କଟକ ଜିଲ୍ଲାର ଆଠଗଡ଼ ବ୍ଲକରେ ପ୍ରାମାଣିକ ଆଳୁ ବିହନ ବିତରଣ
ଭୁବନେଶ୍ୱର: କଟକ ଜିଲ୍ଲା ଆଠଗଡ଼ ବ୍ଲକର ଧୁରୁଷିଆ ପଞ୍ଚାୟତ ଅନ୍ତର୍ଗତ ଜଗମୋହନପୁର ଗ୍ରାମ ଠାରେ ଏକ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ ଚଳିତ ରବିଋତୁ ୨୦୨୫ ରେ ରାଜ୍ୟ ସରକାରଙ୍କ “ଆଳୁ, ପନିପରିବା ଏବଂ ମସଲା ଉନ୍ନୟନ୍ନ ” ଯୋଜନା ଅଧୀନରେ ପ୍ରାମାଣିକ ଆଳୁ ବିହନ ବିତରଣ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଦ୍ଵାରା ହୋଇଛି l ଚଳିତ ରବି ଋତୁରେ ଗୁଣାତ୍ମକ ଅଧିକ ଉତ୍ପାଦକ୍ଷମ ବିହନ ଆଳୁ…


