ଆପିଲ୍ ମାମଲାର ଶୀଘ୍ର ସମାଧାନ ପାଇଁ କ୍ୟାମ୍ପ କୋର୍ଟ
ଭୁବନେଶ୍ବର : ନାଗରିକ-କୈନ୍ଦ୍ରିକ ଏବଂ ସମୟାନୁବର୍ତ୍ତୀ ନ୍ୟାୟ ପ୍ରଦାନ ସୁନିଶ୍ଚିତ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ଗୃହ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା ପାଢୀଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର କ୍ୟାମ୍ପ କୋର୍ଟ ଆୟୋଜନ କରାଯାଇଥିଲା। ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ ଆଇନ, ୧୯୮୨ ଅନୁଯାୟୀ ଦାୟର ଆପିଲ୍ ମାମଲାଗୁଡ଼ିକର ତ୍ୱରିତ ସମାଧାନ ଲକ୍ଷ୍ୟରେ ଏହି ପଦକ୍ଷେପ ଗ୍ରହଣ କରାଯାଉଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଏବଂ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ ସହ ଜଡିତ…


