୬୬ ଜଣ ପୋଲିସ ଅଧିକାରୀ ଓ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କଲେ ଡିଜିପି
ଭୁବନେଶ୍ୱର: ସମ୍ବେଦନଶୀଳ ତଥା ଗୁରୁତ୍ୱପୂର୍ଣ୍ଣ ଅପରାଧିକ ମାମଲାରେ ସଫଳ ଦଣ୍ଡବିଧାନ ସୁନିଶ୍ଚିତ କରିବା ସହ ତଦନ୍ତ ଓ ଆଇନଗତ ପ୍ରକ୍ରିୟାରେ ଉତ୍କୃଷ୍ଟ ଅବଦାନ ପାଇଁ ଓଡ଼ିଶା ପୋଲିସର ଅଧିକାରୀ ଏବଂ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କରାଯାଇଛି। ଭୁବନେଶ୍ୱରସ୍ଥିତ ପୋଲିସ ଭବନଠାରେ ଓଡ଼ିଶା ପୋଲିସ କ୍ରାଇମବ୍ରାଞ୍ଚ ପକ୍ଷରୁ ଆୟୋଜିତ ସମ୍ବର୍ଦ୍ଧନା ସମାରୋହରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସଫଳ ଦଣ୍ଡବିଧାନରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଜିଲ୍ଲା ପୋଲିସ ଅଧିକ୍ଷକ,…


