ସୁଭଦ୍ରା ଶକ୍ତି ମେଳାରେ ଜି.ଆଇ ମାନ୍ୟତା ପ୍ରାପ୍ତ ଓ ଏକ ଜିଲ୍ଲା ଏକ ଉତ୍ପାଦ
ଭୁବନେଶ୍ୱର: ଇଡକୋ ପ୍ରଦର୍ଶନୀ ପଡ଼ିଆ ଠାରେ ଆୟୋଜିତ ସୁଭଦ୍ରା ଶକ୍ତି ମେଳା ଷଷ୍ଠ ଦିନରେ ମଧ୍ଯ ଦର୍ଶକମାନଙ୍କୁ ମୁଗ୍ଧ କରିଛିI ରାଜ୍ୟର ବିଭିନ୍ନ ଅଞ୍ଚଳରୁ ୩୦୦ରୁ ଅଧିକ ଷ୍ଟଲ୍ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀ ଦ୍ବାରା ଅନନ୍ୟ ଉତ୍ପାଦଗୁଡିକ ପ୍ରଦର୍ଶିତ କରୁଛନ୍ତିI ପାରମ୍ପରିକ ହସ୍ତଶିଳ୍ପ ଏବଂ କଳାକୃତିଠାରୁ ଆରମ୍ଭ କରି ଜୈବିକ ଉତ୍ପାଦ, ମା’ ମାନଙ୍କ ହାତ ରନ୍ଧା ଖାଦ୍ୟ, ଆସବାବପତ୍ର ଏବଂ ସାଜସଜ୍ଜା ସାମଗ୍ରୀ ପର୍ଯ୍ୟନ୍ତ, ସୁଭଦ୍ରା ଶକ୍ତି ମେଳା ଓଡ଼ିଶାର…


