ଚାଂଚଲ୍ୟ: ରାତି ଅଧରେ ନାବାଳିକା ଅପହରଣ ଉଦ୍ୟମ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ରବିବାର ରାତିରେ ଏକ ଚିନ୍ତାଜନକ ଘଟଣା ଘଟିଛି । ଜଣେ ନାବାଳିକାଙ୍କୁ ନିଶାଦେଇ ତାଙ୍କୁ ଅପହରଣ କରିବା ଉଦ୍ୟମ କରାଯାଇଛି । ତେବେ ସ୍ଥାନୀୟ ଜନସାଧାରଣ ଦୁଇ ଅପହର୍ତାଙ୍କର ଏଭଳି ଉଦ୍ୟମ ଦେଖିବା ପରେ ସେମାନଙ୍କୁ ଧରି ପୋଲିସ ଜିମା ଦେବାସହିତ ନାବାଳିକାଙ୍କୁ ସେମାନଙ୍କ କବଳରୁ ଉଦ୍ଧାର କରିବାରେ ସଫଳ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଏହି ଦୁଇ ଅପହରଣକାରୀ ପଶ୍ଚିମବଙ୍ଗ ଅଂଚଳର । ବିଳମ୍ବିତ ରାତିରେ ଡୁମୁଡୁମା ଅଂଚଳରେ ଏଭଳି…

ଦୁଇ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ

ଭୁବନେଶ୍ୱର:ମାଓବାଦୀ ଅଭିଯାନ କ୍ଷେତ୍ରରେ ମାଲକାନଗିରି ପୋଲିସକୁ ଏକ ବଡ ସଫଳତା ମିଳିଛି। ଦୁଇ ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଦୁଇ ମାଓବାଦୀ ହେଉଛନ୍ତି କେସା କୱାସି  ଓ ରାକେଶ ଓରଫ ସାନୁ କୁଞ୍ଜମ।  ମାଓବାଦୀ କେସା କୱାସିର ଘର ଛତିଶଗଡ଼ର ବସ୍ତର  ଜିଲ୍ଲା ଦରବା  ଥାନା ଅଞ୍ଚଳରେ  ଏବଂ  ସାନୁ କୁଞ୍ଜମ ଓରଫ ରାକେଶ ଛତିଶଗଡ଼ର ବିଜାପୁର ଜିଲ୍ଲା ଗାଙ୍ଗଲୁର ଥାନା ଅଞ୍ଚଳରେ। ଉଭୟଙ୍କ ନିକଟରୁ ଗୋଟିଏ ପିସ୍ତଲ, ୬  ରାଉଣ୍ଡ ଗୁଳି, …

ବିଶ୍ୱ ଶିଶୁ ଶ୍ରମିକ ବିରୋଧୀ ଦିବସ

ଭୁବନେଶ୍ୱର: ପ୍ରତିବର୍ଷ ଜୁନ୍ ୧୨ ତାରିଖରେ ବିଶ୍ୱ ଶିଶୁ ଶ୍ରମିକ ବିରୋଧୀ ଦିବସ ପାଳନ କରାଯାଏ। ଏହା ଶିଶୁ ଶ୍ରମିକ ସମସ୍ୟା ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ବିଶ୍ୱବ୍ୟାପୀ ଶିଶୁଙ୍କ ଅଧିକାର ପାଇଁ ପ୍ରଚାର କରିବା ପାଇଁ ଉତ୍ସର୍ଗୀକୃତ ଏକ ଦିବସ। ଜାତିସଂଘର ଏକ ସ୍ୱତନ୍ତ୍ର ସଂସ୍ଥା, ଆନ୍ତର୍ଜାତୀୟ ଶ୍ରମ ସଂଗଠନ (ଓଖଙ) ୨୦୦୨ ମସିହାରେ ପ୍ରଥମେ ଏହି ଦିବସକୁ ପାଳନ କରିଥିଲେ । କ୍ଷତିକାରକ ଶ୍ରମ କାର୍ୟ୍ୟରେ ନିଯୋଜିତ ଥିବା ଲକ୍ଷ ଲକ୍ଷ ଶିଶୁ…

ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି : ପାଞ୍ଚ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ  ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ  ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ  ଗିରଫ କରିଛି। ଏହା ସହିତ ଏହି ମାମଲାରେ ମୋଟ ଗିରଫ ସଂଖ୍ୟା 25କୁ ବୃଦ୍ଧି ପାଇଛି। ଗିରଫ ହୋଇଥିବା ପାଞ୍ଚ ଅଭିଯୁକ୍ତ ହେଉଛନ୍ତି ବଲାଙ୍ଗୀର ଥାନା ମୁରିବାହଲର  କୁଳମଣି ରାଣା (୨୪), ବଲାଙ୍ଗୀର ସଦର ଥାନା କୁଟମଦୋଳାର ଅଜାଉଦିନ କୁମ୍ଭାର (୨୮), ଜଗନ୍ନାଥ ପଡାର…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୁଦ୍ଧରେ ଶକ୍ତ କାର୍ଯ୍ୟାନୁଷ୍ଠାନ ନେବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ

ଭୁବନେଶ୍ୱର; ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଦକ୍ଷଣ ଗୃହ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା ଘୋଷଣା କରିଛନ୍ତି ଯେ ରାଜ୍ୟ ସରକାରଙ୍କ ଦ୍ଵିତୀୟ ବର୍ଷର ଆରମ୍ଭ କେନ୍ଦ୍ରାପଡ଼ା ଜିଲ୍ଲାରେ ବିକାଶମୂଳକ କାର୍ଯ୍ୟ ଆରମ୍ଭରୁ ହିଁ ହେବ। ସମୀକ୍ଷାରୁ ଜଣା ଯାଇଛି ଯେ, କେନ୍ଦ୍ରାପଡ଼ା ଜିଲ୍ଲାରେ ଜଳ ସମ୍ପଦର ବିକାଶ ହେବା ପାଇଁ…

ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜୁନ ୯ ରେ

ଭୁବନେଶ୍ୱର:  ଆସନ୍ତା ଜୁନ ୯ ତାରିଖ (ସୋମବାର) ଦିନ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜୁନ ୬ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ । ଏଥନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ମାଧ୍ୟମରେ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧ୍ୟକ୍ଷକଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକରଣ ପ୍ରାପ୍ତି ସ୍ଵୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ…

ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ତାଲିମ

ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୨ ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଲୋକସେବା ଭବନର କନଭେନସନ କେନ୍ଦ୍ରରେ ଉଦଯାପିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ମଧୁମିତା ନାୟକ ଉଦଘାଟନ କରିଥିଲେ । ଶ୍ରମ ବିଭାଗ ର ଅତିରିକ୍ତ ଶାସନ ସଚିବ ରାଜେଶ କୁମାର ଅଗ୍ରୱାଲା ଏହି କାର୍ଯକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ।  ନିରଞ୍ଜନ…

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କରେ ଗୁରୁତ୍ଵପୂର୍ଣ୍ଣ ବୈଠକ

ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି I ଏହି ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା କରିବା ନିମନ୍ତେ ଆଜି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟIଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା I ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରାକୁ ଶୃଙ୍ଖଳିତ କରିବା  ପାଇଁ ସକ୍ରିୟ ତଥା ସଜାଗ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ …

ବିଏମସିରେ ହେବ ଆଉ ୩ଟି ଓଡିଏ କୋର୍ଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଆଉ ତିନିଟି ଓଡ଼ିଶା ବିକାଶ ପ୍ରାଧିକରଣ (ଓଡିଏ) ଅଦାଲତ ସ୍ଥାପନ କରାଯିବ । ବିଏମସି ପରିସର ଅଞ୍ଚଳରେ ବାସଗୃହ ପ୍ଲାନ ଅନୁମୋଦନକୁ ନେଇ ସୃଷ୍ଟି ହେଉଥିବା ବିବାଦର ଏହି କୋର୍ଟଗୁଡିକ ସମାଧାନ କରିବ । ସମ୍ପ୍ରତି ଏହାକୁ ନେଇ ହଜାର ହଜାର ମାମଲା ରହିଥିବାବେଳେ ତାହା ସମାଧାନ କରିବାକୁ ଗୋଟିଏ ମାତ୍ର ଓଡ଼ିଏ କୋର୍ଟ ରହିଛି । ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ ବିଏମସିର ଓଡ଼ିଏ କୋର୍ଟରେ ସମ୍ପ୍ରତି…

ଅନଲାଇନ କ୍ରିକେଟ୍ ବେଟିଂରେ ଠକାମି: ଦୁଇ ଗିରଫ

କଟକ : ଅନଲାଇନ ଗେମରେ କ୍ରିକେଟ ବେଟିଂ  ମାଧ୍ୟମରେ  ୧ କୋଟି ୮ ଲକ୍ଷ ଟଙ୍କା ଠକାମି କରିଥିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ  ଦୁଇଜଣଙ୍କୁ ଗିରଫ କରିଛି । ଦୁଇ ଅଭିଯୁକ୍ତ ହେଉଛନ୍ତି, ପଶ୍ଚିମବଙ୍ଗର ବାସିନ୍ଦା ଏସ୍.କେ. ୱାସିଉଲ୍ ଇସଲାମ୍ ଓରଫ ରୋହନ୍ ଏବଂ ଭୁବନେଶ୍ୱର ଖାରବେଳନଗର ଅଞ୍ଚଳର ଜ୍ୟୋତି ପ୍ରକାଶ ପଲ୍ଲାଇ। ପୋଲିସ ଅଭିଯୁକ୍ତଙ୍କ ଠାରୁ ପାସବୁକ୍, ଚେକ୍, ମୋବାଇଲ୍ ଫୋନ୍, ସିମ୍ କାର୍ଡ, GST ସାର୍ଟିଫିକେଟ୍, ଆଧାର ଏବଂ ପାନ କାର୍ଡ ଜବତ…