‘ପରିବେଶ ଅନୁକୂଳ ଭିତ୍ତିଭୂମିକୁ ଦିଆଯିବ ବାସ୍ତବ ରୂପ’
ଭୁବନେଶ୍ୱର: ବିଭିନ୍ନ ପ୍ରକାର ବିକାଶ ମୂଳକ ନିର୍ମାଣ କାର୍ଯ୍ୟ ସମୟରେ ପରିବେଶ ଉପରେ ଏହାର କ’ଣ କୁପ୍ରଭାବ ପଡୁଛି ସେ ବିଷୟରେ ଅନେକ ସମୟରେ ଚିନ୍ତା କରାଯାଉ ନାହଁ I ଯାହା ଫଳରେ ପରବର୍ତ୍ତୀ ସମୟରେ ଏହାର କୁପରିଣାମ ସମଗ୍ର ଜୀବଜଗକୁ ଭୋଗିବାକୁ ପଡୁଛିI ତେଣୁ ପରିବେଶ ଅନୁକୂଳ ନିର୍ମାଣ ଉପରେ ଗୁରୁତ୍ୱ ଦେବାକୁ ପଡିବI ଏହି କ୍ରମରେ ଅଭିନବ ଜୈବ-ଏନଜାଇମାଟିକ୍ ମାଟି ସ୍ଥିରକାରୀ ଟେରାଜାଇମ୍ (Terrazyme) କୁ ବ୍ୟବହାର କରି କିଭଳି ଦୀର୍ଘସ୍ଥାୟୀ ତଥା ପରିବେଶ…


