ଝାରସୁଗୁଡ଼ା କାର୍ଡିଓଲୋଜି ହସ୍ପିଟାଲ ଆଗାମୀ ବର୍ଷରୁ କାର୍ଯ୍ୟକ୍ଷମ ହେବ
ଭୁବନେଶ୍ୱର: ଝାରସୁଗୁଡ଼ା ଜିଲ୍ଲା ତଥା ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ବୈଠକ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକର ଆଲୋଚନା ଅନୁଯାୟୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ସୁଦ୍ଧା ଝାରସୁଗୁଡ଼ା ହୃଦ୍ରୋଗ ହସ୍ପିଟାଲ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ ହେବା ସହିତ ଶ୍ରୀ ଶ୍ରୀ ରବିଶଙ୍କର ଫାଉଣ୍ଡେସନ୍ ପକ୍ଷରୁ ପ୍ରସ୍ତାବିତ ମେଡ଼ିକାଲ କଲେଜ ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା । ଜିଲ୍ଲା ସଦର…
