ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମରେ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟ
କଟକ : କଟକ ସ୍ଥିତ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମରେ ଆୟୋଜିତ ହେଉଛି ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟ। ବ୍ୟାଡ଼ମିଣ୍ଟନ ୱାର୍ଲଡ଼ ଫେଡ଼େରେସନ୍, ବ୍ୟାଡ଼ମିଣ୍ଟନ ଆସୋସିଏସନ୍ ଅଫ୍ ଇଣ୍ଡିଆ, ଓଡ଼ିଶା ଷ୍ଟେଟ୍ ବ୍ୟାଡ଼ମିଣ୍ଟନ ଆସୋସିଏସନ୍ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟର ଆୟୋଜନ ୯ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ କରାଯିବ। ଓଡ଼ିଶାରେ ଏହି ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟ ଚତୁର୍ଥ ଥର ପାଇଁ ଆୟୋଜିତ ହେଉଛି। ଚଳିତ…


