ବିଜୁ ପଟ୍ଟନାୟକ ବିମାନବନ୍ଦରରେ ବିମାନ ଚଳାଚଳ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ‘ଏଭିଏସନ୍ ସିକ୍ୟୁରିଟି ବେସିକ୍ କୋର୍ସ’ର ଦ୍ୱିତୀୟ ବ୍ୟାଚ୍ ପ୍ରଶିକ୍ଷାର୍ଥୀଙ୍କ ପାଇଁ ପ୍ରାୟୋଗିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରହିଛି। ବିମାନବନ୍ଦରର ଜଟିଳ କାର୍ଯ୍ୟଧାରା ଏବଂ ବୈଷୟିକ ପରିଚାଳନା ସମ୍ପର୍କରେ ପ୍ରଶିକ୍ଷାର୍ଥୀଙ୍କୁ ପ୍ରତ୍ୟକ୍ଷ ଜ୍ଞାନ ପ୍ରଦାନ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ। ରାଜ୍ୟର ବିଭିନ୍ନ ବିମାନବନ୍ଦରରେ ନିୟୋଜିତ ସୁରକ୍ଷା କର୍ମୀଙ୍କ ପାଇଁ ଉଦ୍ଦିଷ୍ଟ ଏହି ୧୫ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବାଣିଜ୍ୟ ଓ ପରିବହନ ବିଭାଗ, ଗୃହ ବିଭାଗ ଏବଂ…

ଓଏଏସ୍ ଏବଂ ଓଆରଏସ୍ ଅଧିକାରୀଙ୍କ ବିରୋଧରେ ଥିବା ଶୃଙ୍ଖଳାଗତ ତଦନ୍ତ ରିପୋର୍ଟ ମାର୍ଚ୍ଚ୍ ୩୧ ପୂର୍ବରୁ ଦାଖଲ ପାଇଁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ୍ (କନିଷ୍ଠ ବର୍ଗ) ଏବଂ ଓଆରଏସ୍ ଅଧିକାରୀମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବକେୟା ଥିବା ତଦନ୍ତ ରିପୋର୍ଟଗୁଡିକ ଶୀଘ୍ର ଦାଖଲ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ ଏ ସଂକ୍ରାନ୍ତରେ ସମସ୍ତ ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ୍, ପୁରୀ, ସମ୍ବଲପୁର, ସୁବର୍ଣ୍ଣପୁର, କନ୍ଧମାଳର ଜିଲ୍ଲା ପରିଷଦମାନଙ୍କର ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ…

ଜାତୀୟ ଏବଂ ଓଡିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ସହଯୋଗରେ ଜନ ଶୁଣାଣି

ଭୁବନେଶ୍ୱର: ମହିଳାଙ୍କ ବିରୁଦ୍ଧରେ ଘରୋଇ ହିଂସା, ନିର୍ଯାତନା, ଯୌତୁକ, ସମ୍ପତ୍ତି ବିବାଦ, କାର୍ଯ୍ୟାଳୟରେ ନିର୍ଯାତନା, ସାଇବର ଅପରାଧ, ପରିତ୍ୟାଗ, ବୈବାହିକ ବିବାଦ ଏବଂ ମହିଳା ଅଧିକାର ଉଲ୍ଲଂଘନ ଏବଂ ମହିଳା କଲ୍ୟାଣ, ଇତ୍ୟାଦି ସମ୍ପର୍କିତ ଅନ୍ୟାନ୍ୟ ପ୍ରସଙ୍ଗ ସହିତ ଜଡିତ ଅଭିଯୋଗର ଉପସ୍ଥାପନା ଓ ଶୁଣାଣି ପାଇଁ ମହିଳାମାନଙ୍କୁ ଏକ ନିଶୁଳ୍କ ପ୍ଲାଟଫର୍ମ ଯୋଗାଇବା ଲକ୍ଷ୍ୟରେ ଜାତୀୟ ମହିଳା ଆୟୋଗ ଏବଂ ଓଡିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ସହଯୋଗରେ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଭୁବନେଶ୍ୱର…

ରାଜ୍ୟ ମହିଳା ଆୟୋଗଙ୍କ ଜନଶୁଣାଣି

ଭୁବନେଶ୍ୱର: ମହିଳାଙ୍କ ଘରୋଇ ହିଂସା, ନିର୍ଯାତନା, ଯୌତୁକ, ସମ୍ପତ୍ତି ବିବାଦ, କାର୍ଯ୍ୟାସ୍ଥଳରେ ନିର୍ଯାତନା, ସାଇବର ଅପରାଧ, ପରିତ୍ୟାଗ, ବୈବାହିକ ବିବାଦ ଏବଂ ମହିଳା ଅଧିକାର ଉଲଂଘନ ଏବଂ ମହିଳା କଲ୍ୟାଣ ସମ୍ପର୍କିତ ଅନ୍ୟାନ୍ୟ ପ୍ରସଙ୍ଗ ସହିତ ଜଡିତ ଅଭିଯୋଗର ଶୁଣାଣି ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଏହିକ୍ରମରେ ଉକ୍ତ ମାମଲା ଗୁଡିକର ଉପସ୍ଥାପନା ଓ ଶୁଣାଣି ପାଇଁ ମହିଳାମାନଙ୍କୁ ଏକ ନିଶୁକ୍ଳ ପ୍ଲାଟଫର୍ମ ଯୋଗାଇବା ଲକ୍ଷ୍ୟରେ ଜାତୀୟ ମହିଳା ଆୟୋଗ ଓ ଓଡ଼ିଶା ରାଜ୍ୟ ମହିଳା…

ଓଡିଶା ପୋଲିସକୁ ଐତିହାସିକ ସଫଳତା

ଭୁବନେଶ୍ୱରର: ରାଜ୍ୟରେ ନକ୍ସଲ ବିରୋଧୀ ଅଭିଯାନରେ ଓଡିଶା ପୋଲିସକୁ ଐତିହାସିକ ସଫଳତା ମିଳିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ବଲାଙ୍ଗୀର ଓ ବରଗଡ ଜିଲ୍ଲାକୁ ନକ୍ସଲ ମୁକ୍ତ ଜିଲ୍ଲା ଭାବେ ଘୋଷଣା କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ , ଛତିଶଗଡ଼ର ମହାସମୁନ୍ଦ ଜିଲ୍ଲାରେ ୧୫ ଜଣ ମାଓବାଦୀ ଅସ୍ତ୍ର ତ୍ୟାଗ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି। ଏହି ମାଓବାଦୀମାନେ ବରଗଡ଼–ବଲାଙ୍ଗିର–ମହାସମୁନ୍ଦ ଡିଭିଜନରେ ସକ୍ରିୟ ଥିଲେ। ଯାହା ଫଳରେ,ବରଗଡ଼ ଓ ବଲାଙ୍ଗିର ଜିଲ୍ଲାକୁ ସମ୍ପୂର୍ଣ୍ଣ…

କଟକ ଉନ୍ନୟନ କର୍ତ୍ତୃପକ୍ଷ (CDA) ପକ୍ଷରୁ ସ୍ୱତନ୍ତ୍ର ନିର୍ମାଣ ନିୟମାବଳୀ-୨୦୨୬ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ

କଟକ: ଐତିହାସିକ କଟକ ସହରର କୋର୍ ଅଞ୍ଚଳ ବା ପୁରାତନ ବସ୍ତିଗୁଡ଼ିକର ବିକାଶ ପାଇଁ ଏକ ସ୍ୱତନ୍ତ୍ର ନିୟମାବଳୀ କାର୍ଯ୍ୟକାରୀ ହୋଇଛି। କଟକ ଉନ୍ନୟନ କର୍ତ୍ତୃପକ୍ଷ (CDA) ପକ୍ଷରୁ ‘ପ୍ଲାନିଂ ଆଣ୍ଡ ବିଲଡିଂ ଷ୍ଟାଣ୍ଡାର୍ଡ ରେଗୁଲେସନ ଫର୍ ଓଲ୍ଡ ଏରିଆଜ୍, ୨୦୨୬’ ସମ୍ପର୍କିତ ଗେଜେଟ୍ ବିଜ୍ଞପ୍ତି ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଏହି ନୂତନ ନିୟମାବଳୀର ମୁଖ୍ୟ ବୈଶିଷ୍ଟ୍ୟ:  * ୪୩ଟି ୱାର୍ଡରେ ଲାଗୁ: ରୂପା ସହର ଭାବେ ପରିଚିତ କଟକର ୪୩ଟି ପୁରାତନ ୱାର୍ଡରେ ଏହି…

“ମହାପ୍ରଭୁଙ୍କ ଜମିର ସୁରକ୍ଷା ଆମର ନୈତିକ ଦାୟିତ୍ବ” – ରାଜସ୍ୱ ସଚିବ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥ ଆମ ଓଡ଼ିଆ ଜାତିର ଜମିଦାରl ସୁତରାଂ ତାଙ୍କର ସମସ୍ତ ଜମିଜମାର ସୁରକ୍ଷା ଆମ ସଭିଙ୍କର ନୈତିକ ଦାୟିତ୍ବ ବୋଲି କହିଛନ୍ତି ରାଜସ୍ୱ ସଚିବ ଡ଼ ଅରବିନ୍ଦ ପାଢ l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମା ସମ୍ବନ୍ଧୀୟ ସୁରକ୍ଷା ନିଶ୍ଚିତ କରିବା ଉଦ୍ଦେଶ୍ଯରେ ଲୋକସେବା ଭବନରେ ରାଜସ୍ୱ ବିଭାଗ ସମ୍ମିଳନୀ କକ୍ଷରେ ରାଜସ୍ୱ ସଚିବଙ୍କ ଅଧକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛିl ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ସୁରକ୍ଷା ଏବଂ ପୁନରୁଦ୍ଧାର ସମ୍ବନ୍ଧରେ ମାନ୍ୟବର ସର୍ବୋଚ୍ଚ…

ଗଣତନ୍ତ୍ରକୁ ସୁଦୃଢ଼ କରିବ ଏସଆଇଆର: ରାଜ୍ୟ ନିର୍ବାଚନ ଆୟୁକ୍ତ

ଭୁବନେଶ୍ୱର: ଲୋକସେବା ଭବନ ସମ୍ମିଳନୀ କକ୍ଷ ଠାରେ  ରାଜ୍ୟସ୍ତରୀୟ ୧୬ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଛି। ଏହି ଦିବସରେ ରାଜ୍ୟ ନିର୍ବାଚନ ଆୟୁକ୍ତ ମଧୁସୂଦନ ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ ରାଜ୍ୟ ତଥା ଦେଶର ଭୋଟର ସଚେତନ ରହି ନିରପେକ୍ଷ ମତଦାନ କଲେ ଗଣତନ୍ତ୍ର ସୁଦୃଢ଼ ହୋଇପାରିବ। ଅଧିକରୁ ଅଧିକ କେମିତି ମତଦାନ ହେଇପାରିବ ସେ ଦିଗରେ ପଦକ୍ଷେପ ନେବା ସହିତ ସହରାଞ୍ଚଳ ଭୋଟ ହାର ବଢ଼େଇବା ଉପରେ ଗୁରୁତ୍ୱ ଦେଇଥିଲେ।…

୨୦ ବର୍ଷର ଇତିହାସରେ ଭିଜିଲାନ୍‌ସ ବିଭାଗର ସର୍ବାଧିକ ସଫଳତା ୨୦୨୫ରେ

ଭୁବନେଶ୍ୱର: ଗତ ୨୦ ବର୍ଷର ଇତିହାସକୁ ପଛରେ ପକାଇ ଓଡ଼ିଶା ଭିଜିଲାନ୍ସ ଏକ ଉତ୍କୃଷ୍ଟ ଉଦାହରଣ ସୃଷ୍ଟି କରିଛି। ସରକାରଙ୍କ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଯୋଗୁ ରାଜ୍ୟରେ ଭିଜିଲାନ୍‌ସ ବିଭାଗ ସକ୍ରିୟ ଭାବରେ କାର୍ଯ୍ୟକରି ଦୁର୍ନୀତିଖୋର୍ ମାନଙ୍କୁ ଧରିବାରେ ସଫଳ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ଭିଜିଲାନ୍‌ସ ବିଭାଗର ଏକ ସମୀକ୍ଷା ବୈଠକରୁ ଏହା ସ୍ପଷ୍ଟ ହୋଇଛି। ବୈଠକର ଆଲୋଚନାରୁ ଜଣାପଡିଛି, ୨୦୨୫ ଏପ୍ରିଲ ପହିଲାରୁ  ଡିସେମ୍ୱର…

ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା

ଭୁବନେଶ୍ୱର : ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ  ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଯୁଦ୍ଧ କୌଶଳ, ଶାରୀରିକ ସାମର୍ଥ୍ୟ, ରଣନୀତି କୌଶଳ ଓ ମାନସିକ ସହନଶୀଳତାକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏହି ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଆୟୋଜନ କରାଯାଇଛି ବୋଲି ମୁଖ୍ୟ ଅତିଥି ଭାବେ ଯୋଗ  ଦେଇ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ(ନକ୍ସଲ ବିରୋଧୀ ଅଭିଯାନ) ସଂଜୀବ ପଣ୍ଡା କହିଛନ୍ତି । ଏହି ପ୍ରତିଯୋଗିତାରେ ଓଡ଼ିଶା…