‘ଜରୁରୀ କାଳୀନ ପରିସ୍ଥିତି’ସ୍ଵାଧୀନ ଭାରତର ଇତିହାସର ଏକ କଳଙ୍କିତ ଅଧ୍ୟାୟ
ଭୁବନେଶ୍ୱର: ଭାରତରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା ହେବାର ୫୦ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କର ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମ୍ବିଧାନ ହତ୍ୟା ଦିବସ ୨୦୨୫ ସ୍ଥାନୀୟ ରେଳ ଅଡିଟୋରିଅମ ଠାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ, ଏହି ‘ଜରୁରୀ କାଳୀନ ପରିସ୍ଥିତି’ସମୟକୁ ସ୍ଵାଧୀନ ଭାରତର ଇତିହାସର ଏକ କଳଙ୍କିତ ଅଧ୍ୟାୟ ବୋଲି କହିଥିଲେ। ଜରୁରୀକାଳୀନ ପରିସ୍ଥିତିରେ ଯେଉଁ ପ୍ରକାର ଦମନଲୀଳା, ଅକଥନୀୟ ଅତ୍ୟାଚାର…
