ମାଓବାଦୀ ଦମନ ଅଭିଯାନ କ୍ଷେତ୍ରରେ ପୋଲିସକୁ ବଡ଼ ସଫଳତା
କଟକ: ମାଓବାଦୀ ଦମନ ଅଭିଯାନ କ୍ଷେତ୍ରରେ କନ୍ଧମାଳ ଜିଲ୍ଲା ପୋଲିସକୁ ଆଜି ଏକ ବଡ଼ ସଫଳତା ମିଳିଛି। ଏହି ଅଭିଯାନରେ 2 ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ବେଳେ ଘଟଣାସ୍ଥଳରୁ ଗୋଟିଏ ରାଇଫଲ, ରିଭଲଭର, ଜୀବନ୍ତ ଗୁଳି, ୱାକି ଟକି, ବ୍ୟାଟେରୀ ଏବଂ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ କରାଯାଇଛି। ମୃତ୍ୟବରଣ କରିଥିବା ଉଭୟ ମାଓବାଦୀ ମଙ୍କୁ ଏବଂ ଚନ୍ଦନ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। କନ୍ଧମାଳ ଜିଲ୍ଲାରେ ସକ୍ରିୟ ଥିବା ମାଓବାଦୀ ଗୃପର ମଙ୍କୁ…


