ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଇଁ ଓଡ଼ିଶାକୁ ୩୮୩୬.୩୪ କୋଟି ଟଙ୍କା ଆରଆଇଡିଏଫ୍ ଋଣ

ଭୁବନେଶ୍ୱର: ୨୦୨୫-୨୬ ଆର୍ଥିକ ବର୍ଷରେ ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି (ଆରଆଇଡିଏଫ)ର ଉଚ୍ଚ କ୍ଷମତା ସଂପନ୍ନ କମିଟିର ପ୍ରଥମ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆରଆଇଡିଏଫ ପାଣ୍ଠି ସହାୟତାରେ କାର୍ୟ୍ୟକାରୀ କରାଯାଉଥିବା ବିଭିନ୍ନ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପର କାର୍ୟ୍ୟକାରିତା, ସଫଳତା ଓ କାର୍ୟ୍ୟ ଅଗ୍ରଗତି  ଆଦି ସଂପର୍କରେ ଉନ୍ନୟନ କମିଶନର ଶ୍ରୀମତୀ ଗର୍ଗ ସମୀକ୍ଷା କରି  ନିର୍ମାଣାଧିନ ପ୍ରକଳ୍ପଗୁଡ଼ିକ …

‘ଅହିଲ୍ୟାବାଈ କେବଳ ଶାସକ ନଥିଲେ, ସେ ଥିଲେ ସମାଜ ସଂସ୍କାରକ’

ଭୁବନେଶ୍ୱର: ଅହିଲ୍ୟାବାଈ କେବଳ ଶାସକ ନଥିଲେ, ସେ ଥିଲେ ଜଣେ ସମାଜ ସଂସ୍କାରକ। ତାଙ୍କ ଜୀବନ ଓ କାର୍ଯ୍ୟ ଆମ ପାଇଁ ଏକ ପ୍ରେରଣାର ଉତ୍ସ ଏବଂ ସେ ନାରୀ ଶକ୍ତି, ସୁଶାସନ ଓ ସମାଜ ସେବାର ଏକ ଅନନ୍ୟ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଥାନୀୟ ଜୟଦେବ ଭବନ ଠାରେ ଆୟୋଜିତ ପୂଣ୍ୟଶ୍ଳୋକା ମହାରାଣୀ ଅହିଲ୍ୟାବାଈ ହୋଲକରଙ୍କ ୩୦୦ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନ ଅବସରରେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେଯେ, ଅହିଲ୍ୟାବାଈ…

ବିଶ୍ୱ ତମାଖୁ ନିଷେଧ ଦିବସ

4ଟି ପର୍ଯ୍ୟାୟରେ ଆରମ୍ଭ ହେଲା ବର୍ଷବ୍ୟାପୀ ସଚେତନତା କାର୍ଯ୍ୟକ୍ରମ ଭୁବନେଶ୍ୱର: ଭାରତରେ ପ୍ରାୟ ବର୍ଷକୁ ୧୪ ଲକ୍ଷ ଲୋକ ତମାଖୁ ସେବନ ଯୋଗୁ ଜୀବନ ହରାଉଛନ୍ତି। ପ୍ରତି ବର୍ଷ ଭାରତରେ ବିଭିନ୍ନ କାରଣରୁ ଯେତିକି ମୃତ୍ୟୁ ହେଉଛି, ତା’ର ପ୍ରାୟ ୧୦ ପ୍ରତିଶତ କେବଳ ତମାଖୁଜନିତ । ଜନସାଧାରଣ, ବିଶେଷକରି ଯୁବ ସମାଜ ଏଥିରୁ କିପରି ମୁକ୍ତି ପାଇବେ, ସେ ବିଷୟକୁ ଆଜି ଗମ୍ଭିରତାର ସହ ନେବାର ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଜାତୀୟ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ମିଳନୀ ୨୦୨୫

ଭୁବନେଶ୍ୱର: ଓଡିଶା ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ବିଭାଗ, ଭାରତ ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟର ସହଯୋଗରେ, ପୁରୀରେ ଦି ଦିନିଆ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ମିଳନୀ ୨୦୨୫ର ଉଦଘାଟନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଦୁଇଦିନିଆ ଜାତୀୟସ୍ତରୀୟ କାର୍ଯ୍ୟକ୍ରମରେ ଶିଶୁ ସୁରକ୍ଷା ସଂସ୍କାରକୁ ଆଗକୁ ବଢାଇବା ଏବଂ ପରିବାର-ଭିତ୍ତିକ ଯତ୍ନର ଏକ ମୂଳ ସ୍ତମ୍ଭ ଭାବରେ ପୋଷ୍ୟ ସନ୍ତାନ ଗ୍ରହଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ନୀତି ନିର୍ଦ୍ଧାରକ, ଆଇନ ବିଶେଷଜ୍ଞ,…

ଓଡିଶାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ

ଭୁବନେଶ୍ୱର: ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ପୁରୀର ସାକ୍ଷୀଗୋପାଳସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ୍‌ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଜାତୀୟ କାର୍ଯ୍ୟକ୍ରମକୁ “ଏକ ପେଡ ମା କେ ନାମ” ଅଭିଯାନ ଆଧାରରେ ଗଛ ଲଗାଇ ଉଦ୍‌ଘାଟନ କରିଥିଲେ । ସୂଚନାଯୋଗ୍ୟ…

 ‘ସମାଜରୁ ଋତୁସ୍ରାବ ଜନିତ ନୀରବତା ଭାଙ୍ଗିବାକୁ ପଡିବ’

ଭୁବନେଶ୍ୱର: ସମାଜରୁ ଋତୁସ୍ରାବ ଜନିତ ନୀରବତା ଭାଙ୍ଗିବାକୁ ପଡିବ ବୋଲି ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଆୟୋଜିତ ବିଶ୍ଵ ଋତୁସ୍ରାବ ସ୍ଵଚ୍ଛତା ଦିବସ ପାଳନ ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତବ୍ୟକ୍ତ କରିଛନ୍ତି। ଆଇନା ଏନଜିଓ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗର ସହଭାଗିତାରେ ବିଶ୍ଵ ଋତୁସ୍ରାବ ସ୍ଵଚ୍ଛତା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଋତୁସ୍ରାବ, ମହିଳାମାନଙ୍କୁ ଈଶ୍ବରଙ୍କ…

‘ଲକ୍ଷପତି ଦିଦି ଯୋଜନା ଏକ ସମାବେଶୀ ଓ ସ୍ଥାୟୀ ବିକାଶର ରଣନୀତି’

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ମାର୍ଗଦର୍ଶନରେ ଲକ୍ଷପତି ଦିଦି ଯୋଜନା ମହିଳା ମାନଙ୍କୁ ବାର୍ଷିକ ୧ ଲକ୍ଷ ଟଙ୍କାରୁ ଅଧିକ ରୋଜଗାର କରିବାର ମାର୍ଗ ପ୍ରସ୍ତୁତ କରିଛି। ଏହା କେବଳ ରୋଜଗାରର କଥା ନୁହେଁ ପରନ୍ତୁ, ଏହାର ମୂଳ ଉଦ୍ଦେଶ୍ୟ ହେଉଛି ମହିଳା ମାନଙ୍କୁ ଆର୍ଥିକ ସ୍ୱାଧୀନତା ଦେବା ଏବଂ ଗ୍ରାମାଞ୍ଚଳ ମହିଳାଙ୍କ ମଧ୍ୟରେ ନେତୃତ୍ୱ ଭାବନା ଜାଗ୍ରତ କରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରୀୟ ଲକ୍ଷପତି ଦିଦି ସମ୍ମିଳନୀ-୨୦୨୫ ଅବସରରେ କହିଛନ୍ତି।…

ଦୁର୍ଦ୍ଦାନ୍ତ ମାଓବାଦୀ ହିଡମା ଗିରଫ

ଭୁବନେଶ୍ୱର: ମାଓବାଦୀ ଅଭିଯାନ କ୍ଷେତ୍ରରେ କୋରାପୁଟ ପୋଲିସକୁ ଏକ ବଡ ସଫଳତା ମିଳିଛି ।  ଦୁର୍ଦ୍ଦାନ୍ତ ମାଓବାଦୀ କୁଞ୍ଜାମ ହିଡମା ଓରଫ ମୋହନକୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। ମାଓବାଦୀ ହିଡମା ଓରଫ ମୋହନ ଛତିଶଗଡ଼ର ବିଜାପୁର ଜିଲ୍ଲା ଉସୁର ଥାନା ଅଞ୍ଚଳର ନିବାସୀ ବୋଲି କୋରାପୁଟ ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କୋରାପୁଟ ଏସପି ରୋହିତ ବର୍ମା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।  ସେ କହିଛନ୍ତି ଯେ, ପୋଲିସ ତା ନିକଟରୁ ଗୋଟିଏ…

ଇ-ଗଭର୍ଣ୍ଣାନ୍ସ ପ୍ରଣୟନରେ ଉତ୍କର୍ଷ ଲାଗି

ଶୁଆକାଟୀ ପଞ୍ଚାୟତକୁ ଜାତୀୟ ଜୁରି ପୁରସ୍କାର ଭୁବନେଶ୍ୱର : କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକର ଶୁଆକାଟୀ ଗ୍ରାମ ପଞ୍ଚାୟତ ୨୨ତମ ଜାତୀୟ ଇ-ଗଭର୍ଣ୍ଣାନ୍ସ ପୁରସ୍କାର ୨୦୨୫ରେ ଏକ ମର୍ଯ୍ୟାଦାଜନକ ଜୁରି ପୁରସ୍କାର ଜିତି ଓଡ଼ିଶା ଏବଂ କେନ୍ଦୁଝର ପାଇଁ ସୁନାମ ଆଣି ଦେଇଛି । ଚଳିତ ବର୍ଷ ପ୍ରଥମଥର ପାଇଁ ଗ୍ରାମ ପଞ୍ଚାୟତ ଲାଗି ଉଦ୍ଦିଷ୍ଟ ବର୍ଗରେ ଏହା ଦେଶର ଅନ୍ୟ ତିନୋଟି ସ୍ଥାନୀୟ ସଂସ୍ଥା ମଧ୍ୟରେ ସ୍ଥାନ ପାଇ ଏକ ବିରଳ ସଫଳତା ହାସଲ କରିପାରିଛି…

ସହର ବିକାଶ ପାଇଁ ଓଡ଼ିଶା ଆରମ୍ଭ କଲା “ଅଙ୍କୁର”

ଭୁବନେଶ୍ୱର : ଓଡ଼ିଶାରେ ସହର ବିକାଶର ଭବିଷ୍ୟତକୁ ପୁନଃପରିଭାଷିତ କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ ସ୍ୱରୂପ, ଗୃହ ଏବଂ ନଗର ଉନ୍ନୟନ ବିଭାଗ ଆଜି ଅଙ୍କୁର – ଅଟଳ ନେଟୱାର୍କ ଫର ନଲେଜ୍, ସହରୀକରଣ ଏବଂ ସଂସ୍କାର ଆରମ୍ଭ କରିଛି l  ଏହା ରାଜ୍ୟ ସାରା ଅନ୍ତର୍ଭୁକ୍ତ, ସ୍ଥାୟୀ ଏବଂ ଅଭିନବ ସହର ବିକାଶକୁ ଗଢି ତୋଳିବା ପାଇଁ ଏକ ରଣନୈତିକ ପଦକ୍ଷେପ। ଗୃହ ଓ ନଗର ଉନ୍ନୟନ ବିଭାଗ ବିଭାଗ ଏବଂ ସହର ବିକାଶ…