ପ୍ରମୁଖ ଶାସନ ସଚିବଙ୍କ ଭୁବନେଶ୍ୱରରେ ରାତ୍ରିକାଳୀନ ସ୍ୱଚ୍ଛତା କାର୍ଯ୍ୟର ପରିଦର୍ଶନ
ଭୁବନେଶ୍ୱର : ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ ରାତିରେ ଭୁବନେଶ୍ୱର ସହରର ବିଭିନ୍ନ ସ୍ଥାନରେ ଚାଲୁଥିବା ସ୍ୱଚ୍ଛତା କାର୍ଯ୍ୟର କ୍ଷେତ୍ର ପରିଦର୍ଶନ ସହିତ ସମୀକ୍ଷା କରିଥିଲେ। ଏହି ପରିଦର୍ଶନ ସମୟରେ ତାଙ୍କ ସହ ଭୁବନେଶ୍ୱର ମହାନଗର ନିଗମର କମିଶନର ଚଞ୍ଚଳ ରାଣା , ସାନିଟେସନ ଉପ କମିଶନର ଏନ୍ ଗଣେଶ ବାବୁ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେl ରାତ୍ରିକାଳୀନ ପରିଦର୍ଶନ ସମୟରେ ପ୍ରମୁଖ ସଚିବ ଶ୍ରୀମତୀ ପାଢୀ ବାଣିଜ୍ୟିକ …


