ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟନସିପ୍ ଉଦ୍ଘାଟିତ; ଦେଶର କୋଣ ଅନୁକୋଣରୁ ଯୋଗଦେଲେ କ୍ରୀଡ଼ାବିତ୍
ଭୁବନେଶ୍ୱର : ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମଠାରେ ସମ୍ମାନଜନକ ୨୪ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟନସିପ୍ ଆରମ୍ଭ ହୋଇଛି। ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ, ପାରାଲିମ୍ପିକ୍ସ କମିଟି ଅଫ୍ ଇଣ୍ଡିଆ (ପିସିଆଇ) ଏବଂ ପାରା ସ୍ପୋର୍ଟସ ଆସୋସିଏସନ୍ ଅଫ୍ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ମହାକୁମ୍ଭ ମାର୍ଚ୍ଚ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। କ୍ରୀଡ଼ା ଓ ଯୁବସେବା ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପ୍ରତିଯୋଗିତାକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ…


