ଅକ୍ଟୋବର ୨ରୁ ୧୬ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଚାଲିବ ‘ସୁଜଳ’ ଅଭିଯାନ
ଭୁବନେଶ୍ୱର: ଜଳ ସଂରକ୍ଷଣ, ନିରାପଦ ପାନୀୟ ଜଳର ବ୍ୟବହାର ଏବଂ ଜଳବାହିତ ରୋଗର ପ୍ରତିରୋଧ ସମ୍ପର୍କରେ ଜନସଚେତନତା ସୃଷ୍ଟି ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ‘ସୁଜଳ’ ଅଭିଯାନର ଶୁଭାରମ୍ଭ କରାଯାଇଛି । ଭୁବନେଶ୍ୱରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଅଭିଯାନର ଉଦ୍ଘାଟନ କରିଛନ୍ତି। ଅକ୍ଟୋବର ୨ରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଏହି ଅଭିଯାନ ଚାଲିବ। ବିଭାଗ ଅଧୀନସ୍ଥ ୱାଟକୋ …


