ଓଡିଶା ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଗଠନର କାଯ୍ୟକାରିଣୀ କମିଟି ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ଓଡିଶା ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଗଠନର କାଯ୍ୟକାରିଣୀ କମିଟି ବୈଠକ ଓଡିଶା ରାଜ୍ୟ ଭାରତ ସ୍କାଉଟ ଓ ଗାଇଡ଼ ଭବନରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ବୀରେନ୍ଦ୍ର କର୍କରା, ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ତଥା ରାଜ୍ୟ ବିଦ୍ୟାଳୟ କ୍ରୀଡା ସଂଗଠନ କାଯ୍ୟକାରିଣୀ କମିଟିର ଅଧ୍ୟକ୍ଷ ଉପସ୍ଥିତ ଥିଲେ। ଏଥିସହ ନିବେଦିତା ପାଣି, ଅତିରିକ୍ତ ନିର୍ଦ୍ଦେଶିକ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ, ଶୁଭ୍ରବାଳା ବେହେରା, ସମ୍ପାଦକ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା, ଚନ୍ଦ୍ରମଣି ନାୟକ, ସମ୍ପାଦକ, ଓଡ଼ିଶା…


