ପୋଶ ଆଇନ ସମ୍ପର୍କରେ ଲୋକସେବା ଭବନ ବିଭାଗୀୟ ଅଧିକାରୀବୃନ୍ଦଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ଆନୁକୂଲ୍ୟରେ ଲୋକସେବା ଭବନ ସମ୍ମେଳନ କକ୍ଷ ଠାରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ(ସୁରକ୍ଷା, ନିଷେଧ ଓ ନିରା଼କାରଣ) ଆଇନ (ପୋଶ୍)୨୦୧୩ ସମ୍ବନ୍ଧରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କର୍ମକ୍ଷେତ୍ରରେ ପୋଶ୍ ଆଇନର ଗୁରୁତ୍ୱ ବିଷୟରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ…


