ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ
ଭୁବନେଶ୍ୱର : ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହୋଇଛନ୍ତି। ଲୋକ ଭବନରେ ଆୟୋଜିତ ଆନୁଷ୍ଠାନିକ ନିଯୁକ୍ତି ଉତ୍ସବରେ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଲେଫ୍ଟନାଣ୍ଟ ହର୍ଷିତ ଦେଓଙ୍କୁ ଏହି ସମ୍ମାନଜନକ ପଦବୀ ପ୍ରଦାନ କରିଛନ୍ତି। ଆଇଏନଏସ୍ ଆଦିତ୍ୟରେ ଡବ୍ଲୁକେଓ (ଓ୍ବାଚ୍ କିପିଂ ଅଫିସର) ଭାବେ କାର୍ଯ୍ୟ କରିଥିବା ଲେଫ୍ଟନାଣ୍ଟ ଦେଓ ଏହି ନୂଆ ଦାୟିତ୍ୱରେ ଯୋଗ ଦେଇଛନ୍ତି। ଲେଫ୍ଟନାଣ୍ଟ ଦେଓ ପ୍ରତିଷ୍ଠିତ ନ୍ୟାସନାଲ ଡିଫେନ୍ସ ଏକାଡେମୀ (ଏନଡିଏ)ର…


