ସେପ୍ଟେମ୍ବର ୨୮ରେ ମେଡିଏସନ ଆଇନ ୨୦୨୩ ସମ୍ପର୍କିତ ଜାତୀୟ କର୍ମଶାଳା

ଭୁବନେଶ୍ୱର: ମେଡିଏସନ ମାଧ୍ୟମରେ ମକଦମା ଗୁଡିକର ସମାଧାନ ପାଇଁ ଉଦିଷ୍ଟ ଥିବା ଆଇନଗତ ଦିଗ ଉପରେ ଆଲୋଚନା ନିମନ୍ତେ ଏକ ଜାତୀୟ ସ୍ତରୀୟ କର୍ମଶାଳା ଆୟୋଜନ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତିI ଏହି କ୍ରମରେ ଆସନ୍ତା ସେପ୍ଟେମ୍ବର ୨୮ରେ ଭୁବନେଶ୍ୱରରେ କର୍ମଶାଳା ଅନୁଷ୍ଠିତ ହେବ। ଏହି କର୍ମଶାଳା ଆୟୋଜନ ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛିI ଲୋକସେବା ଭବନସ୍ଥିତ ଆଇନ ବିଭାଗ…

୧୧ ଅତିରିକ୍ତ ଜିଲ୍ଲା ଜଜ କୋର୍ଟ ପ୍ରତିଷ୍ଠା ନେଇ ବିଜ୍ଞପ୍ତି ଜାରି

ଭୁବନେଶ୍ୱର: ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ନିମନ୍ତେ ୧୧ଗୋଟି ଅତିରିକ୍ତ ଜିଲ୍ଲା ଜଜ କୋର୍ଟ ପ୍ରତିଷ୍ଠା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛିI ଏହି କ୍ରମରେ ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀ, ନୟାଗଡ଼ ଓ କେନ୍ଦ୍ରାପଡା ଜିଲ୍ଲାରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲ୍ଲା ଜଜ ( ଭିଜିଲାନ୍ସ ) କୋର୍ଟ ପ୍ରତିଷ୍ଠା ପାଇଁ ତା ୦୪. ୦୮. ୨୦୨୫ ରିଖରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏତଦବ୍ୟତୀତ ପୁରୀ ଜିଲ୍ଲାର ପିପିଲି, ନୟାଗଡ଼ ଜିଲ୍ଲାର ରଣପୁର,…

ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ୱାରା କ୍ୟାମ୍ପ କୋର୍ଟ;  ୧୩୯ ମାମଲା ଗ୍ରହଣ ଓ ନିଷ୍କାସନ

ଭୁବନେଶ୍ୱର: ନାଗରିକ-କୈନ୍ଦ୍ରିକ ଶାସନ ଏବଂ ସମୟାନୁବର୍ତ୍ତୀ ନ୍ୟାୟ ପ୍ରଦାନ ସୁନିଶ୍ଚିତ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ଭୁବନେଶ୍ୱରର ଉନ୍ନତି ଭବନରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର କ୍ୟାମ୍ପ କୋର୍ଟ ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ନାଗରିକ କେନ୍ଦ୍ରିକ ଆଭିମୁଖ୍ୟ ସୁନିଶ୍ଚିତ କରିବା ଏବଂ ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ODA) ଆଇନ, ୧୯୮୨ ଅନୁଯାୟୀ ଦାୟର…

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ଗଞ୍ଜାମ ଓ କେନ୍ଦ୍ରାପଡ଼ା ଜିଲ୍ଲାର ୫ଟି ପ୍ରବାସ ପ୍ରବଣ ବ୍ଲକରେ ସଚେତନତା ସୃଷ୍ଟି କରିବ

ଭୁବନେଶ୍ଵର: କୃଷି ଭବନ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କରିଛନ୍ତି l ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଖାଦ୍ୟ ଓ କୃଷି ସଂଗଠନ (ଏଫଏଓ) ଓ ଅନ୍ତର୍ଜାତୀୟ ପ୍ରବାସ ସଂଗଠନ (International Organization for  Migration)ର ମିଳିତ ସହଯୋଗ ଓ ଜାତିସଂଘ ପ୍ରବାସୀ ମଲ୍ଟି-ପାର୍ଟନର ଟ୍ରଷ୍ଟ ଫଣ୍ଡର ସମର୍ଥନରେ ଓଡ଼ିଶାର ପ୍ରଥମ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଆରମ୍ଭ…

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ଜଣେ ଗିରଫ

ଭୁବନେଶ୍ୱର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ଜଣେ ଅଭିଯୁକ୍ତଙ୍କୁ କ୍ରାଇମ୍ ବ୍ରାଞ୍ଚ ଗିରଫ କରିଛି। ଯାହା ଫଳରେ ଏହି ମାମଲାରେ ଗିରଫ  ସଂଖ୍ୟା ୭କୁ ବୃଦ୍ଧି ପାଇଛି ବୋଲି କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ହେଉଛନ୍ତି,  କଳାହାଣ୍ଡି ଜିଲ୍ଲାର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର  ଶିକ୍ଷକ ପ୍ରଶାନ୍ତ କୁମାର ଖମାରୀ।  ପୂର୍ବରୁ ଏହି ମାମଲାରେ କ୍ରାଇମବ୍ରାଞ୍ଚ  ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ରାଜ୍ୟ…

ପୋଶ୍‌ ଆଇନ, ୨୦୧୩ ସମ୍ବନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ଷମ

ଭୁବନେଶ୍ୱର: କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ (ସୁରକ୍ଷା, ନିଷେଧ ଓ ନିବାରଣ) ଆଇନ୍‌-୨୦୧୩ ସମ୍ବନ୍ଧୀୟ ଏକ କର୍ମଶାଳା ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କାର୍ଯ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ଅଧ୍ୟକ୍ଷା ଯୁଗ୍ମ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସ୍ନିUା ଚମ୍ପତିରାୟ ଅଧ୍ୟକ୍ଷତା କରିଥିଲେ। କମିଟିର ସଦସ୍ୟମାନେ ସମସ୍ତ ସରକାରୀ କର୍ମକ୍ଷେତ୍ରରେ ମହିଳାଙ୍କୁ ସୁସ୍ଥ ଏବଂ ନିରାପଦ ପରିବେଶ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଥିଲେ। କମିଟିର ଲକ୍ଷ୍ୟ, ଆଭିମୁଖ୍ୟ ଓ ପୋଶ୍‌ ଆଇନ୍‌,…

ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ୩ ଦିନିଆ ତାଲିମ ଉଦଯାପିତ

ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩  ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦଯାପିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ତ। ୨୯.୦୭.୨୦୨୫ରିଖରେ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ଉଦଘାଟନ କରିଥିଲେ। ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ନିର୍ଦେଶକ, ରାଜ୍ୟ ଶ୍ରମ ସଂସ୍ଥାନ ନୀତି ରଞ୍ଜନ ଶେନ ଉଦ୍ଘାଟନୀ କାର୍ଯକ୍ରମକୁ ସଂଚାଳନା କରିଥିଲେ। ବିଘ୍ନଜିତ ମହନ୍ତ…

ପୋଶ ଆଇନ ୨୦୧୩ ସମ୍ବନ୍ଧରେ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ(ସୁରକ୍ଷା, ନିଷେଧ ଓ ନିବାରଣ) ଆଇନ ୨୦୧୩ ସମ୍ବନ୍ଧରେ ଏକ ସମ୍ବେଦନଶୀଳ ଓ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାସ୍ତରୀୟ ମାଷ୍ଟର ଟ୍ରେନରମାନଙ୍କୁ ପ୍ରଶିକ୍ଷିତ କରି ସମସ୍ତ ଜିଲ୍ଲାରେ ଥିବା ଆଭ୍ୟନ୍ତରୀଣ ସମିତି(ଇଣ୍ଟରନାଲ କମିଟି)ସଦସ୍ୟମାନଙ୍କୁ ପ୍ରଭାବଶାଳୀ ଭାବରେ ପୋଶ ଆଇନ ବିଷୟରେ ଶିକ୍ଷା ଦେବା ଏହି ପ୍ରଶିକ୍ଷଣର ମୁଖ୍ୟ ଉଦ୍ଦେଶ୍ୟ। ମହିଳା…

ରାଜ୍ୟରେ ସର୍ବୋତ୍ତମ ମନ୍ଦିର ପରିଚାଳନା ନେଇ ଆସିବ ମାର୍ଗଦର୍ଶିକା: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର: ରାଜ୍ୟରେ ଥିବା ପୁରାତନ ମନ୍ଦିର ଗୁଡିକର ଶୃଙ୍ଖଳିତ ରୀତିନୀତି ଓ ପରିଚାଳନା ନେଇ ସର୍ବୋତ୍ତମ ନୀତି ଆସିବI ଏଥିସହିତ ମନ୍ଦିରର ଉନ୍ନତିକରଣ ଓ ସଂରକ୍ଷଣକୁ ମଧ୍ୟ ଗୁରୁତ୍ୱ ଦିଆଯିବI ଏଥିଲାଗି ଅନ୍ୟ ରାଜ୍ୟ ଯଥା ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ଭଳି ପ୍ରମୁଖ ରାଜ୍ୟ ଗୁଡିକରେ ମନ୍ଦିର ପରିଚାଳନାକୁ ଅନୁଧ୍ୟାନ କରାଯାଇ ଓଡିଶା ଲାଗି ସର୍ବୋତ୍ତମ ନୀତି ପ୍ରଣୟନ କରାଯିବ ବୋଲି ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମତବ୍ୟକ୍ତ…

ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ୩ ଦିନିଆ ତାଲିମ

ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩  ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦ୍ଘାଟିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ଉଦଘାଟନ କରିଥିଲେ। ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ନିର୍ଦେଶକ, ରାଜ୍ୟ ଶ୍ରମ ସଂସ୍ଥାନ ନୀତି ରଞ୍ଜନ ଶେନ ଉଦ୍ଘାଟନୀ କାର୍ଯକ୍ରମକୁ ସଂଚାଳନା କରିଥିଲେ।  ଅନ୍ୟାନ୍ୟ ଅତିଥି ଭାବେ ନରେଶ…