ଶ୍ରାଦ୍ଧଦିବସରେ ଶହୀଦ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର: ଊନବିଂଶ ଶତାବ୍ଦୀର ଶେଷଭାଗରେ ଭାରତର ପୂର୍ବାଞ୍ଚଳ ଘଞ୍ଚ ଜଙ୍ଗଲ ମଧ୍ୟରେ ଯେଉଁ ବିପ୍ଳବର ସ୍ୱର ଝଙ୍କୃତ ହୋଇଥିଲା ତାହା ହିଁ ଥିଲା ବି୍ରଟିଶ ରାଜ ପ୍ରତିଷ୍ଠା ବିରୁଦ୍ଧରେ ପ୍ରତିବାଦର ସ୍ୱର। ଏହି ଆନ୍ଦୋଳନର ମୁଖ୍ୟ ସୂତ୍ରଧର ମହାନ ବିପ୍ଳବୀ ବିର୍ସା ମୁଣ୍ଡା ୧୮୭୫ ମସିହା ନଭେମ୍ବର ୧୫ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ। ବି୍ରଟିଶ ଶାସନର ଦାସତ୍ୱରୁ ମୁକ୍ତି ପାଇବା ନିମନ୍ତେ ବିପ୍ଳବୀ ବିର୍ସା ମୁଣ୍ଡାମାନଙ୍କୁ ସଂଗଠିତ କରିବା ନିମନ୍ତେ କାର୍ଯ୍ୟ ଆରମ୍ଭ କଲେ।…
