‘ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ସଦସ୍ୟ ଦଳମତରୁ ଉର୍ଦ୍ଧ୍ୱରେ ଥାଇ ବର୍ଗର ଉନ୍ନତି ପାଇଁ ନିଷ୍ପତ୍ତି ନିଅନ୍ତି’
ଭୁବନେଶ୍ୱର: ଭୁବନେଶ୍ୱରରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ ସମ୍ବନ୍ଧିତ ସଂସଦୀୟ ଏବଂ ବିଭିନ୍ନ ରାଜ୍ୟ/ କେନ୍ଦ୍ର ଶାସିତ ଅଞ୍ଚଳର କମିଟିର ଅଧ୍ୟକ୍ଷ ଓ ସଦସ୍ୟ ଗଣଙ୍କ ଜାତୀୟ ସମ୍ମିଳନୀ ଉଦ୍ଘାଟିତ ହୋଇଯାଇଛି। ଲୋକସେବା ଭବନର କନ୍ଭେନ୍ସନ୍ ହଲ୍ରେ ଆୟୋଜିତ ଏହି ଦୁଇ ଦିନିଆ ଜାତୀୟ ସମ୍ମିଳନୀକୁ ମୁଖ୍ୟ ଅତିଥି ଭାବେ ଲୋକସଭା ବାଚସ୍ପତି ଓମ୍ ବିର୍ଲା ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଶ୍ରୀ ବିର୍ଲା କହିଛନ୍ତି ଯେ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି…


