ଛତିଶଗଡ଼ରେ ଲାଗୁ ହେବ ଓଡ଼ିଶାର ‘ଡିଜିଟାଲ୍ ସେଫଗାର୍ଡ’ବ୍ୟବସ୍ଥା
ଭୁବନେଶ୍ୱର: ଛତିଶଗଡ଼ର ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଓ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଲୋକସେବା ଭବନସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭାଗର ଅତିରିକ୍ତ ସଚିବ ସୁଦାମ ଚରଣ ମଣ୍ଡଳ ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ। ଯୋଗାଣ ବିଭାଗର ସାଧାରଣ ପରିଚାଳକ (ସଂଗ୍ରହଣ) ଏଲୋରା ସାମଲ, ଖାଦ୍ୟ ଓ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଉପସଚିବ ସରୋଜ କୁମାର…


