ଭୁବନେଶ୍ୱର ଆରକ୍ଷୀ ଉପଆୟୁକ୍ତଙ୍କ ନବନିର୍ମିତ କାର୍ଯ୍ୟାଳୟ ଉଦ୍ଘାଟିତ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଅର୍ବାନ ପୋଲିସ ଆରକ୍ଷୀ ଉପଆୟୁକ୍ତ (DCP)ଙ୍କ ନବନିର୍ମିତ କାର୍ଯ୍ୟାଳୟର ଉଦ୍ଘାଟନ କରିଛନ୍ତି। ସୂଚନାଯୋଗ୍ୟ ଯେ, ୨୨୭୨ ବର୍ଗମିଟର ଅଞ୍ଚଳରେ ୭ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟରେ ଚାରିମହଲା ବିଶିଷ୍ଟ ଏହି ନୂତନ କାର୍ଯ୍ୟାଳୟ ସୌଧଟି ନିର୍ମାଣ ହୋଇଛି। ଉଦ୍ଘାଟନୀ ଅବସରରେ ମୁଖ୍ୟମନ୍ତୀ କହିଛନ୍ତି ଯେ, ଏହି ନୂଆ ଭବନ ଲୋକମାନଙ୍କୁ ଉତ୍କୃଷ୍ଟ ସେବା ଦେବାରେ ସାହାଯ୍ୟ କରିବ। ଏଥିରେ ଭିନ୍ନକ୍ଷମ ଲୋକଙ୍କ ପାଇଁ ରାମ୍ପ, ସାଇବର ସେଲ,…


