ପିଜିଟି ଶିକ୍ଷକଙ୍କ ପାଞ୍ଚ ଦିନିଆ ଦକ୍ଷତା ନିର୍ମାଣ ପ୍ରଶିକ୍ଷଣ
ଭୁବନେଶ୍ବର: ଶିକ୍ଷକ ବିକାଶ ଓ ଡିଜିଟାଲ୍ ଶିକ୍ଷାକୁ ପ୍ରାଧାନ୍ୟ ଦେଇ କେନ୍ଦ୍ରୀୟ ଶିକ୍ଷା ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ସିଆଇଇଟି) ସହ ମିଳିତ ଭାବରେ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନୂଆଦିଲ୍ଲୀର ଏନସିଇଆରଟିଠାରେ ଏକ ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆର୍ ଆୟରଙ୍କ ନେତୃତ୍ବରେ ପିଏମ-ଇ ବିଦ୍ୟା ଅଧିନରେ ବିଷୟବସ୍ତୁ ବିକାଶ କରିବା ନେଇ ଏକ…
