ଯାତ୍ରୀଙ୍କୁ ପ୍ରତି ୫୦ କିଲୋମିଟରରେ ମିଳିବ ସମସ୍ତ ସୁବିଧା
ଭୁବନେଶ୍ୱର: ରାଜ୍ୟର ସଡ଼କ ନେଟ୍ୱାର୍କ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ଦୁର୍ଘଟଣାମୁକ୍ତ କରିବା ଦିଗରେ ଅନେକ ଯୋଜନା ପ୍ରସ୍ତୁତ ହେଉଛି। ତେବେ ଜାତୀୟ ରାଜପଥ, ରାଜ୍ୟ ରାଜପଥ, ଏକ୍ସପ୍ରେସ୍ ୱେ କିମ୍ବା ଜିଲ୍ଲା ମୁଖ୍ୟ ସଡ଼କରେ ଦୀର୍ଘ ଯାତ୍ରା କରୁଥିବା ଗାଡ଼ିଚାଳକ ତଥା ପର୍ଯ୍ୟଟକଙ୍କୁ ରାସ୍ତାକଡ଼ରେ ସର୍ବନିମ୍ନ ସୁବିଧା ପ୍ରଦାନ କରିବା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ରାସ୍ତାକଡ଼ରେ ୱେ-ସାଇଡ୍ ଆମିନିଟିସ୍ ସେଣ୍ଟର (ସଡ଼କ ପାର୍ଶ୍ଵ ସୁବିଧା କେନ୍ଦ୍ର) ପ୍ରତିଷ୍ଠା ନେଇ ଆଇନ, ପୂର୍ତ୍ତ…


