ରାଷ୍ଟ୍ରୀୟ ମାନବ ଅଧିକାର ଆୟୋଗର ଓଡିଶା ଶିବିର ବୈଠକ/ ଖୋଲା ଶୁଣାଣି ସମାପ୍ତ
ଭୁବନେଶ୍ୱର: ରାଷ୍ଟ୍ରୀୟ ମାନବ ଅଧିକାର ଆୟୋଗ ପୂର୍ଣ୍ଣ କମିଶନ ଏବଂ ଡିଭିଜନ ବେଞ୍ଚରେ ୧୪୪ଟି ମାମଲାର ଶୁଣାଣି କରି ଏହାର ଦୁଇ ଦିନିଆ ଭୁବନେଶ୍ୱର ଶିବିର ବୈଠକ ସମାପ୍ତ କରିଛି ଏବଂ ଓଡିଶା ରାଜ୍ୟରେ ମାନବାଧିକାର ଉଲ୍ଲଂଘନର ପୀଡିତମାନଙ୍କୁ ୨୮ ଲକ୍ଷ ଟଙ୍କା ସହାୟତା ସୁପାରିଶ କରିଛି। ରାଷ୍ଟ୍ରୀୟ ମାନବ ଅଧିକାର ଆୟୋଗ ଅଧ୍ୟକ୍ଷ, ନ୍ୟାୟମୂର୍ତ୍ତି ଶ୍ରୀ ଭି. ରାମାସୁବ୍ରମଣ୍ୟମ୍, ସଦସ୍ୟ ଡକ୍ଟର ନ୍ୟାୟମୂର୍ତ୍ତି ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ଏବଂ ବିଜୟା ଭାରତୀ ସାୟାନି ମାମଲାଗୁଡ଼ିକର ଶୁଣାଣି…


