍ଡଳୀ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପରିଦର୍ଶନ କରିଥିଲେ। ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ଅଧୀକ୍ଷକ ଡ଼. ଭାରତୀ ପାଲ ସମସ୍ତଙ୍କୁ ସ୍ୱାଗତ ଜଣାଇବା ସହ ଓଡ଼ିଶାର ସମୃଦ୍ଧ ଇତିହାସ, ଐତିହ୍ୟ, ସ୍ଥାପତ୍ୟ, ସାହିତ୍ୟ, କଳା ଓ ସଂସ୍କୃତି ସମ୍ବନ୍ଧରେ ଚୀନ ଓ ଇରାନ ଦେଶର ପ୍ରତିନିଧିମାନଙ୍କୁ ଅବଗତ କରାଇଥିଲେ। ପ୍ରତିନିଧିମାନେ ସଂଗ୍ରହାଳୟରେ ଥିବା ପ୍ରତ୍ନତତ୍ତ୍ୱ, ତାଳପତ୍ର ପୋଥି, ଲିପିତତ୍ତ୍ୱ, ମୁଦ୍ରା,…

ଓଡ଼ିଶାର ସ୍ୱଚ୍ଛ ଶକ୍ତିରେ ଅଗ୍ରଗତି ବିଷୟରେ ବଖାଣିଲେ ଉପ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ହୋଟେଲ ଲି ମେରିଡିଏନଠାରେ ଆୟୋଜିତ ୭ମ ସିଆଇଆଇ ଅନ୍ତର୍ଜାତୀୟ ଶକ୍ତି ସମ୍ମିଳନୀ ୨୦୨୬ରେ ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଯୋଗଦେଇ ରାଜ୍ୟର ସ୍ୱଚ୍ଛ ଶକ୍ତି ଓ ସବୁଜ ଉତ୍ପାଦନ କ୍ଷେତ୍ରର ଅଗ୍ରଗତି ବିଷୟରେ ଆଲୋକପାତ କରିଛନ୍ତି। କେନ୍ଦ୍ର ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ଭୁଟାନ ଶକ୍ତି ମନ୍ତ୍ରୀ ଲିୟନପୋ ଜେମ୍ ସେରିଙ୍ଗ ଓ ଶ୍ରୀଲଙ୍କାର ଶକ୍ତି ମନ୍ତ୍ରୀ ଅନୁରା କରୁଣାଥିଲାକେଙ୍କ ଉପସ୍ଥିତିରେ ଆୟୋଜିତ ଏହି ସମ୍ମିଳନୀରେ ଭାରତର ଶକ୍ତି…

ବ୍ରିକ୍ସ-ଭାରତ ଅଧ୍ୟକ୍ଷତାର ଶିକ୍ଷା କ୍ଷେତ୍ର ବୈଠକମାଳାରେ ୧୧ଟି ବ୍ରିକ୍ସ ସଦସ୍ୟ ଦେଶର ୮ ଶିକ୍ଷାମନ୍ତ୍ରୀଙ୍କ ସହ  ୪୦ ଜଣ ବରିଷ୍ଠ ପଦାଧିକାରୀ ଅଂଶଗ୍ରହଣ କରିବେ

ଭୁବନେଶ୍ୱର: ଅଗଷ୍ଟ ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ-ଭାରତ ଅଧ୍ୟକ୍ଷତାର ଶିକ୍ଷାକ୍ଷେତ୍ର ବୈଠକମାଳା ( ବ୍ରିକ୍ସ ଇଣ୍ଡିଆ ଚେୟାରସିପ୍ ଏଜୁକେସନ ଟ୍ରାକ୍ ମିଟିଙ୍ଗ୍ସ) ଅନୁଷ୍ଠିତ ହେବ। ଏହି ଆନ୍ତର୍ଜାତୀୟସ୍ତରୀୟ ବୈଠକର ସୁପରିଚାଳନା ଓ ସଫଳ ଆୟୋଜନ ନେଇମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ହୋଟେଲ ମେ ଫେୟାର ଲାଗୁନ୍‌ ଠାରେ ଅନୁଷ୍ଠିତ ହେବାକୁ ଥିବା ଏହି  କାର୍ଯ୍ୟକ୍ରମରେ ୧୧ଟି ବ୍ରିକ୍ସ ସଦସ୍ୟ…

ଓଡ଼ିଶା–ଜାପାନ ତତ୍ତୋରି ମୈତ୍ରୀ ଚୁକ୍ତି ଦିଗରେ ଅଗ୍ରଗତି 

ଭୁବନେଶ୍ୱର: ଓଡ଼ିଶା ଓ ଜାପାନ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଓଡ଼ିଶା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଜାପାନ ତତ୍ତୋରି ପ୍ରଦେଶ (ପ୍ରିଫେକ୍ଚର)ର  ମୁଖ୍ୟ ଶାସନ ସଚିବ  ତୋଶିକି ଏଣ୍ଡୋଙ୍କ ନେତୃତ୍ୱରେ ଓଡ଼ିଶା ଆସିଥିବା ୧୩ ଜଣିଆ ପ୍ରତିନିଧି ଦଳଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିଥିଲେ। ଏହି ବୈଠକରେ ପୁଞ୍ଜିନିବେଶ, ଶିଳ୍ପ ବିକାଶ, ମାନବ ସମ୍ବଳ, ଶିକ୍ଷା, ପର୍ଯ୍ୟଟନ, ସଂସ୍କୃତି, ପ୍ରଯୁକ୍ତି ବିଦ୍ୟା  ଆଦି କ୍ଷେତ୍ରରେ ଦୀର୍ଘମିଆଦି ସହଯୋଗ ସଂପର୍କରେ…

ଭବ୍ୟ ରଥଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରା

ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଅବସରରେ ଗୁରୁବାର ଦିନ ପୁରୀରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତଙ୍କ ସହ ସାମିଲ ହୋଇ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ଭବ୍ୟ ରଥଯାତ୍ରାରେ ଯୋଗ ଦେଇଛନ୍ତି ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଏବଂ ରାଜ୍ୟର ପ୍ରଥମ ମହିଳା ଡ. ଜୟଶ୍ରୀ କମ୍ଭମପାଟି। ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି ରାଜ୍ୟପାଳ ଓଡ଼ିଶାବାସୀଙ୍କ ଶାନ୍ତି, ସମୃଦ୍ଧି ଓ ସୁଖମୟ ଜୀବନ ପାଇଁ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଥିଲେ।…

‘ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହିତ ସହଯୋଗ ସାରା ବିଶ୍ୱର ପର୍ଯ୍ୟଟକମାନଙ୍କ ପାଇଁ  ଆଧ୍ୟାତ୍ମିକ ଅନୁଭୂତି ସୃଷ୍ଟି କରିବ’

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ବୌଦ୍ଧ ସଂସ୍କୃତିର ସଂରକ୍ଷଣ ଏବଂ ପ୍ରସାର ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଲୋକସେବା ଭବନଠାରେ ପର୍ଯ୍ୟଟନ ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଜିରାଙ୍ଗସ୍ଥିତ ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହିତ ଏକ ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହୋଇଛି। ଓଡ଼ିଶାକୁ ବୌଦ୍ଧ ଐତିହ୍ୟ, ଆଧ୍ୟାତ୍ମିକତା, ଗବେଷଣା ଏବଂ ସାଂସ୍କୃତିକ ପର୍ଯ୍ୟଟନ କ୍ଷେତ୍ରରେ ଏକ ବିଶ୍ୱସ୍ତରୀୟ ମାନ୍ୟତାପ୍ରାପ୍ତ କେନ୍ଦ୍ର ଭାବେ ଗଢ଼ି ତୋଳିବା ପାଇଁ ରାଜ୍ୟ ସରକାରଙ୍କ…

ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା: ସ୍ବଛତା ଉପରେ ସର୍ବାଧିକ ଗୁରୁତ୍ୱ

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନଗର ଉନ୍ନୟନ ବିଭାଗ ପାଇଁ ଅନେକ ଆହ୍ୱାନ ରହିଥାଏ। ପୁରୀ ମହାନଗର ନିଗମ ବହୁ ପୂର୍ବରୁ ଚଳିତ ରଥଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ସମସ୍ତଙ୍କ ସହଯୋଗ ଓ ସମ୍ମିଳିତ ଭାବେ କାର୍ଯ୍ୟ କରି,ଉନ୍ନତ ସେବା ଯୋଗାଇ ଶୃଙ୍ଖଳିତ ରଥଯାତ୍ରାକୁ ସଫଳ କରିବା ବୋଲି କହିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ। ଆଗାମୀ ରଥଯାତ୍ରା ପରିପ୍ରେକ୍ଷୀରେ ନଗର ଉନ୍ନୟନ…