ବିଶ୍ୱ ତମାଖୁ ନିଷେଧ ଦିବସ
4ଟି ପର୍ଯ୍ୟାୟରେ ଆରମ୍ଭ ହେଲା ବର୍ଷବ୍ୟାପୀ ସଚେତନତା କାର୍ଯ୍ୟକ୍ରମ ଭୁବନେଶ୍ୱର: ଭାରତରେ ପ୍ରାୟ ବର୍ଷକୁ ୧୪ ଲକ୍ଷ ଲୋକ ତମାଖୁ ସେବନ ଯୋଗୁ ଜୀବନ ହରାଉଛନ୍ତି। ପ୍ରତି ବର୍ଷ ଭାରତରେ ବିଭିନ୍ନ କାରଣରୁ ଯେତିକି ମୃତ୍ୟୁ ହେଉଛି, ତା’ର ପ୍ରାୟ ୧୦ ପ୍ରତିଶତ କେବଳ ତମାଖୁଜନିତ । ଜନସାଧାରଣ, ବିଶେଷକରି ଯୁବ ସମାଜ ଏଥିରୁ କିପରି ମୁକ୍ତି ପାଇବେ, ସେ ବିଷୟକୁ ଆଜି ଗମ୍ଭିରତାର ସହ ନେବାର ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…


