ଡିସେମ୍ବର ୬-୭ରେ ଓଡ଼ିଶାରେ ଆୟୋଜିତ ହେବ ଗ୍ଲୋବାଲ ଏନର୍ଜି ଲିଡ଼ର୍ସ ସମ୍ମିଳନୀ
ଭୁବନେଶ୍ୱର: ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଓ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ଆସନ୍ତା ଡିସେମ୍ବର ମାସ ୬-୭ ରେ ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ଗ୍ଲୋବାଲ ଏନର୍ଜି ଲିଡ଼ର୍ସ ସମ୍ମିଳନୀ। ଏଥିରେ ଦେଶ ବିଦେଶରୁ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବେ। ଏମାନଙ୍କ ମଧ୍ୟରେ ୟୁକେର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର, ଫିନଲ୍ୟାଣ୍ଡର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଟିବିଆଇର ଷ୍ଟ୍ରଟେଜିକ୍ କାଉନସେଲର୍ ସନା ମରିନ, ୟୁଏଇ, ସିଙ୍ଗାପୁର, ଭୁଟାନର ଶକ୍ତି ମନ୍ତ୍ରୀ ପ୍ରମୁଖ ଯୋଗଦେବା ଯୋଜନା ରହିଛି। ଏହି…


